Home Middle

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର ଇୟୁ ନେତା ଉର୍ସୁଲା ଭନ୍‌ ଡେର୍‌ ଲେୟେନ୍‌ ଘୋଷଣା କରିଛନ୍ତି। ଜି-୭ ସମିଟ୍‌…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ ଭାରତୀୟ ସମାଜ ପାର୍ଟି (ଏସ୍‌ବିଏସ୍‌ପି) ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭର ବୁଧବାର କହିଛନ୍ତି।…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର ନିଜର ସବୁଠାରୁ ପ୍ରଭାବଶାଳୀ ସାମରିକ ୱିଙ୍ଗ୍‌ ‘ୟୁଏସ୍‌ ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ର ନାମକୁ ପୁନର୍ବାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ ମେସିଙ୍କ ଲାଗି ଐତିହାସିକ ସାବ୍ୟସ୍ତ ହୋଇଛି। ଏହି ମ୍ୟାଚ୍‌ ଜରିଆରେ ମେସି…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ରାଷ୍ଟ୍ରପତି…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ, ୨୦୨୬) ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଦୁଇ ଦେଶର ଶୀର୍ଷ ନେତାଙ୍କ ମଧ୍ୟରେ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ ରାଷ୍ଟ୍ରପତିଙ୍କୁ କହୁଥିବାର ଶୁଣାଯାଉଛି, “ମୁଁ ହେଉଛି ବସ।” ଭିଡିଓଟି ପ୍ୟାରିସର ଏକ ରିସର୍ଟରେ…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା ହୋଇଥିଲା। ଏବେ ପୁଣିଥରେ ସିଜେଆଇ ବୁଧବାର ଦିନ ଏକ ମାମଲାର ଶୁଣାଣି ବେଳେ…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ। ପରବର୍ତ୍ତୀ ସମୟରେ ବ୍ୟବସାୟ ଓ ଲୁଣ୍ଠନ କରିବା ନାମରେ ଉପନିବେଶ ଚିନ୍ତାଧାରା ଜନ୍ମନେଲା,…

ଟ୍ରମ୍ପ୍‌ଙ୍କୁ ଭେଟିଲେ ମୋଦି, ଆଜି ଦ୍ବିପାକ୍ଷିକ ଆଲୋଚନା

ଏଭିଆନ୍‌-ଲେସ୍‌-ବାଏନ୍ସ,୧୭ା୬: ଫ୍ରାନ୍ସର ଏଭିଆନ୍‌-ଲେସ୍‌-ବାଏନ୍ସରେ ଜି-୭ ଶିଖର ସମ୍ମିଳନୀ ପାଇଁ ବିଶ୍ୱନେତା ଏକାଠି ହୋଇଥିବାବେଳେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ କଥା ହୋଇଛନ୍ତି। ଭାରତ ଓ ଆମେରିକା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?