Home Middle

ଶିଶୁଙ୍କ ଠାରେ ବେଶୀ ବ୍ୟାପୁଛି ଡିପଥେରିଆ: ଜାଣନ୍ତୁ ଟୀକା ନେବା କାହିଁକି ଜରୁରୀ

ଭୁବନେଶ୍ୱର,୧୮।୬: ରାଜ୍ୟରେ ଭୟାନକ ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲାକୁ ମାଡ଼ିଲାଣି ଏହି ରୋଗ । ବର୍ତ୍ତମାନ ସୁଦ୍ଧା ୩ ଜିଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି। ଏହି ରୋଗରେ ୫ ଜଣଙ୍କର ଜୀବନ ଯାଇଥିବାବେଳେ…

ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର,୧୮।୬(ଅସମାପିକା ସାହୁ): ରାଜଧାନୀ ଭୁବନେଶ୍ୱରରେ ମୁକୁଳା ଡ୍ରେନ୍‌ରେ ପଡ଼ି ନାବାଳକ ମୃତ୍ୟୁ ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୃତକଙ୍କ ପରିବାରକୁ ସେ ୪ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ସହ ଯଥାଶୀଘ୍ର…

କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଜାରି କଲେ ମୋଦି: କୃଷକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ବାରାଣସୀ,୧୮।୬: ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସଂସଦୀୟ କ୍ଷେତ୍ର ବାରାଣାସୀ ଗ୍ରସ୍ତ କରିଛନ୍ତି। ଏହି ପରିପେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କରିଛନ୍ତି। ଫଳରେ ୨୦ ହଜାର…

ନିଟ୍‌ କେଳେଙ୍କାରୀ ଭିତରେ ଆଉ ଏକ ଘଟଣା, MBBS ସିଟ ପାଇଁ ଦେଲେ ୧୬.୩୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୧୮।୬: ଡାକ୍ତରୀପାଠ୍ୟକ୍ରମରେ ନାଁ ଲେଖାଇବା ପାଇଁ ଅନୁଷ୍ଠିତ ନିଟ ପରୀକ୍ଷା କେଳେଙ୍କାରୀ ମାମଲା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି। ଏସବୁ ଭିତରେ ମେଡିକାଲ ପାଠ୍ୟକ୍ରମକୁ ନେଇ ଆଉ ଏକ ସାଂଘାତିକ ଘଟଣା ସାମ୍ନାକୁ ଆସିଛି। ଉତ୍ତର ଗୁଜରାଟର ମେହସାନାରୁ ଆସିଛି…

ଆଜି ଓଡ଼ିଶା ଚାଷୀଙ୍କ ଆକାଉଣ୍ଟକୁ ଆସିଛି କିଶାନ ଟଙ୍କା; ଜାଣି ନ ଥିଲେ ଏହି ଉପାୟରେ ଶୀଘ୍ର ଯାଞ୍ଚ କରନ୍ତୁ ବାଲାନ୍ସ 

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ୟ ଥର ପାଇଁ ଦାୟିତ୍ୱ ଗ୍ରହଣ କରିବା ପରେ ଜୁନ୍‌ ୧୮ରେ ଚାଷୀଙ୍କ ଆକାଉଣ୍ଟକୁ ପିଏମ୍‌-କିଶାନ ଯୋଜନାର ୧୭ତମ କିସ୍ତି ପଠାଇଛନ୍ତି। ବାରାଣସୀ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଏହି ଟଙ୍କା ପଠାଇଛନ୍ତି। ଦେଶର ପ୍ରାୟ ୧୨…

ବିଧାନସଭାରେ ଏହିଠି ନବୀନଙ୍କ ସିଟ୍‌, ଆଗରେ ଏମାନେ…

ଭୁବନେଶ୍ୱର,୧୮।୬: ୨୪ବର୍ଷ ପରେ କ୍ଷମତାଚ୍ୟୁତ ହେବା ପରେ ବିଜେଡି ଏବେ ରାଜ୍ୟରେ ଧରାଶାୟୀ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ପଦ ହରାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାବାସୀ ଏବେ ରାଜ୍ୟ କମାଣ ଭାଜପାକୁ ଧରାଇଛନ୍ତି। ଏହି କ୍ରମରେ ଭାଜପାରେ ରାଜ୍ୟର ମଙ୍ଗ…

ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ: ମୁକୁଳା ଡ୍ରେନ୍‌ରେ ଭାସିଗଲେ ନାବାଳକ

ଭୁବନେଶ୍ୱର,୧୮।୬: ପ୍ରବଳ ବର୍ଷାରେ ଭୁବନେଶ୍ବରରେ ଅଘଟଣ । ୟୁନିଟ ୩ ମସଜିଦ କଲୋନୀ ପାଖରେ ଥିବା ମୁକୁଳା ଡ୍ରେନ୍‌ରେ ୮ ବର୍ଷର ନାବାଳକ ଭାସିଯାଇଥିବା ସୂଚନା ମିଳିଛି । ତେବେ ଭାସିଯାଇଥିବା ନାବାଳକକୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଜାରି ରହିଛି।…

ବିଧାନସଭାରେ ଲକ୍ଷ୍ମଣ ବାଗ୍‌ଙ୍କୁ ଦେଖି ଏମିତି କହିଦେଲେ ନବୀନ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ତେବେ ବିଧାନସଭାର ପ୍ରଥମ ଦିନରେ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ବିଧାନସଭା ଗୃହ ଭିତରେ…

ପାଣ୍ଡିଆନ, ବବି ଦାସଙ୍କ ପାଇଁ ବିଜେଡି ହାରିଲା ପ୍ରଶ୍ନରେ ପ୍ରସନ୍ନ ଆଚାର୍ଯ୍ୟ ଦେଲେ ବଡ଼ ବୟାନ

ଭୁବନେଶ୍ୱର,୧୮।୬: ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ ଭିକେ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ(ବବି) ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରିବା ସହ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି…

ଭାଜପା ହାରିବା ପାଇଁ ଦଳୀୟ ନେତାଙ୍କୁ ଦାୟୀ କଲା! ସାମ୍ନାକୁ ଆସିଲା କଳହ

ନୂଆଦିଲ୍ଲୀ,୧୮।୬: ଉତ୍ତରପ୍ରଦେଶ ଲୋକ ସଭା ନିର୍ବାଚନରେ ଭାଜପାର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା, ଯାହା ପରେ ବର୍ତ୍ତମାନ ଦଳର ଅସନ୍ତୋଷ ସାମ୍ନାକୁ ଆସିବାରେ ଲାଗିଛି। ଦଳର ନେତାମାନେ ଖୋଲା ବିବୃତ୍ତି ଦେଉଛନ୍ତି। ବଲିଆ ସାଲେମପୁର ଲୋକ ସଭା ନିର୍ବାଚନମଣ୍ଡଳୀରୁ ଦୁଇଥର ଭାଜପା…

ଆଜିଠୁ ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ, ଶପଥ ନେଲେ ନବନିର୍ବାଚିତ ବିଧାୟକ

ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ପ୍ରଥମେ ମୁଖ୍ୟମନ୍ତ୍ରୀ…

ସାଇକେଲ୍‌ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୮।୬: ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ର ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସେ ସାଇକେଲରେ ବିଧାନସଭା ଆସିଛନ୍ତି। ପରିବେଶ ସୁରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri