Home Middle

ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି…

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗସ୍ତରେ ଆସି ଏଠାରେ ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି ବୋଲି ସୋମବାର ଆଇନମନ୍ତ୍ରୀ…

”ଲାଗୁଛି ବହୁତ ଟଙ୍କା ଦେଇଦେଲି”, ରିଷଭ ପନ୍ତଙ୍କୁ ୨୭ କୋଟି ଟଙ୍କାରେ କିଣି ମନଦୁଃଖ କଲେ ଲକ୍ଷ୍ନୌ ମାଲିକ

ନୂଆଦିଲ୍ଲୀ,୨୫।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୫ ପାଇଁ ଦୁଇ ଦିନିଆ ନିଲାମ ଚାଲିଛି। ସୋମବାର ଏହାର ଦ୍ୱିତୀୟ ଦିନ ହୋଇଥିବା ବେଳେ ପ୍ରଥମ ଦିନରେ ୩ ଖେଳାଳିଙ୍କ ଉପରେ ଏତେ ଟଙ୍କା ବର୍ଷା ହୋଇଥିଲା ଯେ, ସମସ୍ତ ଆଇପିଏଲ ରେକର୍ଡ…

ମାଟି କାମୁଡିଲା କଙ୍ଗାରୁ ଟିମ୍‌: ଭାରତର ଐତିହାସିକ ବିଜୟ

ପର୍ଥ,୨୫।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ଐତିହାସିକ ବିଜୟ ହାସଲ କରିଛି। ପର୍ଥରେ ଚାଲିଥିବା ଏହି ମ୍ୟାଚ୍‌ରେ ଭାରତ କଙ୍ଗାରୁ ଟିମ୍‌କୁ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଭାରତ ୨୯୫…

ବୁଝିବାରେ ଅସଫଳ

ଭାରତର ଅନ୍ୟତମ ପ୍ରମୁଖ ରାଜ୍ୟ ମହାରାଷ୍ଟ୍ର ଓ ପୂର୍ବ ଭାଗରେ ଥିବା ଝାଡ଼ଖଣ୍ଡ ବିଧାନସଭା ଲାଗି ଅନୁଷ୍ଠିତ ନିର୍ବାଚନ ଫଳ ୧-୧ରେ ଶେଷ ହୋଇଛି। ଅର୍ଥାତ୍‌ ଦୁଇ ରାଜ୍ୟରେ ଶାସନରେ ଥିବା ମେଣ୍ଟ ନିଜର ସ୍ଥିତି ବଜାୟ ରଖିବାରେ ସକ୍ଷମ ହୋଇଛନ୍ତି।…

ଆଜିଠୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ,୨୫ା୧୧(ପି.ଟି.): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହେଉଛି। ଏହା ପୂର୍ବରୁ ରବିବାର ବସିଥିବା ସର୍ବଦଳୀୟ ବୈଠକରେ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ କେନ୍ଦ୍ର ସରକାର ସବୁ ଦଳର ସହଯୋଗ କାମନା କରିଥିଲେ। ଅନ୍ୟପକ୍ଷରେ ଆଦାନୀ ଗ୍ରୁପ୍‌ ବିରୋଧରେ ଆମେରିକା ଆଣିଥିବା…

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ।…

IPL Auction: ଏହି ସମସ୍ତ ଷ୍ଟାର ଖେଳାଳିଙ୍କୁ କିଣିଲେନି କୌଣସି ଟିମ୍

ଜେଦାହ,୨୪ା୧୧: ଇଣ୍ଡିଆନ ପରିମିୟର ଲିଗ୍ (ଆଇପିଏଲ) ୨୦୨୫ ସିଜିନ୍ ମେଗା ନିଲାମୀରେ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗି ଯାଇଛି। ଋଷଭ ପନ୍ତ ଆଇପିଏଲ ଇତିହାସର ସବୁଠୁ ମହଙ୍ଗା ଖେଳାଳି ହୋଇଛନ୍ତି। ତାଙ୍କୁ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୨୭ କୋଟି ଟଙ୍କାରେ କିଣିଲା…

