ବିଜୁଙ୍କୁ ଜେଲ୍ରେ ପୂରାଇଥିଲା କଂଗ୍ରେସ, ନବୀନଙ୍କୁ ପଚାରନ୍ତୁ; ଏମିତି କାହିଁକି କହିଲେ ନଡ୍ଡା
ଭୁବନେଶ୍ୱର,୧୯।୭: ପୁରୀ କାର୍ଯ୍ୟକାରିଣୀ ବୈଠକରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଂଗ୍ରେସ ଉପରେ ବର୍ଷିଛନ୍ତି। ସେ କଂଗ୍ରେସକୁ ଟାର୍ଗେଟ କରି କହିଛନ୍ତି, ଆଜି ଦେଶରେ ୧୮ଟି ରାଜ୍ୟରେ ଏନଡିଏ, ୧୩ ରାଜ୍ୟରେ ଭାଜପା ସରକାର କରିଛି। ଦେଶର ୫୭% ଭୂଭାଗରେ…
ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଲେ ନଡ୍ଡା, କହିଲେ ରାଜ୍ୟରେ ପଦ୍ମ…
ପୁରୀ,୧୯।୭: ପୁରୀ କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉଦ୍ବୋଧନ ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସେବା ପାଇଁ ସୁଯୋଗ ଦେଇଥିବାରୁ ଓଡ଼ିଶାବାସୀଙ୍କୁ ପ୍ରଣାମ। ଅକ୍ଳାନ୍ତ ପରିଶ୍ରମ କରି ରାଜ୍ୟରେ ପଦ୍ମ ଫୁଟାଇଥିବାରୁ କର୍ମୀଙ୍କୁ ବଧାଇ ଜଣାଇଛନ୍ତି। ନଡ୍ଡା କହିଛନ୍ତି,…
ଅବପାତରେ ପରିଣତ ହେଲା ଲଘୁଚାପ; ୪ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୧୯।୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ପ୍ରାୟ ୭୦ କିମି ଦୂରରେ ଏବଂ ଗୋପାଳପୁରରୁ ପୂର୍ବରେ ୧୩୦ କିମି ଦୂରରେ ଏବେ ଅବପାତ ରହିଛି। ଆସନ୍ତା କାଲି ସକାଳ ସୁଦ୍ଧା ଉତ୍ତରପଶ୍ଚିମ…
ଏୟାରଲାଇନ୍ସ ସର୍ଭରରେ ବୈଷୟିକ ତ୍ରୁଟି: ଏହି ୩ କମ୍ପାନୀର ସେବା ବ୍ୟାହତ
ନୂଆଦିଲ୍ଲୀ,୧୯ା୭: ବିମାନ ସେବା ଯୋଗାଉଥିବା ତିନୋଟି ବିମାନ କମ୍ପାନୀର ସର୍ଭରଗୁଡ଼ିକ ପ୍ରମୁଖ ବୈଷୟିକ ତ୍ରୁଟିର ସମ୍ମୁଖୀନ ହୋଇଛନ୍ତି। ଇଣ୍ଡିଗୋ, ଆକାଶ ଏୟାର ଏବଂ ସ୍ପାଇସ୍ଜେଟ ଏୟାରଲାଇନ୍ସ ସମଗ୍ର ବିଶ୍ୱର ଅନେକ ବିମାନବନ୍ଦରରେ ଓ୍ବେବ୍ ଚେକ ଇନ୍ରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି…
ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ, ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ବର,୧୯।୭: ଭୁବନେଶ୍ବରରେ ପହଞ୍ଚିଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ପୁରୀରେ ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ନଡ୍ଡା ଯୋଗ ଦେବେ ବୋଲି ଜଣାପଡିଛି। ଶୁକ୍ରବାର ପୁରୀରେ ଭାଜପାର ରାଜ୍ୟ…
ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେନି ବାଇଡେନ୍
ଓ୍ବାଶିଂଟନ,୧୯ା୭: ଆସନ୍ତା ନଭେମ୍ବରରେ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍ ପଛକୁ ଫେରିଯିବେ ବୋଲି ଜଣାପଡ଼ିଛି। ଅର୍ଥାତ୍ ବାଇଡେନ୍ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ନାହିଁ। ଏକ ରିପୋର୍ଟରୁ ପ୍ରକାଶ ଯେ, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ପଦ…
ୟୁପି ପୋଲିସର ବୋଲ୍ବମ୍ ଯାତ୍ରା ନିର୍ଦ୍ଦେଶକୁ ନେଇ ବିବାଦ
