Home Middle

ସୁପରପାଓ୍ବାର ଲଢେଇରେ ଭାରତୀୟ ଜ୍ୱାଇଁଙ୍କ ଜିତାପଟ୍‌, ହେବେ ଉପରାଷ୍ଟ୍ରପତି

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏକ ଐତିହାସିକ ବିଜୟ ହାସଲ କରିଛନ୍ତି। ତେବେ ବହୁମତ ପାଇବା ପରେ ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି ଧନ୍ୟବାଦ ଜଣାଇଛନ୍ତି। ଏହି ସମୟରେ ତାଙ୍କ ରନିଂ ମେଟ୍‌ ବା ଉପରାଷ୍ଟ୍ରପତି ପ୍ରାର୍ଥୀ ଜେଡି…

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇବେ ନାହିଁ ପୁଟିନ୍‌

ଓ୍ବାଶିଂଟନ/ମସ୍କୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ୍‌ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପଙ୍କୁ ୨୭୭ ଇଲେକ୍ଟୋରାଲ ଭୋଟ୍‌ ମିଳିଥିବା ବେଳେ ଡେମୋକ୍ରେଟିକ୍‌ ପ୍ରାର୍ଥୀ କମଲା ହାରିସ ବହୁମତରୁ ପଛରେ ରହିଯାଇଛନ୍ତି। ତେବେ…

ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା, ଜାଣନ୍ତୁ ତାରିଖ

କଟକ,୬।୧୧: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା। ଦୁଇଟି ଶିଫ୍ଟରେ…

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି ଡିଜିଟାଲ୍ ଲକର୍। ପ୍ରଚୁର ଟଙ୍କା ଖର୍ଚ୍ଚ କରି ୭ହଜାର ବର୍ଗଫୁଟରେ ୩ ମହଲା ଘର…

୩ ବିବାହ, ୫ ସନ୍ତାନ, ରିଅଲ୍‌ ଇଷ୍ଟେଟ୍‌ କିଙ୍ଗ…ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆହୁରି ଭଲରେ ଜାଣନ୍ତୁ…

ଓ୍ବାଶିଂଟନ,୬।୧୧: ପୁଣି ଥରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବିଜୟକୁ ନେଇ ସେ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ୟୁନାଇଟେଡ୍‌ ଷ୍ଟେଟ୍ସ ହାଉସ୍‌ର ସ୍ପିକର୍‌ ଜନସନ୍‌ ମଧ୍ୟ ଟ୍ରମ୍ପଙ୍କ ବିଜୟକୁ ନେଇ ଘୋଷଣା କରିଥିବା…

ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଖାସ୍‌ ବାର୍ତ୍ତା ପଠାଇଲେ ମୋଦି, ଏକ୍ସରେ ଲେଖିଲେ…

ନୂଆଦିଲ୍ଲୀ, ୬।୧୧: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ ମୋର ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା। ମୁଁ ଭାରତ-ଆମେରିକାର ବିସ୍ତୃତ ଗ୍ଲୋବାଲ ଏବଂ ଷ୍ଟ୍ରାଟେଜିକ…

ଅପରାଧୀଙ୍କୁ ଘୋଡ଼ାଉଛି ଏସ୍‌ସିବି

ନିକଟରେ ଓଡ଼ିଶାର ବ୍ରହ୍ମପୁରସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଏକ ରାଗିଂ ଘଟଣାରେ ୫ ଜଣ ଛାତ୍ରଙ୍କୁ ହଷ୍ଟେଲରୁ ତଡ଼ିଦିଆଯିବା ସହ ୬ ମାସ ପାଇଁ ସେମାନଙ୍କୁ କ୍ୟାମ୍ପସ ବାହାରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଚତୁର୍ଥ…

ଆମେରିକା ନିର୍ବାଚନରେ କିଏ ମାରିବେ ବାଜି: ଜାଣନ୍ତୁ କ’ଣ ରହିଛି ଆଗଧାଡି ଗଣମାଧ୍ୟମର ଆକଳନ

ଦୁଇ ବଡ଼ ଦଳର ତିକ୍ତତାପୂର୍ଣ୍ଣ ମାରାଥନ୍‌ ପ୍ରଚାର ଶେଷରେ ନୂଆ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ନଭେମ୍ବର ୫ରେ ଭୋଟ ଦେଇଛନ୍ତି ଆମେରିକୀୟ ମତଦାତା। ଡେମୋକ୍ରାଟ୍‌ ଉପରାଷ୍ଟ୍ରପତି କମଲା ହାରିସ୍‌ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ହେବେ ନା ରିପବ୍ଲିକାନ୍‌ ଓଲ୍ଡ ହର୍ସ…

ଆମେରିକାରେ ମତଦାନ ଶେଷ: ଆଜି ଫଳାଫଳ

ଓ୍ବାଶିଂଟନ୍‌, ୬ା୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ବୁଥ୍‌ଗୁଡ଼ିକରେ ଭୋଟରମାନଙ୍କ ଧାଡ଼ି ଦେଖିବାକୁ ମିଳିଥିଲା। ପୂର୍ବରୁ ୮୨ ନିୟୁତରୁ ଊର୍ଦ୍ଧ୍ୱ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିସାରିଥିବାବେଳେ ମଙ୍ଗଳବାର ୨୪୪ ନିୟୁତ ଆମେରିକୀୟ ମତଦାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ୱର,୫ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ସପ୍ତାହେ ଧରି ଯୋଜନା, ୨ ସାଙ୍ଗଙ୍କୁ ଧରି ସ୍ତ୍ରୀଙ୍କୁ ହତ୍ୟା ପରେ ନାଟକ ରଚିଥିଲେ ସ୍ବାମୀ; ଧରାଇଦେଲା ଫୋନ୍‌

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା/ସୁନିଲ କୁମାର ପଣ୍ଡା): ନିଜେ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରି ରଚିଥିଲେ ନାଟକ। ସେ ଏଭଳି କାନ୍ଦି କାନ୍ଦି ଗଡ଼ୁଥିଲେ ଯେ ତାକୁ ଦେଖି ସ୍ବାମୀ ନିଜେ ଅଭିଯୁକ୍ତ ବୋଲି କେହି ବି ଭାବି ପାରିବେ ନାହିଁ। ଆମେ…

କଣ୍ଟାବାଞ୍ଜିରେ ଲଢିବା ଚକ୍ରାନ୍ତକୁ ନେଇ ମୁହଁ ଖୋଲିଲେ ନବୀନ, କହିଦେଲେ ଏତେ ବଡ଼ କଥା

ଭୁବନେଶ୍ୱର,୫।୧୧: କିଛିଦିନ ପୂର୍ବରୁ ନବୀନ ପଟ୍ଟନାୟକଙ୍କୁ ନେଇ ସାଂଘାତିକ ବୟାନ ଦେଇଥିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଏହାପରେ ତାଙ୍କ ସ୍ବାମୀ ଦେବୁଲି ଦାସ ମଧ୍ୟ ମୁହଁ ଖୋଲିଥିଲେ। ସେ କହିଥିଲେ, ନବୀନଙ୍କୁ ହାରିବାକୁ କଣ୍ଟାବାଞ୍ଜି ପଠାଯାଇଥିଲା। ଏସବୁ କାର୍ତ୍ତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?