ଟ୍ରେଣ୍ଟ ବୋଲ୍ଟଙ୍କ ଲାଗି ଟଙ୍କା ବର୍ଷା କଲା ମୁମ୍ବାଇ: ସାମୀ, ନଟରାଜନ, ଜୋଫ୍ରା ଅର୍ଚ୍ଚରଙ୍କୁ କିଣିଲେ ଏହି ଟିମ୍

ଜେଦାହ,୨୪ା୧୧: ରବିବାର ସାଉଦି ଆରବର ଜେଦାହରେ ଅନୁଷ୍ଠିତ ମେଗା ଅକ୍ସନରେ ବିଦେଶୀ ଖେଳାଳିଙ୍କ ଚାହିଦାକୁ ଫିକା କରି ଦେଇଛନ୍ତି ଭାରତୀୟ ଖେଳାଳି। ଭାରତୀୟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଆଇପିଏଲ୍‌ ଇତିହାସର ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି। ଲକ୍ଷ୍ନୌ…

ଧରିତ୍ରୀ’ୟୁଥ କନ୍‌କ୍ଲେଭ: ପଦ୍ମଶ୍ରୀ ଯମୁନା ଟୁଡୁଙ୍କୁ ‘ଲାଇଫ ଟାଇମ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ’

ଭୁବନେଶ୍ୱର,୨୪।୧୧(ବନ୍ଦନା ସେଠୀ/ଅନୁରାଧା ମହାରଣା): ଖଣି ଖନନ କାରଣରୁ ଓଡ଼ିଶାର ପ୍ରାକୃତିକ ଜଙ୍ଗଲ ଲଗାତାର ଭାବେ ନଷ୍ଟ ହେବାକୁ ଲାଗିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଭଳି ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଏଭଳି ସ୍ଥିତି ଲାଗି ରହିଥିବା ବେଳେ, ହାତୀଙ୍କ ପାଇଁ…

ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି ଆମେରିକା, ଏହାର ସମାଧାନ ପାଇଁ ଏମିତି କହିଲେ ଏଲନ ମସ୍କ

ଓ୍ବାଶିଂଟନ,୨୪ା୧୧: ଆମେରିକାର ଅର୍ଥନୀତିକୁ ନେଇ ଟେସ୍‌ଲା ତଥା ସ୍ପେସ୍‌ ଏକ୍ସ ମାଲିକ ଏଲନ ମସ୍କ ନିକଟରେ ଚିନ୍ତିତ ହୋଇଛନ୍ତି। ଆମେରିକାର ଅର୍ଥନୀତି ବିଷୟରେ ମସ୍କ ତାଙ୍କ ଏକ୍ସ ହ୍ୟାଣ୍ଡେଲ୍‌ରେ ଚେତାବନୀ ଦେଇଛନ୍ତି ଯେ, ଆମେରିକା ଖୁବ୍‌ଶୀଘ୍ର ଦେବାଳିଆ ହେବାକୁ ଯାଉଛି। ଆମେରିକାର…

ପୁଣି ଧୋନୀଙ୍କ ସହିତ ଖେଳିବେ ଅଶ୍ୱିନୀ: ଏହି ତିନି ବଡ଼ ଖେଳାଳିଙ୍କୁ ଦଳରେ ସାମିଲ କଲା ଚେନ୍ନାଇ

ନୂଆଦିଲ୍ଲୀ,୨୪।୧୧: ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ଷ୍ଟାର ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନୀଙ୍କୁ ପୁଣିଥରେ ଦଳରେ ସାମିଲ କରିଛି। ରବିବାର ଅନୁଷ୍ଠିତ ନିଲାମୀରେ ଟିମ୍ ଅଶ୍ୱିନୀଙ୍କୁ ୯.୭୫ କୋଟି ଟଙ୍କାରେ କିଣିଛି। ଅଶ୍ୱିନୀ ଚେନ୍ନାଇରେ ତାଙ୍କର ଆଇପିଏଲ କ୍ୟାରିୟର ଆରମ୍ଭ କରିଥିବା ବେଳେ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?