ଡିପ୍ଥେରିଆ ନେଲା ଜୀବନ, ୧୦ ବର୍ଷ ଶିଶୁର ମୃତ୍ୟୁ
ଭୁବନେଶ୍ୱର, ୨୦।୬: ଡିପ୍ଥେରିଆ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢ଼ାଇଦେଇଛି। ସଂକ୍ରମଣ ପଛର କାରଣ ଖୋଜୁଛି ସ୍ବାସ୍ଥ୍ୟ ବିଭାଗ। ଏହାରି ଭିତରେ ବ୍ରହ୍ମପୁର MKCGରେ ଜଣେ ଡିପ୍ଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସୂଚନା ଦେଇଛନ୍ତି MKCG ମେଡିକାଲ ଅଧୀକ୍ଷକ। ମୃତକ…
UGC-NET ଜୁନ୍ ୨୦୨୪ ପରୀକ୍ଷା ବାତିଲ, ଅନିୟମିତତା ଭୟ ପରେ ଏନଟିଏ ନିଷ୍ପତ୍ତି
ନୂଆଦିଲ୍ଲୀ, ୧୯।୬: ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦେଶର ବିଭିନ୍ନ ସହରରେ ୧୮ ଜୁନ୍ ୨୦୨୪ ରେ ହେବାକୁ ଥିବା ୟୁଜିସି-ଏନଇଟି ଜୁନ୍ ୨୦୨୪ ପରୀକ୍ଷାକୁ ବାତିଲ କରିଦେଇଛି। ଏନଟିଏ ଦୁଇଟି ସିଫ୍ଟରେ ଓଏମଆର (କଲମ ଏବଂ କାଗଜ) ପ୍ରଣାଳୀରେ ପରୀକ୍ଷା…
ଦେଶରେ ଏସବୁ କ’ଣ ହେଉଛି? ୨ ମାସରେ୨୦୦ ଥର ବୋମା ଧମକ ମିଳିଲାଣି, ଅଭିଯୁକ୍ତଙ୍କ ଟେର୍ ପାଉନି ସୁରକ୍ଷା ଏଜେନ୍ସି
ନୂଆଦିଲ୍ଲୀ,୧୯।୬: ଗତ ଦୁଇ ମାସ ମଧ୍ୟରେ ପ୍ରୋକ୍ସି ଡୋମେନ ସର୍ଭର ଏବଂ ଭିପିଏନ୍ ଉପଯୋଗ କରି ଇମେଲ ଜରିଆରେ ବୋମା ଧମକ ପଠାଇବା ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାରୀଙ୍କ ମୁତାବକ ତାଙ୍କୁ ୨୦୦ରୁ ଅଧିକ ଏଭଳି ଧମକପୂର୍ଣ୍ଣ ଇମେଲ ମିଳିଛି, ଯାହାକି…
ବଜେଟ୍ ପ୍ରସ୍ତୁତି ପାଇଁ ଜନସାଧାରଣଙ୍କଠାରୁ ସଂଗ୍ରହ କରାଯିବ ମତାମତ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୬: ଅର୍ଥ ବିଭାଗ ସମାଜର ବିଭିନ୍ନ ବର୍ଗର ପ୍ରତିନିଧିମାନଙ୍କର ମତାମତ ନେଇ ବଜେଟ୍ରେ ପୂର୍ବ ପ୍ରସ୍ତୁତି କରିଆସୁଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ସୂଚାଇ ଦେବାକୁ ଚାହେଁ ଯେ,ବର୍ତ୍ତମାନର ସରକାର ଲୋକଙ୍କ ସରକାର। ତେଣୁ ବଜେଟ୍ ପ୍ରସ୍ତୁତିରେ ସାଧାରଣ ଲୋକଙ୍କ ମତାମତ ତଥା…
ଖୋଲିବନି ରତ୍ନଭଣ୍ଡାର, ମନା କଲେ ମନ୍ତ୍ରୀ
ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାର ଆସନ୍ତା ଜୁଲାଇ ୮ରେ ଖୋଲିବ ବୋଲି ଜଣେ ଏଏସ୍ଆଇ ଅଧିକାରୀ କହିଥିଲେ। ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର କେବେ ଖୋଲାଯିବ ନିଷ୍ପତ୍ତି ହୋଇନି। ଜଣେ ଏଏସ୍ଆଇ ଅଧିକାରୀ ଏ…
ବିରୋଧୀ ଦଳ ନେତା ହେଲେ ନବୀନ
ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଥିଲା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିରୋଧୀ ଦଳ ନେତା ଭାବେ ନବୀନଙ୍କୁ ହିଁ ଚୟନ କରାଯାଇଛି। ନବୀନ ପ୍ରଥମ ଥର ବିରୋଧୀ…
ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ
ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍ ଉତ୍କଣ୍ଠା ରହିଥିବା ବେଳେ ଖୁବ୍ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ୍ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର…
ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ ସହ…
ସତ ହେଲା ମୋଦିଙ୍କ ଭବିଷ୍ୟବାଣୀ! ଏକ୍ସପର୍ଟ ଆଶ୍ଚର୍ଯ୍ୟ, ଭରସା କରିଥିବା ଲୋକେ ପାଇଲେ ୪୨ ଲକ୍ଷ କୋଟି
ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସମ୍ପୂର୍ଣ୍ଣ ସତ୍ୟ ବୋଲି ପ୍ରମାଣିତ ହେଉଛି। ଲୋକ ସଭା ନିର୍ବାଚନ ସମୟରେ ଏକ ରାଲିରେ ସେ ଷ୍ଟକ ମାର୍କେଟ ବିଷୟରେ ଦେଇଥିବା ପୂର୍ବାନୁମାନ ଏପର୍ଯ୍ୟନ୍ତ ୧୦୦ ପ୍ରତିଶତ ସଠିକ ପ୍ରମାଣିତ ହୋଇଛି। ଜୁନ ୪ରେ…
ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍ଲୋଡ୍
କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍ଏସ୍ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍ ଇନ୍ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍ସାଇଟ୍ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ । କିପରି…
ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!
ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ…
ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ…
Archives


