ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …
ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା…
ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା ପର୍ଯ୍ୟନ୍ତ ଗୃହମୁଲତବୀ
ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ…
ନିଜ ମଧ୍ୟରେ ବାଛବିଚାର
ଭାରତର ଉତ୍ତର ପୂର୍ବାଞ୍ଚଳରୁ ଯାଇ ତେଲଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ବାସ କରୁଥିବା ବ୍ୟକ୍ତିମାନେ ବର୍ଣ୍ଣବିଦ୍ୱେଷର ଘୋର ସମ୍ମୁଖୀନ ହେଉଥିବା ସଂକ୍ରାନ୍ତ ଏକ ରିପୋର୍ଟ ନିକଟରେ ଅନ୍ଲାଇନ ଜର୍ନାଲ ‘ସ୍କୋପୁସ’ରେ ପ୍ରକାଶ ପାଇଛି। ହାଇଦ୍ରାବାଦ ବିଶ୍ୱବିଦ୍ୟାଳୟର ଦୁଇ ଜଣ ପ୍ରଫେସରଙ୍କ ନୂତନ ଅଧ୍ୟୟନରେ…
ଦିଲ୍ଲୀରେ ଜିଆର୍ଏପି-୪ ବଳବତ୍ତର ରହିବ
ନୂଆଦିଲ୍ଲୀ,୨୬ା୧୧(ପି.ଟି.): ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ବି ଉତ୍କଟ ରହିଥିବାରୁ ଗ୍ରେଡେଡ୍ ରେସ୍ପନ୍ସ ଆକ୍ସନ ପ୍ଲାନ୍ର ଚତୁର୍ଥ ପର୍ଯ୍ୟାୟ (ଜିଆର୍ଏପି-୪) ବଳବତ୍ତର ରହିବ ବୋଲି ସୁପ୍ରିକୋର୍ଟ ସୋମବାର କହିଛନ୍ତି। ତଦନୁଯାୟୀ ଦିଲ୍ଲୀ ଭିତରେ ବାହାର ଟ୍ରକ୍ ଓ ଅନ୍ୟାନ୍ୟ ଗାଡ଼ି ପ୍ରବେଶ…
ଆଣ୍ଡାମାନ୍ ସାଗରରୁ ୫ ଟନ୍ ଡ୍ରଗ୍ସ ଜବତ
ନୂଆଦିଲ୍ଲୀ,୨୬ା୧୧: ଆଣ୍ଡାମାନ୍ ସାଗରରେ ଏକ ମାଛଧରା ବୋଟ୍ରୁ ତଟସୁରକ୍ଷା ବାହିନୀ (ଆଇସିଜି) ୫ ଟନ୍ରୁ ଊର୍ଦ୍ଧ୍ୱ ଡ୍ରଗ୍ସ ଜବତ କରିଛି। ମ୍ୟାନ୍ମାର ଫିଶିଂ ବୋଟ୍ରୁ ଏହି ମେଥାମ୍ଫେଟାମାଇନ୍ ଜବତ ହୋଇଛି, ଯାହାକି ସାମୁଦ୍ରିକ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥା ଦ୍ୱାରା ସର୍ବାଧିକ ଚୋରା…
ସମ୍ଭଲ ହିଂସାକୁ ନେଇ ତେଜିଲା ରାଜନୀତି
ନୂଆଦିଲ୍ଲୀ/ସମ୍ଭଲ,୨୬ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଜୁମା ମସ୍ଜିଦ ପରିସରରେ ରବିବାର ସର୍ଭେକୁ ବିରୋଧ ବେଳେ ହିଂସାକାଣ୍ଡ ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଏପର୍ଯ୍ୟନ୍ତ ୪୦୦ ଜଣଙ୍କ ବିରୋଧରେ ୭ଟି ମାମଲା ରୁଜୁ ହୋଇଛି। ସମ୍ଭଲର…
କରଦାତାଙ୍କ ପାଇଁ ଖୁସି ଖବର: ପାନ୍ ୨.୦କୁ କ୍ୟାବିନେଟ୍ ମଞ୍ଜୁରୀ
ନୂଆଦିଲ୍ଲୀ,୨୬ା୧୧(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆର୍ଥତ୍କ ବ୍ୟାପାର କ୍ୟାବିନେଟ୍ କମିଟି ଆୟକର ବିଭାଗର ସ୍ଥାୟୀ ଅକାଉଣ୍ଟ ନମ୍ବରର ଦ୍ୱିତୀୟ ପର୍ଯ୍ୟାୟ (ପାନ୍ ୨.୦) ପ୍ରକଳ୍ପକୁ ସୋମବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କରଦାତାମାନଙ୍କୁ ସହାୟତା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଉଛି। ଏହି ପ୍ରକଳ୍ପ…
ଫେବୃଆରୀ ୧୮ରୁ ଆଇସିଏସ୍ଇ ଦଶମ, ୧୩ରୁ ଦ୍ୱାଦଶ ପରୀକ୍ଷା
ନୂଆଦିଲ୍ଲୀ,୨୫ା୧୧: କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ୨୦୨୫ ବର୍ଷ ପାଇଁ ଆଇସିଏସ୍ଇ ଦଶମ ଶ୍ରେଣୀ ଏବଂ ଆଇସିଏସ୍ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ନିମନ୍ତେ ସୋମବାର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା…
ବବିଙ୍କ ଭାଇ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ
ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ ସୋମବାର ଯାଜପୁର ଟାଉନ୍ ଥାନା ପୋଲିସ ପକ୍ଷରୁ ଦୁଇଟି ମାମଲା (ରାସ୍ତାରୋକୋ-କେସ୍ ନଂ.୪୬୯ ଏବଂ…
ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଭାଜପା ଖେଳିଲା ବଡ଼ ଚାଲ୍, ରାଗିଗଲେ ଶିନ୍ଦେ! ଜାଣନ୍ତୁ କାହିଁକି…
ମୁମ୍ବାଇ,୨୫।୧୧: ମହାୟୁତିରେ ସିଏମ ପଦବୀକୁ ନେଇ ସବୁକିଛି ଠିକ୍ ଚାଲିନାହିଁ। ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ଅସନ୍ତୋଷ ଥିବା ଏକ ସୂତ୍ରରୁ ପ୍ରକାଶ ପାଇଛି। ସିଏମ ପଦ ଭାଜପାକୁ ଯିବା ନେଇ ଶିନ୍ଦେଙ୍କ ଅସନ୍ତୋଷ ସାମ୍ନାକୁ ଆସିଛି। ଯଦି ଉତ୍ସକୁ ବିଶ୍ୱାସ କରାଯାଏ,…
ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି
କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ ଜୀବଙ୍କ ପ୍ରବେଶ ରୋକିବାକୁ ସରକାରଙ୍କ ପକ୍ଷରୁ କରାଯାଉଥିବା ତାରବାଡ଼ ଏବଂ ଖାତ ନିର୍ମାଣରେ ୧୦…
IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍
ନୂଆଦିଲ୍ଲୀ, ୨୫।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ସିଜିନ୍ ପାଇଁ ଦୁଇ ଦିନିଆ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବରରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ବର୍ଷ ବୟସ୍କା ବୈଭବ ସୂର୍ୟ୍ୟବଂଶୀ ଆଲୋଡ଼ନ ସୃଷ୍ଟି କରିଛନ୍ତି।…

