Home Middle

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ

ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ ପ୍ରିଭେସି ଏବଂ ବାକ୍‌ ସ୍ବାଧୀନତା ଭଳି ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର ପ୍ରତି ବିପଦ…

‘ପ୍ରିୟ ନରେନ୍ଦ୍ର ମୋଦି ସାର୍‌…’ ବିଶ୍ୱକପ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ, ଏମିତି କୃତଜ୍ଞତା ଜଣାଇଲେ କୋହଲି

ନୂଆଦିଲ୍ଲୀ,୨।୭: ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ବିରାଟ କୋହଲଙ୍କର ବଡ ଅବଦାନ ରହିଛି। ସମଗ୍ର ଟୁର୍ଣ୍ଣାମେଣ୍ଟରେ ରନ ସ୍କୋର କରିବାକୁ ସଂଘର୍ଷ କରୁଥିବା କୋହଲି ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଇନିଂସ ଖେଳିଥିଲେ।…

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଢଙ୍ଗରେ…

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଗୋଟିଏ ପ୍ରଶ୍ନର ଉତ୍ତରରେ ରାହୁଲ ଗାନ୍ଧୀ ତାଙ୍କୁ ଥଟ୍ଟା…

୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏତେବର୍ଷ ପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବାରୁ ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ

ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ…

ହାଇକୋର୍ଟ ଗଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧।୭: ଦିଲ୍ଲୀର ମଦ ନୀତି ଦୁର୍ନୀତି ମାମଲାରେ ତିହାର ଜେଲରେ ରହିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ସିବିଆଇ ଗିରଫକୁ ଚ୍ୟାଲେଞ୍ଜ କରିଛନ୍ତି। ଦିଲ୍ଲୀର ମଦ ସ୍କାମ ମାମଲାରେ…

ଫସି ଗଲେ ଇଲେକ୍ଟୋରଲ ବଣ୍ଡ କିଣିଥିବା ୧୩୦୦ କମ୍ପାନୀ!

ନୂଆଦିଲ୍ଲୀ,୧।୭: ନିର୍ବାଚନ ବଣ୍ଡ କ୍ରୟ କରି ରାଜନୈତିକ ଦଳକୁ ଚାନ୍ଦା ଦେଉଥିବା କମ୍ପାନୀଗୁଡିକ ଉପରେ ଟିକସ କର୍ତ୍ତୃପକ୍ଷ ତୀକ୍ଷ୍ଣ ନଜର ରଖିଛନ୍ତି। ଶୁଣିବାକୁ ମିଳୁଛି ଯେ ଯେଉଁ କମ୍ପାନୀଗୁଡିକ ରାଜନୈତିକ ଦଳକୁ ଚାନ୍ଦା ଦେଇଥିଲେ ସେମାନେ ବର୍ତ୍ତମାନ ଟିକସ ବା ଟ୍ୟାକ୍ସ…

୩୪ ବର୍ଷ ପୂର୍ବେ ୩୬୭ ଯାତ୍ରୀ ଥିଲେ ବନ୍ଧକ, ଏବେ ହେଲା ମାମଲା ରୁଜୁ

କୁଏତ୍‌,୧ା୭: ୧୯୯୦ରେ ବ୍ରିଟିଶ ଏୟାରଓ୍ବେଜ ବିମାନର ଯାତ୍ରୀ ଏବଂ କ୍ରୁ ସଦସ୍ୟମାନେ କୁଏତରେ ବନ୍ଦୀ ହୋଇଥିଲେ। ବର୍ତ୍ତମାନ ବିମାନର ଯାତ୍ରୀମାନେ ବ୍ରିଟେନ ସରକାର ଏବଂ ବିମାନ ସେବା ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ଇରାକର ତତ୍କାଳୀନ ନେତା ସଦ୍ଦାମ ହୁସେନ…

ପ୍ରକାଶ ପାଇଲା NEET-UGର ସଂଶୋଧିତ ମେଧା ତାଲିକା

ନୂଆଦିଲ୍ଲୀ,୧।୭: NEET-UG ୨୦୨୪ର ସଂଶୋଧିତ ମେଧା ତାଲିକା ପ୍ରକାଶ ପାଇଛି। ଜୁନ ୨୩ରେ ରିଟେଷ୍ଟ ଦେଇଥିବା ପିଲାଙ୍କ ରେଜଲ୍ଟ ମଧ୍ୟ ପ୍ରକାଶିତ ହୋଇଛି। ସମସ୍ତ ପିଲାଙ୍କ ରେଜଲ୍ଟକୁ ନେଇ ସଂଶୋଧିତ ମେଧା ତାଲିକା ପ୍ରକାଶ। ଏନ୍‌ଟିଏ ପକ୍ଷରୁ ସଂଶୋଧିତ ମେଧା ତାଲିକା…

କମିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ କେତେ ଟଙ୍କା

ନୂଆଦିଲ୍ଲୀ,୧ା୭: ହ୍ରାସ ପାଇଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ଶନିବାର ଦେଶରେ ନୂଆ ଦର ଲାଗୁ ହୋଇଥିବା ବେଳେ ସିଲିଣ୍ଡର ଉପରେ ୩୦ ଟଙ୍କା ହ୍ରାସ ପାଇଛି। ଏଥିସହିତ ରାଜଧାନୀ ଦିଲ୍ଲୀରେ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୬୪୬ ଟଙ୍କା ହୋଇଛି।…

ବଲେ ବଲେ ପରେ କୁସୁମାର ୨ ବଙ୍ଗଳା: ସରକାର ବଦଳିବା ପରେ ଚର୍ଚ୍ଚାରେ ସରକାରୀ ସମ୍ପତ୍ତି

ଯାଜପୁର/ଯାଜପୁର ସଦର,୧ା୭(ହର୍ଷବର୍ଦ୍ଧନ ବେହେରା/ସମର ବିଜୟ ଶରଣ): ସରକାରୀ ଜମି ଓ ଅର୍ଥରେ ନିର୍ମାଣ ହୋଇଥିବା ବିଭିନ୍ନ କୋଠାଘର ବ୍ୟକ୍ତିଗତ ସମ୍ପତ୍ତି ଭାବେ ବ୍ୟବହାର ହେଉଥିବାର ଅଭିଯୋଗ ଗୋଟିଏ ପରେ ଗୋଟିଏ ସାମ୍ନାକୁ ଆସୁଛି। ସରକାରୀ ସମ୍ପତ୍ତିକୁ କେବଳ କବ୍‌ଜା କରିବା ନୁହେଁ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri