Home Middle

ଅଡୁଆରେ ରୁଷି ସୁନକଙ୍କ ପାର୍ଟି, କହିଲେ ମୋତେ ଏବେ ରାଗ ଆସୁଛି

ଲଣ୍ଡନ,୨୩ା୬: ବ୍ରିଟେନ ପ୍ରଧାନମନ୍ତ୍ରୀ ରୁଷି ସୁନକଙ୍କ କନ୍‌ଜରଭେଟିଭ୍‌ ପାର୍ଟି ଅଡୁଆରେ ପଡ଼ିଛି। ସୁନକଙ୍କ ଜଣେ ଅଧିକାରୀ ବେଟିଂ କରିଥିବା ଅଭିଯୋଗ ହୋଇଛି। ବ୍ରିଟେନର ଜୁଆ ନିୟାମକ ଏହାର ତାରିଖ ଘୋଷଣା ପୂର୍ବରୁ ମଧ୍ୟ ସାଧାରଣ ନିର୍ବାଚନରେ ବାଜି ଲଗାଇଥିବା ଅଭିଯୋଗର ଅନୁସନ୍ଧାନ…

ଉଚ୍ଚ ସ୍ତରୀୟ ବୈଠକ କରିବେ ଶାହା

ନୂଆଦିଲ୍ଲୀ,୨୩।୬: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମୌସୁମୀ ଆସିବା ପରେ ଦେଶର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବେ। ପ୍ରତିବର୍ଷ ବିହାର, ଆସାମ ଏବଂ ଅନ୍ୟାନ୍ୟ ପୂର୍ବ ରାଜ୍ୟଗୁଡିକର ବଡ଼ ଅଞ୍ଚଳ ମୌସୁମୀ ବର୍ଷା…

ସମ୍ବଲପୁରରେ ଏମ୍ସ, ୫ ଲକ୍ଷ ଆବାସ

ଭୁବନେଶ୍ୱର,୨୩ା୬(ଅନିଲ ଦାସ) ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଆସିଥିବା ଭାଜପା ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ଓଡ଼ିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତିକମ୍‌ରେ ୫ ଲକ୍ଷ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ସେହିପରି…

NEET ପରୀକ୍ଷାକୁ ନେଇ ଆକ୍ସନ ମୋଡ୍‌ରେ ସରକାର, ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୩।୬: ନିଟ୍‌ ପେପର ଲିକ୍‌କୁ ନେଇ କେନ୍ଦ୍ର ସରକାର ୨୪ ଘଣ୍ଟାରେ ୪ ବଡ଼ ନିଷ୍ପତ୍ତି ନେଇଛନ୍ତି । ପ୍ରବେଶ ପରୀକ୍ଷାରେ ହୋଇଥିବା ଅନିୟମିତତା ପାଇଁ ସରକାର ସିବିଆଇକୁ ଯାଞ୍ଚ ଭାର ଦେଇଛନ୍ତି । ଏହା ପୂର୍ବରୁ ଏହି ମାମଲାକୁ…

ବର୍ଷେ ପରେ ବି କାମରେ ଆସୁନି

କଟକ, ୨୩ା୬(ଶିଳ୍ପା ପ୍ରିୟଦର୍ଶିନୀ): ରାଜ୍ୟରେ ଶିଶୁ ରୋଗ ଚିକିତ୍ସା ଦିଗରେ କଟକ ଶିଶୁଭବନ ଗୁରୁତ୍ୱପୂର୍ଣ ଭୂମିକା ବହନ କରିଆସୁଛି। ତେଣୁ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ଲକ୍ଷ୍ୟରେ ୧୨୭ କୋଟି ଟଙ୍କା ବ୍ୟୟରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ନାତକୋତ୍ତର ଶିଶୁରୋଗ ପ୍ରତିଷ୍ଠାନର…

ଜୈବ ବିଘଟନଯୋଗ୍ୟ ପ୍ଲାଷ୍ଟିକ୍‌ର ଉଦ୍ଭାବନ, ୨ ମାସରେ ପ୍ରକୃତିରେ ମିଶି ଖତ ହୋଇଯିବ

କୋପେନହାଗନ, ୨୩।୬: ସମ୍ପ୍ରତି ପ୍ଲାଷ୍ଟିକ୍‌ ପ୍ରଦୂଷଣ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସ୍ଥାୟିତ୍ୱ ଏବଂ ସ୍ବଳ୍ପ ମୂଲ୍ୟରେ ମିଳୁଥିବା ହେତୁ ପ୍ଲାଷ୍ଟିକକୁ ବିଭିନ୍ନ କାର୍ଯ୍ୟରେ ବହୁଳ ଭାବେ ବ୍ୟବହାର କରାଯାଉଛି। ସେହିପରି ବିଶ୍ୱସ୍ତରରେ କେବଳ ୯% ପ୍ଲାଷ୍ଟିକକୁ ପୁନଃ…

ୟୁପିକୁ ହାଲୁକା ଭାବେ ନେବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୨୩ା୬(ପି.ଟି.): ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଭୁଲ୍‌ ହେବା ଘଟଣାରେ ଆକ୍ସିସ୍‌ ମାଇଁ ଇଣ୍ଡିଆକୁ ଦୋଷ ଦିଆଯାଉଥିବାବେଳେ ଏହାର ମୁଖ୍ୟ ଶେଷରେ ଭୁଲ୍‌ ସ୍ବୀକାର କରିଛନ୍ତି। ଉତ୍ତରପ୍ରଦେଶର ଶେଷ ତିନି ପର୍ଯ୍ୟାୟ ନିର୍ବାଚନକୁ ହାଲୁକା ଭାବେ ନେବା…

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର ନୁହେଁ।…

NEET-UG ରେ ଅନିୟମିତତା ମାମଲା: ସିବିଆଇ ଯାଞ୍ଚ ନିର୍ଦ୍ଦେଶ

ନୁଆଦିଲ୍ଲୀ,୨୨ା୬: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ NEET ପରୀକ୍ଷା ପରିଚାଳନାରେ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ଉପରେ କେନ୍ଦ୍ର ସରକାର ଶନିବାର ସିବିଆଇ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ…

ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା

ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ବାଂଲାଦେଶ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ…

ଭୁବନେଶ୍ୱର,୨୨ା୬: ଓଏଫ୍‌ଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍‌…

ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ ନଦୀବନ୍ଧଗୁଡ଼ିକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri