Home Middle

ଅର୍ଥନୀତିରେ ହାତୀ

ଓଡ଼ିଶାରେ ହାତୀ ସଂଖ୍ୟା ବୃଦ୍ଧି ଉପରେ ଅଲ୍‌ ଓଡ଼ିଶା ଏଲିଫ୍ୟାଣ୍ଟ ସେନ୍‌ସସ୍‌ର ୨୦୨୪ ରିପୋର୍ଟକୁ ନେଇ ସମସ୍ତେ ଖୁସି ହେଉଥିବାବେଳେ ନିୟମିତ ବ୍ୟବଧାନରେ ଘଟୁଥିବା ହାତୀ ମୃତ୍ୟୁ ସେମାନଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କଲାଣି। ଘଟଣାକ୍ରମେ ୧୭ ନଭେମ୍ବର ବିଳମ୍ବିତ…

ଦ୍ରୁତ ଗତିରେ ବଢି ଚାଲିଛି ଇ-କମର୍ସ କମ୍ପାନୀଙ୍କ ତେଜରାତି ବ୍ୟବସାୟ, ମୁଣ୍ଡରେ ହାତ ଦେଲେଣି ଖୁଚୁରା ଦୋକାନୀ

ନୂଆଦିଲ୍ଲୀ,୧୯।୧୧: ଖାଉଟି କ୍ରେତାଙ୍କୁ ବଡ଼ ମାତ୍ରାରେ ରିହାତି ଦେଇ ନିଜ ଆଡକୁ ଆକୃଷ୍ଟ କରୁଛନ୍ତି ଇ-କମର୍ସ କମ୍ପାନୀ। ପାର୍ବଣ ସମୟରେ ଏହା ଆହୁରି ଅଧିକ ରହୁଛି। କେବଳ ଏତିକି ନୁହେଁ ଅର୍ଡର କଲେ ଏଣିକି ୧୦ ମିନିଟରେ ଆସି ଘର ଦୁଆରେ…

ଗାଭାସ୍କର କହିଲେ ଟଙ୍କା ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଛାଡିଛନ୍ତି ଋଷଭ ପନ୍ତ

ନୂଆଦିଲ୍ଲୀ,୧୯।୧୧: ଆଇପିଏଲ ୨୦୨୫ ପାଇଁ ହେବାକୁ ଥିବା ନିଲାମୀ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ଏହାର ରିଟେନସନ୍ ତାଲିକା ଜାରି କରିଛି। ଏଥିରେ ଦଳର ପୂର୍ବତନ ଅଧିନାୟକ ଋଷଭ ପନ୍ତଙ୍କ ନାମ ନଥିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ତେବେ କେଉଁ କାରଣରୁ ପନ୍ତଙ୍କୁ…

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍ କହିଛନ୍ତି।…

ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି, ଅନ୍‌ଲାଇନରେ ଚାଲିବ କୋର୍ଟ

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି। ସବୁ କୋର୍ଟଙ୍କୁ ଯଥାସମ୍ଭବ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହେବାକୁ ଆଇନଜୀବୀ ଏବଂ ଲୋକଙ୍କୁ ଅନୁମତି ଦେଇଛନ୍ତି। ଏନେଇ ପ୍ରଧାନ ବିଚାରପତି…

ଭାରତରେ ଷ୍ଟାରଲିଙ୍କ୍‌

ଆମେରିକାର ଏରୋସ୍ପେସ୍‌ କମ୍ପାନୀ ସ୍ପେସ୍‌ଏକ୍ସ ଅଧୀନରେ ଥିବା ଷ୍ଟାରଲିଙ୍କ୍‌ ଇଣ୍ଟରନେଟ ସେବାର ଭାରତ ପ୍ରବେଶକୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଉଲ୍ଲେଖନୀୟ ଯେ, ସ୍ପେସ୍‌ଏକ୍ସର ମାଲିକ ହେଉଛନ୍ତି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିବିଶେଷ ଏଲନ୍‌ ମସ୍କ। ସେ ୨୦୨୦ରେ ପ୍ରଥମେ…

ବ୍ରିଟେନ ରାଜ ପରିବାରରେ ସୁରକ୍ଷାରେ ତ୍ରୁଟି: ଓ୍ବିଣ୍ଡସର କ୍ୟାସେଲରୁ ଚୋରି

ଲଣ୍ଡନ,୧୯।୧୧: ଚୋରମାନେ କିଙ୍ଗ ଚାଲର୍‌ସ ତୃତୀୟଙ୍କ ବିଶାଳ ୱିଣ୍ଡସର୍‌ କ୍ୟାସେଲ ଇଷ୍ଟେଟରୁ ଫାର୍ମ ଗାଡି ଚୋରି କରିଛନ୍ତି। ଏହା ପ୍ରିନ୍ସ ୱିଲିୟମ ଏବଂ କେଟ ମିଡଲେଟନଙ୍କ ପାରିବାରିକ ଘର। ବ୍ରିଟିଶ ପୋଲିସ ସୋମବାର ଏହା ନିଶ୍ଚିତ କରିଛି। ‘ସନ୍‌’ ଖବରକାଗଜରେ ପ୍ରକାଶିତ…

