୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ
ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ସୋମବାର ଲୋକସଭାରେ ସୂଚନା ଦେଇଛନ୍ତି ଯେ ୮ମ ବେତନ କମିଶନ…
ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି
ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି ସତର୍କତା ଜାରି କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ହୋକାଇଡୋ ଉପକୂଳରୁ ଏବଂ ଆମୋରୀ ସହର ନିକଟରେ…
ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ
ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ ନେତ୍ରୀ ନବଜୋତ କୌର ସିଦ୍ଧୁଙ୍କୁ ଦଳର ରାଜ୍ୟ ୟୁନିଟ୍ ତୁରନ୍ତ ନିଲମ୍ବନ କରିଛି। ତାଙ୍କର…
ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା
ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି ସେବାର ଆବାସିକ ପ୍ଲାନ୍ ପାଇଁ ମାସିକ ₹୮,୬୦୦ ଧାର୍ଯ୍ୟ କରାଯାଇଛି। ଷ୍ଟାରଲିଙ୍କ୍ ଅସୀମିତ ଡାଟା…
Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome
ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac ଉପଭୋକ୍ତାମାନେ Google Chrome ଏବଂ Google App ଉପରେ ନିର୍ଭର କରିବା ଉଚିତ୍ ନୁହେଁ,…
ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା
ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ ମଧ୍ୟରେ ୪୦ ହଜାରରୁ ଅଧିକ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଏକଚାଟିଆ ବ୍ୟବସାୟ
ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ ଏୟାରଲାଇନ୍ସ ଇଣ୍ଡିଗୋ ଆବଶ୍ୟକ ସେବା ଯୋଗାଇବାରେ ସମର୍ଥ ହୋଇ ନ ଥିବାରୁ ବିମାନଯାତ୍ରାରେ ଅସ୍ବାଭାବିକତା…
ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…
ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଆମେ ଏମିତି ଜଣେ ନେତା ପାଇଛେ, ଯାହାଙ୍କ ହାତରେ କେନ୍ଦୁଝର ଦାୟିତ୍ୱ ଦେଇ…
ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ
ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର ପ୍ରଣାଳୀ ଫିଲିପାଇନ୍ସ ବାୟୁସେନାର ୧୯୯୦ ଦଶକରେ କିଣାଯାଇଥିବା ପୁରୁଣା ଆମେରିକୀୟ HAWK କ୍ଷେପଣାସ୍ତ୍ର ସିଷ୍ଟମର…
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି ଭଦ୍ରକରୁ ଧାମନଗର ଅନ୍ତର୍ଗତ ଷେଣ୍ଡପୁରକୁ ଅଭିନୟ ପାଇଁ ଯାଉଥିବା ସମୟରେ, ୧୬ ନମ୍ବର ଜାତୀୟ…
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲାରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆଜି ଭାରତୀୟ…
F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍ଲାରେନ୍ର ୧୭ ବର୍ଷର ଅପେକ୍ଷା ଶେଷ
ଆବୁଧାବି,୭ା୧୨: ଫର୍ମୁଲା ୱାନ୍ର ରୋମାଞ୍ଚକର ଶେଷ ରେସ୍ରେ ମ୍ୟାକ୍ଲାରେନ୍ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି । ରବିବାର ୟାସ୍ ମାରିନା ସର୍କିଟ୍ରେ ଅନୁଷ୍ଠିତ ମୋଟ ୨୦୨୫ ସିଜିନ୍ ର ଶେଷ ରେସ୍…
Archives


