Home Middle

ଶୂନ୍ୟକାଳରେ ହୋ ହଲ୍ଲା: ବାଚସ୍ପତିଙ୍କ ମାଇକ୍‌ ଟାଣିଲେ ତାରା, ଟେବୁଲ ଉପରେ ଚଢିଲେ କାଡାମ

ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ତାତିଲା ବିଧାନସଭା । ଗୃହରେ ବିରୋଧୀ ବିଧାୟକ ହଟ୍ଟଗୋଳ କରିବା ସହ ଗୃହକୁ ବାଚସ୍ପତି ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି । ଗୁରୁବାର ବିଧାନସଭା ଶୂନ୍ୟକାଳରେ ଉଠିଥିଲା ପୋଲାଭରମ ପ୍ରସଙ୍ଗ । ଶୂନ୍ୟକାଳରେ ହୋ ହଲ୍ଲା…

ଶାସକ-ବିରୋଧୀ ମୁହାଁମୁହିଁ, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୫ା୭: ଗୁରୁବାର ପୁଣି ବିଧାନସଭାରେ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ଏହି ହଟ୍ଟଗୋଳ ଯୋଗୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ପଏଣ୍ଟ ଅଫ ଅର୍ଡର ମାଗିଥିଲା ବିରୋଧୀ ବିଜେଡି। ଏଥିସହିତ ବିରୋଧୀଦଳ ନେତାଙ୍କୁ ଗିରଫ ଶଦ୍ଦ…

ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।…

ଆଜି ରାଜ୍ୟ ବଜେଟ

ଭୁବନେଶ୍ୱର,୨୫ା୭(ଅନିଲ ଦାସ)୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହେବ। ଗତ ଫେବୃଆରୀରେ ବିଜେଡି ସରକାର କାମଚଳା ବଜେଟ ଆଣିଥିଲେ। ତତ୍କାଳୀନ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସେ ସମୟରେ ମୋଟ ୨ ଲକ୍ଷ ୫୫…

ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…

ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା…

‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…

ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା…

ଡ୍ୟାମ୍‌ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍‌ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର…

ଚାଇନା ବୈଜ୍ଞାନିକଙ୍କୁ ଜହ୍ନ ମାଟିରୁ ମିଳିଲା ପାଣି, ‘ଚନ୍ଦ୍ରଯାନ-୧’ କରିଥିବା ଦାବି ହେଲା ସତ…

ନୂଆଦିଲ୍ଲୀ,୨୪।୭: ପୃଥିବୀ ପରେ ମଣିଷ ମହାକାଶରେ ଜଳ ସନ୍ଧାନ କରୁଛି। ମଣିଷର ଏହି ଆବିଷ୍କାର ଚନ୍ଦ୍ରରେ ପହଞ୍ଚିଛି,ଯେଉଁଥିଲାଗି ଅନେକ ମିଶନ ପଠାଯାଉଛି। ଭାରତ, ଆମେରିକା ଏବଂ ରୁଷିଆ ପରେ ଚାଇନା ମଧ୍ୟ ଚନ୍ଦ୍ର ପୃଷ୍ଠରେ ଅନେକ ମିଶନକୁ ଅବତରଣ କରିଛି। ବର୍ତ୍ତମାନ…

ନେପାଳ ବିମାନ ଦୁର୍ଘଟଣା: ବିମାନ କର୍ମଚାରୀଙ୍କ ସମେତ ସ୍ତ୍ରୀ-ପୁଅଙ୍କ ଜୀବନ ଗଲା, ଭିଡିଓ ଦେଖିଲେ…

କାଠମାଣ୍ଡୁ,୨୪ା୭: ବୁଧବାର ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଦୁଃଖଦ କାହାଣୀ ସାମ୍ନାକୁ ଆସିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ତିନିଜଣ ସଦସ୍ୟଙ୍କ ସମେତ ମୋଟ୍‌ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଇଲଟ ଗୁରୁତର ହୋଇଛନ୍ତି। ତ୍ରିଭୂବନ ଅନ୍ତର୍ଜାତୀୟ…

ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା…

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବଡ଼ ଘୋଷଣା: ଏଣିକି ଅଗ୍ନିବୀରଙ୍କୁ ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୭: ଅବସରପ୍ରାପ୍ତ କିମ୍ବା ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବିଏସଏଫ ଏକ ବଡ଼ ଘୋଷଣା କରିଛି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କୁ ବିଏସଏଫ, ସିଏସଏଫ, ଏସସିବି ଏବଂ ଆରପିଏଫ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୂଚନା…

ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର,୨୪ା୭: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri