Home Middle

ସଞ୍ଜୟ ମାଲହୋତ୍ରା ହେବେ ଆରବିଆଇର ନୂଆ ଗଭର୍ନର

ନୂଆଦିଲ୍ଲୀ,୯।୧୨: ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରା ଭାରତର ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ନୂତନ ଗଭର୍ନର ହେବାକୁ ଯାଉଛନ୍ତି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ୧୦ ଡିସେମ୍ବରରେ ଶେଷ ହେଉଛି। ତାଙ୍କ ସ୍ଥାନରେ ସଞ୍ଜୟଙ୍କୁ ନିଯୁକ୍ତି ଦିଆଯାଇଛି। ସଞ୍ଜୟ ମାଲହୋତ୍ରା ୧୯୯୦ ବ୍ୟାଚ…

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୯।୧୨: ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି। ଖଣ୍ଡଗିରି ସବ୍‌ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କରଙ୍କୁ ଲାଞ୍ଚ ନେବା ସମୟରେ ରେଡ୍ ହ୍ୟାଣ୍ଡଡ ଧରିଛି ଭିଜିଲାନ୍ସ। ସୂଚନା ଅନୁସାରେ ଜମି କାଗଜପତ୍ର ବାବଦକୁ ଦେବଯାନୀ ଜଣେ ବ୍ୟକ୍ତିଙ୍କୁ…

ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ ମାନସ…

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ…

ଡିପିଏସ୍‌ ସମେତ ୪୦ ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୯।୧୨: ପୁଣିଥରେ ଦିଲ୍ଲୀର ପ୍ରାୟ ୪୦ ଟି ସ୍କୁଲ ଉପରେ ବୋମା ପକାଇବାକୁ ଧମକ ଦିଆଯାଇଛି। ସୋମବାର (ଡିସେମ୍ବର ୯) ସକାଳ ୭ଟାରେ, ଆର.କେ ପୁରମର ଡିପିଏସ, ପଶ୍ଚିମ ବିହାରଙ୍କ ଜିଡି ଗୋଏଙ୍କା ସ୍କୁଲ, ମଦର ମେରି ସ୍କୁଲ ସହିତ ୪୦ଟି…

ସିରିଆ: ସଙ୍କଟ ସହ ଆହ୍ବାନ

ମଧ୍ୟପ୍ରାଚ୍ୟର ଅନ୍ୟତମ ରାଷ୍ଟ୍ର ସିରିଆରେ ଏକଚ୍ଛତ୍ରବାଦକୁ ଦୀର୍ଘବର୍ଷ ଧରି ହେଉଥିବା ବିରୋଧର ଶେଷ ପର୍ଯ୍ୟାୟରେ ବିଦ୍ରୋହୀ ପହଞ୍ଚିବା ପରେ ସେଠାରେ ଅନେକ ନୂଆ ଘଟଣା ସାମ୍ନାକୁ ଆସିଛି। ଶୁଣିବାକୁ ମିଳୁଛି ଯେ, ୮ ଡିସେମ୍ବରରେ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ୍‌ ବିଦ୍ରୋହୀଙ୍କୁ ମୁକାବିଲା…

କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ: ଜେଲେନ୍‌ସ୍କି

କିଭ୍‌,୯ା୧୨: ରୁଷିଆ ସହ ପାଖାପାଖି ୩ ବର୍ଷ ହେଲା ଲାଗିଥିବା ଯୁଦ୍ଧରେ ୟୁକ୍ରେନ୍‌ର ୪୩,୦୦୦ ସୈନ୍ୟ ନିହତ ହେଲେଣି। ରୁଷିଆ ନିକଟ ଭବିଷ୍ୟତରେ ଧ୍ୱଂସ ହେବାର ନାହିଁ। ସେଥିପାଇଁ କିଭ୍‌ ସ୍ଥାୟୀ ଶାନ୍ତି ଚାହେଁ ବୋଲି ରବିବାର ପ୍ୟାରିସ୍‌ରେ ଆମେରିକାର ନିର୍ବାଚିତ…

କୃଷକଙ୍କ ‘ଦିଲ୍ଲୀ ଚଲୋ’ ସ୍ଥଗିତ

ଶମ୍ଭୁ,୯ା୧୨: ହରିୟାଣା ପୋଲିସ୍‌ର ଲୁହବୁହା ଗ୍ୟାସ୍‌ ପ୍ରୟୋଗ ଯୋଗୁ ଆନ୍ଦୋଳନରତ ୮ ଜଣ ଚାଷୀ ଆହତ ହେବା ପରେ ରବିବାର ଅପରାହ୍ନରେ କୃଷକ ସଂଗଠନ ‘ଦିଲ୍ଲୀ ଚଲୋ’ ପଦଯାତ୍ରାକୁ ଦିନକ ପାଇଁ ସ୍ଥଗିତ ରଖିଛି। ୮ ଜଣ କୃଷକ ଆହତ ହେବା…

ଆଶା ଆଶଙ୍କାରେ ସିରିଆ

ଡମାସ୍‌କସ୍‌,୯ା୧୨: ମାତ୍ର ୩ ଦିନ ଭିତରେ ସିରିଆର ବିଦ୍ରୋହୀ ଫାଇଟର୍ସ ଗୋଟିଏ ପରେ ଗୋଟିଏ ସହର ଦଖଲ କରି ବଶର ଅଲ୍‌-ଅସାଦ୍‌ ସାମ୍ରାଜ୍ୟର ପତନ ଘଟାଇବାରେ ସଫଳ ହେଲେ। ଏହାର ଶ୍ରେୟ ସିରିଆର ସବୁଠୁ ଶକ୍ତିଶାଳୀ ସଶସ୍ତ୍ର ବିରୋଧୀ ହୟାତ୍‌ ତହରିର…

ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ ବର୍ତ୍ତମାନ…

ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ

କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ଭାଇ…

ୱାଲମାର୍ଟ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରୀକୁ ନେଇ ବିବାଦ; ଫଟୋ ଭାଇରାଲ୍

ନୂଆଦିଲ୍ଲୀ, ୮।୧୨: ଆମେରିକାରେ ଇ-କମର୍ସ କମ୍ପାନୀ ୱାଲମାର୍ଟ ହିନ୍ଦୁ ସମ୍ପ୍ରଦାୟ ଆକ୍ରୋଶର ଶିକାର ହୋଇଛି। କମ୍ପାନୀ ସାଇଟରେ ଗଣେଶ ପ୍ରିଣ୍ଟେଡ ସ୍ଲିପର, ଅନ୍ତଃବସ୍ତ୍ର ବିକ୍ରି ପାଇଁ ଲାଗିବାରୁ ହିନ୍ଦୁ ସମ୍ପ୍ରଦାୟ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି। ରିପୋର୍ଟ ଅନୁଯାୟୀ ସ୍ଲିପର, ଅନ୍ତଃବସ୍ତ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?