ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ
ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ…
ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…
ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ…
ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍ ଚଳାଚଳରେ…
କୁଏଟ୍ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୬: କୁଏଟ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ ପରିବାରକୁ…
ଯେ କୌଣସି ମୁହୂର୍ତ୍ତରେ ଭାଙ୍ଗିଯିବ ଏନଡିଏ ସରକାର, ଖାର୍ଗେଙ୍କ ବୟାନକୁ ନେଇ ରାଜନୀତି ସରଗରମ
ନୂଆଦିଲ୍ଲୀ,୧୫।୬: ଲୋକ ସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସର ମନୋବଳ ଅଧିକ ଶକ୍ତିଶାଳୀ ହୋଇଛି। ଯଦିଓ ଏନଡିଏ ମିଳିତ ମଞ୍ଚ ସରକାର ଗଠନ କରିଛି, I.N.D.I. ମିଳିତ ମଞ୍ଚ ୨୩୪ ଟି ଆସନ ଜିତିବାରେ ସଫଳ ହୋଇଛି। ନୀତୀଶ କୁମାରଙ୍କ ଜେଡିୟୁ…
ସିରିଲ ରାମଫୋସା ପୁଣି ହେଲେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି
କେପଟାଉନ,୧୫।୬: ସିରିଲ ରାମାଫୋସା ପୁଣିଥରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ସଂସଦ ଶୁକ୍ରବାର ସିରିଲ ରାମାଫୋସାଙ୍କୁ ସପ୍ତମ ସଂସଦର ଜାତୀୟ ସଭାର ପ୍ରଥମ ବୈଠକରେ ରାଷ୍ଟ୍ରପତି ଭାବରେ ମନୋନୀତ କରିଛି। ରାମାଫୋସା ଆଫ୍ରିକୀୟ ଜାତୀୟ କଂଗ୍ରେସର…
ହାଇ ସ୍ପିଡ ରେଲ ପରିଯୋଜନାକୁ ନେଇ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି
ନୂଆଦିଲ୍ଲୀ/ଆପୁଲିଆ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ଭେଟିଥିଲେ। ଏହି ଦୁଇ ନେତା ଭାରତରେ ପାଞ୍ଚ ଟ୍ରିଲିୟନ ୟେନ ବିନିଯୋଗରେ ମୁମ୍ବାଇ-ଅହମ୍ମଦାବାଦ ହାଇ ସ୍ପିଡ ରେଳ ପ୍ରକଳ୍ପ ଉପରେ…
ଭାରତ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ
ବାରି(ଇଟାଲୀ),୧୫ା୬: ଭାରତ ସବୁ ସମସ୍ୟାର ମାନବକୈନ୍ଦ୍ରିକ ସମାଧାନରେ ବିଶ୍ୱାସ କରେ। ଆଲୋଚନା ଓ କୂଟନୀତି ଜରିଆରେ ୟୁକ୍ରେନ୍ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଏଥିପାଇଁ ଭାରତ ନିଜ ସୀମାରେ ରହି ଯାହାକିଛି ପାରିବ, ସବୁ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର…
ଆମେରିକା-ସାଉଦି ପେଟ୍ରୋଡଲାର ଚୁକ୍ତିର ଅନ୍ତ
ରିୟାଧ,୧୫ା୬: ଡଲାର ବିନିମୟରେ ଅଶୋଧିତ ତୈଳ ବିକ୍ରି ପାଇଁ ଆମେରିକା ଏବଂ ସାଉଦି ଆରବ ମଧ୍ୟରେ ଦୀର୍ଘ ୮୦ ବର୍ଷ ଧରି ଚାଲିଆସିଥିବା ପେଟ୍ରୋଡଲାର ଚୁକ୍ତିର ଅନ୍ତ ଘଟିଛି। ୧୯୭୪ ଜୁନ୍ ୮ରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଚୁକ୍ତି ସମୟସୀମା…
ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ
ଭୁବନେଶ୍ୱର, ୧୫।୬(ସୁନିତ୍ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ…
୩ ଥର ବିବାହ, ଆତ୍ମହତ୍ୟା ଯୋଜନା, ଭାଇଙ୍କ ବିରୋଧରେ ଦଳ; ଗୋଟିଏ ମାଷ୍ଟରଷ୍ଟ୍ରୋକ୍ ଯୋଗୁ ପଓ୍ବନ କଲ୍ୟାଣ ବଦଳାଇଦେଲେ ଆନ୍ଧ୍ର ରାଜନୀତି…
ନୂଆଦିଲ୍ଲୀ,୧୪।୬: ଏକ ସମୟରେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପଓ୍ବନ କଲ୍ୟାଣଙ୍କ ଦବ୍ଦବା ପ୍ରାୟ ଶୂନ ଭଳି ରହିଥିଲା। ତାଙ୍କର ଜନ ସେନା ପାର୍ଟିର ପରିଚୟ ବି ସେତେଟା ନ ଥିଲା। ହେଲେ ଏବେ ସମୟ ବଦଳିଛି। ୨୦୨୪ ନିର୍ବାଚନରେ ତାଙ୍କ ‘ଜେଏସ୍ପି’ ଦଳ…
ନିଆଁ ଲାଗିଯାଇଥିବା ଗୁଜବ ଯୋଗୁ ବଡ଼ ଦୁର୍ଘଟଣା; ଏକ୍ସପ୍ରେସ୍ରୁ କୁଦିଲେ ଯାତ୍ରୀ, ପିଟିଲା ମାଲବାହୀ ଟ୍ରେନ୍
ରାଞ୍ଚି,୧୪।୬: ଝାଡ଼ଖଣ୍ଡ ଲାଟେହାରର ସାସାରାମ-ରାଞ୍ଚି ଇଣ୍ଟରସିଟି ଏକ୍ସପ୍ରେସ୍ରେ ନିଆଁ ଲାଗିବା ଗୁଜବ ୩ଜଣଙ୍କ ଜୀବନ ନେଇଛି। ଏକ୍ସପ୍ରେସ୍ଟି କୁମାଣ୍ଡି ଷ୍ଟେଶନରେ ପହଞ୍ଚିଥିବା ବେଳେ କେହି ଜଣେ ଟ୍ରେନ୍ ଇଞ୍ଜିନରେ ନିଆଁ ଲାଗିଥିବା ଚିତ୍କାର କରି କହିଥିଲେ। ଏହାକୁ ନେଇ ଯାତ୍ରୀମାନଙ୍କ ମଧ୍ୟରେ…
Archives