ନୂଆଦିଲ୍ଲୀ,୧୯ା୭: ବୋଲ୍ବମ୍ ଯାତ୍ରୀମାନଙ୍କ ସୁବିଧା ପାଇଁ ଯାତ୍ରା ମାର୍ଗରେ ଥିବା ମୁଜାଫରନଗରର ସମସ୍ତ ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ ସ୍ବେଚ୍ଛାକୃତ ଭାବେ ସେମାନଙ୍କ ମାଲିକଙ୍କ ନାଁ ସାଇନ୍ବୋର୍ଡରେ ଉଲ୍ଲେଖ କରିବା ପାଇଁ ଉତ୍ତରପ୍ରଦେଶ ପୋଲିସ ନିର୍ଦ୍ଦେଶ ଦେଇଥିଲା। ପୋଲିସର ଏଭଳି ନିର୍ଦ୍ଦେଶକୁ ବିଭିନ୍ନ…
ରୁଷିଆରେ ଜରୁରୀ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
ମସ୍କୋ,୧୯ା୭: ରୁଷିଆରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ କରିଛି। ଦିଲ୍ଲୀରୁ ସାନ୍ ଫ୍ରାନ୍ସିସ୍କୋ ଯାଉଥିବା ବେଳେ ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ରୁଷିଆର କ୍ରାସ୍ନୋୟାର୍ସ୍କ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏଆଇ-୧୮୩ ବିମାନ ଅବତରଣ କରିଥିଲା। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏୟାର…
ଭିତର ରତ୍ନଭଣ୍ଡାରରେ କ’ଣ ଅଛି? ବାହାରକୁ ଆସିବା ପରେ ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଦେଲେ ବଡ଼ ସୂଚନା
ଜଷ୍ଟିସ ବିଶ୍ବନାଥ ରଥ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ…
ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଏହି ଦିନ ମଧ୍ୟାହ୍ନ ସୁଦ୍ଧା ପ୍ରକାଶ କର ନିଟ୍ ରେଜଲ୍ଟ
ନୂଆଦିଲ୍ଲୀ,୧୮।୭: ନିଟ୍ ରେଜଲ୍ଟକୁ ନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ବିବାଦୀୟ NEET-UG 2024 ପରୀକ୍ଷା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ତଦନ୍ତ ରିପୋର୍ଟ ମାଗିଛନ୍ତି। ତିନିଜଣ ବିଚାରପତିଙ୍କ ଏକ ବେଞ୍ଚ କୋର୍ଟରେ ଏହି ମାମଲାର ଶୁଣାଣି କରୁଛି। ଏହି ମାମଲାର ପରବର୍ତ୍ତୀ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆସନ୍ତା ତିନି ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮ା୭: କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗକୁ ଏହି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାର କରି ଅଧିକ ଘନୀଭୂତ ହୋଇ ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର-ପଶ୍ଚିମ ଦିଗକୁ ଓଡ଼ିଶା ଉପକୂଳ ଆଡକୁ…
ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା: ରେଳ ଧାରଣାରୁ ଖସିଲା ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସର ୫ ବଗି
ଗୋଣ୍ଡା,୧୮।୭: ଚଣ୍ଡିଗଡ଼-ଡିବ୍ରୁଗଡ ଏକ୍ସପ୍ରେସର ପାଞ୍ଚଟି ବଗି ଗୁରୁବାର ୟୁପିର ଗୋଣ୍ଡାଠାରେ ଲାଇନଚ୍ୟୁତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ରେଳବାଇ ଏବଂ ପୋଲିସ ଫୋର୍ସ ଘଟଣାସ୍ଥଳରେ…
Archives


