ଇନ୍ଷ୍ଟାଗ୍ରାମରୁ ବିଜେଡି ହଟାଇଲେ ପାଣ୍ଡିଆନ, ପରିବର୍ତ୍ତନ କରି ଲେଖିଲେ…
ଭୁବନେଶ୍ୱର,୫ା୬: ସୋସିଆଲ ମିଡିଆ ଆକାଉଣ୍ଟ ଇନ୍ଷ୍ଟାଗ୍ରାମରୁ କାର୍ତ୍ତିକ ପାଣ୍ଡିଆନ ବିଜେଡି ହଟାଇ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ସେ ତାଙ୍କ ପ୍ରୋଫାଇଲରେ ବିଜେଡିର ସଦସ୍ୟ ଲେଖିଥିବା ବେଳେ ଏହାକୁ ପରିବର୍ତ୍ତନ କରି ‘ନବୀନ ପଟ୍ଟନାୟକଙ୍କ ସହ କାମ କରିବା…
୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ
ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ…
କେଉଁ ସର୍ତ୍ତରେ ଏନ୍ଡିଏକୁ ସମର୍ଥନ ଜଣାଇଲେ ନୀତୀଶ କୁମାର, ଜାଣନ୍ତୁ…
ପାଟ୍ନା,୫ା୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦିଲ୍ଲୀରେ ପହଞ୍ଚି ଏନ୍ଡିଏ ବୈଠକରେ ଯୋଗ ଦେଇଥିଲେ। ଏହି ବୈଠକରେ ନୀତୀଶ କୁମାରଙ୍କୁ ଗତ ୧୦ ବର୍ଷ ମଧ୍ୟରେ କିଙ୍ଗ୍ମେକରଙ୍କ ପଦରେ ଦେଖିବାକୁ ମିଳିଥିଲା। ବୈଠକର ଠିକ୍ ପୂର୍ବରୁ ନୀତୀଶ ଏବଂ ତାଙ୍କ ପରିବାର…
ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ
ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ ୫୧ଟି…
ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି…
ଲୋକ ସଭା ଭଙ୍ଗ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୫ା୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ସପ୍ତଦଶ ଲୋକ ସଭା ଭଙ୍ଗ କରିଛନ୍ତି। ନୂଆ ସରକାର ଗଠନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ତଫା ଦେଇଥିଲେ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍ ନମ୍ବର ୨୭୨ ହାସଲ କରିବାରେ ବିଫଳ…
ଇସ୍ତଫା ଦେଲେ ନବୀନ ପଟ୍ଟନାୟକ, ଟ୍ବିଟ କରି କହିଦେଲେ ଏମିତି
ଭୁବନେଶ୍ୱର,୫।୬: ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ବୁଧବାର ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କୃତଜ୍ଞତା ଜଣାଇଛନ୍ତି।…
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୫।୬: ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍ଡିଏ ବହୁମତ…
ଭାଜପା ଖେଳକୁ ବିଗାଡିବ N ଫ୍ୟାକ୍ଟର, ଶେଷ ସମୟରେ ବଡ଼ ନିଷ୍ପତ୍ତି ନେଇପାରନ୍ତି ନୀତିଶ-ନାଇଡୁ
ନୂଆଦିଲ୍ଲୀ,୫।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ପରେ ରାଜନୈତିକ ମାହୋଲରେ ଚର୍ଚ୍ଚାର ବିଷୟ ହେଉଛି କିଏ ସରକାର ଗଠନ କରିବେ। ଭାଜପାକୁ ସଂମ୍ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିନାହିଁ, ଯେଉଁଥିପାଇଁ ସରକାର ଗଠନ ପାଇଁ ସହଯୋଗୀମାନଙ୍କର ଆବଶ୍ୟକତା ପଡ଼ିବ। ବିଶେଷକରି JDU ଏବଂ…
ଏନଡିଏକୁ ନେଇ ବଡ଼ ନିଷ୍ପତ୍ତି ନେଲେ ଚନ୍ଦ୍ରବାବୁ-ନୀତୀଶ
ନୂଆଦିଲ୍ଲୀ,୫।୬: ତେଲୁଗୁ ଦେଶମ ପାର୍ଟି(ଟିଡିପି)ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ବୁଧବାର କହିଛନ୍ତି, ତାଙ୍କ ଦଳ ଏନଡିଏ ସହିତ ଅଛି ଏବଂ ଆଜି ଦିନରେ ଦିଲ୍ଲୀରେ ହେବାକୁ ଥିବା ଏନଡିଏ ବୈଠକରେ ସେ ଯୋଗ ଦେବେ। ଏଥିସହ ଜନସେନା ପାର୍ଟିର ପ୍ରମୁଖ ପଓ୍ବନ କଲ୍ୟାଣ…
ନ୍ୟୁୟର୍କରେ ବିତିଥିଲା ଯୁବାବସ୍ଥା, ପାଶ୍ଚାତ୍ୟ ସଂସ୍କୃତିରେ ବଢ଼ିଥିବା ନବୀନ ଧଳା କୁର୍ତ୍ତା ପିନ୍ଧି ଲେଖିଥିଲେ ନୂଆ ରାଜନୈତିକ ଇତିହାସ
ଭୁବନେଶ୍ୱର,୫।୬: ଦୀର୍ଘ ୨୪ ବର୍ଷର ବିଜେଡି ଶାସନରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ନିଜର ସ୍ବଚ୍ଛ ଏବଂ ନିର୍ମଳ ଭାବମୂର୍ତ୍ତିକୁ ନେଇ ଓଡ଼ିଶାବାସୀଙ୍କ ପ୍ରିୟ ପାଲଟିଥିବା ନବୀନ ପଟ୍ଟନାୟକ ଶେଷରେ ପରାଜିତ ହୋଇ ଇସ୍ତଫା ଦେଇଛନ୍ତି। ଗୋଟିଏ ପଟେ ବିଜେଡି ପରାଜୟର କାରଣ ଖୋଜୁଥିବା…
ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଏହି ଦିନ ଶପଥ ନେବେ ମୋଦି
ନୂଆଦିଲ୍ଲୀ,୫।୬: ତୃତୀୟ ଥର ପାଇଁ ଜୁନ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ନେଇ ଜାତୀୟ ଗଣମାଧ୍ୟମରେ ସୂଚନା ରହିଛି। ୮ ତାରିଖ ସାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ। ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍ ନମ୍ବର…
Archives


