Home Middle

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ…

ଝାଡଖଣ୍ଡରେ ବାଜି ମାରିଲେ ଓଡ଼ିଆ ଝିଅ, ପୁଣି ସୋରେନ ସରକାର

ରାଞ୍ଚି,୨୩।୧୧: ଝାଡଖଣ୍ଡର ବହୁ ଚର୍ଚ୍ଚିତ ସିଟ୍‌ ଦଖଲ କରିଛି ଜେଏମଏମ। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ସୁମାର ଗୋଣ୍ଡେୟ ବିଧାନସଭା ଆସନରେ ବଡ଼ ବିଜୟ ହାସଲ କରିଛନ୍ତି। ତେବେ କଳ୍ପନାଙ୍କର ବିଜୟ ଆନୁଷ୍ଠାନିକ ଭାବେ ଘୋଷଣା ଏପର୍ଯ୍ୟନ୍ତ କରାଯାଇ…

୨୪ବର୍ଷର ରେକର୍ଡ ଭାଙ୍ଗିଲେ ହେମନ୍ତ ସୋରେନ, ଚମକାଇଲା ଟ୍ରେଣ୍ଡ

ନୂଆଦିଲ୍ଲୀ,୨୩।୧୧: ୨୪ବର୍ଷର ରେକର୍ଡ ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ପ୍ରଥମ ଥର ପାଇଁ ଏକ ଦଳ ରାଜ୍ୟରେ ପୁର୍ନବାର କ୍ଷମତାକୁ ଫେରୁଛିି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରେଣ୍ଡରେ, ହେମନ୍ତ ସୋରେନ ମେଣ୍ଟକୁ ସମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଝାଡଖଣ୍ଡର ୮୧ଟି ସିଟ ମଧ୍ୟରୁ…

ଝାଡଖଣ୍ଡରେ ହେମନ୍ତ ମ୍ୟାଜିକ୍‌: ବହୁମତ ପାର୍‌ କଲା ଜେଏମ୍‌ଏମ୍‌

ରାଞ୍ଚି,୨୩।୧୧:ଝାଡଖଣ୍ଡରେ ପୁଣି ହେମନ୍ତ ସୋରେନ୍‌ଙ୍କ ମ୍ୟାଜିକ୍‌ ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ମେଣ୍ଟ ବହୁମତ ପାର୍‌ କରିଛି। ଏହି ମେଣ୍ଟ ୫୧ ସିଟ୍‌ରେ ଆଗୁଆ ଥିବାବେଳେ ଏବଂ ଏନ୍‌ଡିଏ ମେଣ୍ଟ ୨୮ ଏବଂ ଅନ୍ୟ ୩ଟି ସିଟରେ ଆଗୁଆ ରହିଛି।…

ପ୍ରଚଣ୍ଡ ବିଜୟ ଅଭିମୁଖେ ପ୍ରିୟଙ୍କା ଗାନ୍ଧୀ: ଲକ୍ଷେରୁ ଅଧିକ ଭୋଟ୍‌ରେ ଆଗୁଆ

ୱାୟନାଡ,୨୩।୧୧: ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ଖାଲି ପଡ଼ିଥିବା କେରଳର ୱାୟନାଡ ଲୋକ ସଭା ଆସନରେ ଉପ-ନିର୍ବାଚନ ପାଇଁ ଭୋଟ ଗଣନା ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ପ୍ରିୟଙ୍କା ଗାନ୍ଧୀ ଅଗ୍ରଣୀ ହାସଲ କରିଛନ୍ତି। ଭାଜପା ପଛରେ ପଡିଛି।…

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ ଅନ୍ୟମାନେ…

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର…

ବୁମ୍‌ରାଙ୍କ ବୋଲିଂ ଆଗରେ ଫେଲ୍‌ ମାରିଲା ଅଷ୍ଟ୍ରେଲିଆ: ୧୦୪ ରନ୍‌ରେ ଅଲଆଉଟ୍‌

ପର୍ଥ,୨୩।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ କଙ୍ଗାରୁ ଦଳ ମାଟି କାମୁଡିଛି। ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆର୧୦୪ ରନ୍‌ରେ ଅଲଆଉଟ୍‌ ହୋଇଛି। ଫଳରେ ଭାରତ ପ୍ରଥମ ଇନିଂସରେ ୪୬ ରନ୍‌ରେ ଆଗୁଆ ରହିଛି। ଦ୍ୱିତୀୟ ଦିନରେ କଙ୍ଗାରୁମାନେ ୬୭ ରନ୍‌ରେ ୭…

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଛି। ଗତ ବିଳମ୍ବିତ…

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି…

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି।…

ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍‌ଡିଏ ମେଣ୍ଟ

ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍‌ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି। ଜେଏମଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?