ଯାଉନାହାନ୍ତି, ପଠାଉଛନ୍ତି

ନୂଆଦିଲ୍ଲୀ/ଇମ୍ଫାଲ,୧୯ା୧୧: ପୁଣି ଜାତିଆଣ ହିଂସାର ନିଅଁାରେ ଜଳୁଛି ମଣିପୁର। ଜିରିବାମ୍‌ର ଏକ ଶିବିରରୁ ନିଖୋଜ ହୋଇଯାଇଥିବା ୬ ଅପହୃତଙ୍କ ମୃତଦେହ ମିଳିବା ପରେ ୩ ଦିନ ଧରି ଉପତ୍ୟକାରେ ଭଙ୍ଗାରୁଜା ଓ ଜଳାପୋଡ଼ା ଲାଗିରହିଛି। ଇତିମଧ୍ୟରେ ଅନେକ ବିଧାୟକ ଓ ମନ୍ତ୍ରୀଙ୍କ…

‘ଶୌଚାଳୟ: ଶାନ୍ତି ପାଇଁ ଏକ ସ୍ଥାନ’

ପ୍ରତିବର୍ଷ ନଭେମ୍ବର ୧୯ ରେ ବିଶ୍ୱସ୍ତରରେ ଶୌଚାଳୟ ଦିବସ ପାଳନ କରାଯାଏ। ଏହା ହେଉଛି ମିଳିତ ଜାତିସଂଘର ଏକ ବୈଶ୍ୱିକ ପଦକ୍ଷେପ, ଯାହା ଜରୁରୀ ପରିମଳ ସଙ୍କଟ ଦୂର କରିବା ପାଇଁ ବିଶ୍ୱସ୍ତରରେ ସଚେତନତା ସୃଷ୍ଟି କରେ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ନୂଆ ସିଏଜି ହେଲେ କେ. ସଞ୍ଜୟ ମୂର୍ତ୍ତି: ସରିଲା ଗିରୀଶ ଚନ୍ଦ୍ର ମୁର୍ମୁଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୧୮।୧୧: ୧୯୮୯ ବ୍ୟାଚର ଆନ୍ଧ୍ର ପ୍ରଦେଶ କ୍ୟାଡର ଆଇଏଏସ୍‌ ସଞ୍ଜୟ ମୂର୍ତ୍ତିଙ୍କୁ ପରବର୍ତ୍ତୀ ଭାରତର କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ (ସିଏଜି) ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପତି ମୁର୍ମୁ। ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସ୍ଥାନ ନେବେ କେ. ସଞ୍ଜୟ ମୂର୍ତ୍ତି। ଗିରିଶ…

ଦୁଇଘଣ୍ଟା ଅଟକି ଯାଇଥିଲା ହୃଦସ୍ପନ୍ଦନ: ଯୁବକଙ୍କୁ ନୂଆ ଜୀବନ ଦେଲେ ଭୁବନେଶ୍ୱର ଏମ୍ସ ଡାକ୍ତର

ଭୁବନେଶ୍ୱର,୧୮।୧୧: ଭୁବନେଶ୍ୱର ଏମ୍ସ ଡାକ୍ତଙ୍କୁ ମିଳିଛି ଐତିହାସିକ ସଫଳତା। ଡାକ୍ତରୀ ଉତ୍କର୍ଷତା ଏବଂ କାର୍ଯ୍ୟପ୍ରତି ସମର୍ପିତ ଭାବର ଏକ ଅଦ୍ଭୁତ ପ୍ରଦର୍ଶନରେ ଏମ୍ସ ଭୁବନେଶ୍ୱରରେ ଉତ୍ସର୍ଗୀକୃତ ଡାକ୍ତରୀ ଟିମ୍ ଉନ୍ନତ ଏକ୍ସଟ୍ରାକୋରୋରାଲ୍ କାର୍ଡିଓ-ପଲ୍ମୋନାରୀ ରିସ୍ୟୁସିଟେସନ୍ (eCPR) ପ୍ରଣାଳୀ ମାଧ୍ୟମରେ ୨୪ ବର୍ଷ…

ଆଗାମୀ ତିନିଦିନ ଏହି ସମସ୍ତ ଜିଲାରେ ଘନ କୁହୁଡ଼ି ସମ୍ଭାବନା: ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୮।୧୧: ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?