Home Middle

ଟିଡିପି, ଜେଡିୟୁ, ଭାଜପା କାହାକୁ ମିଳିବ ବାଚସ୍ପତି ପଦ? କାହିଁକି ଫସି ରହିଛି ପେଞ୍ଚ

ନୂଆଦିଲ୍ଲୀ,୧୦।୬: ଲୋକ ସଭା ନିର୍ବାଚନରେ ଏନଡିଏ ସଂଖ୍ୟାଗରିଷ୍ଠତା ପାଇବା ପରେ ମୋଦି ରବିବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମୋଦିଙ୍କ ସହ ତାଙ୍କର ୭୧ ମନ୍ତ୍ରୀ (ମୋଦି କ୍ୟାବିନେଟ ୨୦୨୪) ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରିମଣ୍ଡଳର ଶପଥ ପରେ…

ମୋଦି ନେଲେ ନିଷ୍ପତ୍ତି, ବଡ଼ କଥା କହିଦେଲା କଂଗ୍ରେସ

ନୂଆଦିଲ୍ଲୀ, ୧୦।୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହାର ଠିକ ଗୋଟିଏ ଦିନ ପରେ ଅର୍ଥାତ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ…

ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…

ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ କିଛି…

ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ…

୧୩ ବିଧାନସଭା ଆସନରେ ହେବ ଉପନିର୍ବାଚନ: ଘୋଷଣା ହେଲା ତାରିଖ

ନୂଆଦିଲ୍ଲୀ,୧୦।୬: ବିହାର, ବଙ୍ଗଳା, ପଶ୍ଚିମବଙ୍ଗ ସମେତ ୭ଟି ରାଜ୍ୟର ୧୩ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଆୟୋଗ ଉପନିର୍ବାଚନ ତାରିଖ ଘୋଷଣା କରିଛି । ୧୩ଟି ଆସନରେ ଉପନିର୍ବାଚନ ପାଇଁ ଜୁଲାଇ ୧୦ରେ ଭୋଟ ଅନୁଷ୍ଠିତ ହେବ। ଜୁଲାଇ ୧୦ରେ ବିହାରର…

ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ…

କାର୍ଯ୍ୟାଳୟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦ା୬: ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆଜି ଅର୍ଥାତ୍‌ ସୋମବାର ସନ୍ଧ୍ୟାରେ ଲୋକ କଲ୍ୟାଣ ମାର୍ଗରେ ଥିବା…

କାଲି ନେଇଥିଲେ ଶପଥ, ଆଜି ମନ୍ତ୍ରୀପଦ ଛାଡ଼ିବାକୁ ଚାହୁଁଛନ୍ତି ଭାଜପାର ଏହି ଏମ୍‌ପି

ନୂଆଦିଲ୍ଲୀ, ୧୦ା୬: କେରଳରେ ଭାଜପାର ପ୍ରଥମ ଏମ୍‌ପି ସୁରେଶ ଗୋପୀ ରବିବାର କେନ୍ଦ୍ର ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲା ବେଳେ ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେବାର ସମ୍ଭାବନା ରହିଛି। ଶପଥ ଗ୍ରହଣ ସମାରୋହ ପରେ ଦିଲ୍ଲୀରେ ଗଣମାଧ୍ୟମ ସହ…

ୟୁପି ରାଜନୀତିରେ ସରଗରମ! କ୍ୟାବିନେଟ ମିଟିଂ ପୂର୍ବରୁ ଶାହାଙ୍କୁ ଭେଟିଲେ ଯୋଗୀ

ନୂଆଦିଲ୍ଲୀ,୧୦।୬: କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ସୋମବାର (ଜୁନ ୧୦, ୨୦୨୪) ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅମିତ ଶାହାଙ୍କୁ କେନ୍ଦ୍ରରେ ମନ୍ତ୍ରୀ ହୋଇଥିବାରୁ ପୁଣି ଥରେ ଅଭିନନ୍ଦନ ଜଣାଇଛନ୍ତି। ଏଥି ସହ ଦୁଇ…

ବେଲୁନରେ ଲିଫଲେଟ ଭର୍ତ୍ତି କରି ପଠାଉଛି ଉତ୍ତର କୋରିଆ, ଚେତାବନୀ ଜାରି କଲା ଦକ୍ଷିଣ କୋରିଆ

ସିଓଲ,୧୦।୬: ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ମଧ୍ୟରେ ବିବାଦ ବହୁତ ପୁରୁଣା । ପୂର୍ବରୁ ଉଭୟ ଦେଶ ପରସ୍ପରକୁ କ୍ଷେପଣାସ୍ତ୍ର ଦ୍ୱାରା ଆକ୍ରମଣ କରୁଥିଲେ କିନ୍ତୁ ବର୍ତ୍ତମାନ ଉଭୟ ଦେଶ ଅଳିଆ ବା ଲିଫଲେଟ ଭର୍ତ୍ତି ବେଲୁନ ଦେଇ ପରସ୍ପରକୁ…

ମୋଦିଙ୍କ ସମେତ ଧର୍ମେନ୍ଦ୍ର, ଅଶ୍ୱିନୀ,ଜୁଏଲଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୦ା୬: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର…

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri