Home Middle

୧ ନଂ ଭୂତଳ ମାର୍କେଟ୍‌ରେ ଭୟଙ୍କର ନିଆଁ: ଜଳିଗଲା ଏକାଧିକ ଦୋକାନ

ଭୁବନେଶ୍ୱର,୧ା୧୧: ରାଜଧାନୀ ଭୁବନେଶ୍ୱରସ୍ଥିତ ୧ ନଂ ଭୂତଳ ମାର୍କେଟ୍‌ରେ ଗୁରୁବାର ବିଳମ୍ବିତ ରାତିରେ ନିଆଁ ଲାଗି ଏକାଧିକ କପଡ଼ା ଦୋକାନ ଜଳିଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୪/୫ ଘଣ୍ଟା ପରିଶ୍ରମ କରିବା ପରେ ଏହି ନିଆଁ ଆୟତ୍ତକୁ…

ଧୁମଧାମରେ ପାଳନ ହେଲା ଦୀପାବଳି, ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଲା ଦେଶ

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ଗୁରୁବାର ସାରା ବିଶ୍ୱରେ ପାଳନ କରାଯାଇଛି। ଏହି ସମୟରେ ଲୋକମାନେ ନିଜ ଘର, ଦୋକାନ ଏବଂ ପ୍ରତିଷ୍ଠାନଗୁଡ଼ିକୁ ରଙ୍ଗୀନ ଆଲୋକରେ ସଜାଇ ଥିଲେ । ସା ପାଖେଇ ଆସୁଥିବାରୁ ପ୍ରତ୍ୟେକ ସହର, ଘର…

୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାହିଁକି

ଭୁବନେଶ୍ୱର,୩୧।୧୦: ଆସନ୍ତା ନଭେମ୍ବର ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଗସ୍ତରେ ଯିବେ। ଏଠାରେ ସେ ଓଡିଶା ପର୍ଯ୍ୟଟନ: ପ୍ରବାସୀ ଏବଂ ଇଣ୍ଡଷ୍ଟ୍ରି ଲିଡରଙ୍କ ସହ ସମ୍ପର୍କକୁ ମଜବୁତ କରିବା କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏହି…

ଦୀପାବଳିରେ ମିଠା ଖାଇ ଶେଷ କଲେ ବିବାଦ

ନୂଆଦିଲ୍ଲୀ,୩୧।୧୦: କୂଟନୈତିକ ସ୍ତରରେ ଚୁକ୍ତି ପରେ ସୀମାରେ ଭାରତ ଓ ଚାଇନା ମଧ୍ୟରେ ସମ୍ପର୍କ ସୁଧାର ଆସିଛି। ଗୁରୁବାର ଦୁଇ ପକ୍ଷର ସୈନିକ ଦୀପାବଳି ଅବସରରେ ପରସ୍ପର ମିଠା ବିନିମୟ କରି ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲଏସି)ରେ ସଂଘର୍ଷ…

ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ପ୍ରତିବର୍ଷ…

ଭୁବନେଶ୍ୱର,୩୧ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଧର୍ମପତ୍ନୀ ଡ. ପ୍ରିୟଙ୍କା ମାର୍ଣ୍ଡି ଭୁବନେଶ୍ୱରର ୧ ନଂ ହାଟ ପାଖ ଫୁଟ୍‌ପାଥରୁ ଦୀପାବଳି ପାଇଁ ପୂଜା ସାମଗ୍ରୀ କିଣିଛନ୍ତି। ମୁଖ୍ୟମନ୍ତ୍ରୀ ଦୀପ, ଆଖୁ ଏବଂ ନଡ଼ିଆ ଆଦି ସାମଗ୍ରୀ କିଣିଛନ୍ତି।…

ବିଜେଡି ସଜନା ଗଛ ହେଲେ, ଆମେ ସଁବାଳୁଆ କାହିଁକି ଏମିତି କହିଲେ କର୍ପୋରେଟର ଅମରେଶ ଜେନା

ଭୁବନେଶ୍ୱର,୩୧ା୧୦: ଭୁବନେଶ୍ୱର ବିଜେଡିରେ ଥମୁନି କନ୍ଦଳ। ଜଣେ ପରେ ଜଣେ ବିସ୍ଫୋରକ ବୟାନ ଦେଇ ଚର୍ଚ୍ଚାକୁ ଆସୁଛନ୍ତି। ଏବେ ଆଉ ଜଣେ ନେତା ତେର୍ଚ୍ଛାବାଣ ମାରିଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଅସଲ କଥା ହେଲା କର୍ପୋରେଟର…

ଟ୍ରମ୍ପଙ୍କ ମାଷ୍ଟରଷ୍ଟ୍ରୋକ୍: ଅଳିଆ ଗାଡ଼ି ଧରି କଲେ ପ୍ରଚାର

ନୂଆଦିଲ୍ଲୀ,୩୧ା୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଆଉ ଗୋଟିଏ ସପ୍ତାହ ବାକି ଅଛି। ବିଜୟ ପାଇଁ ରପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ପ୍ରାର୍ଥୀ କମଳା ହାରିସଙ୍କ ମଧ୍ୟରେ ଜୋରଦାର ଟକ୍କର ଚାଲିଛି। ଏହାରି ମଧ୍ୟରେ ବୁଧବାର ଡୋନାଲ୍ଡ ଟ୍ରମ୍ପଙ୍କୁ…

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧୦: ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ସମସ୍ତଙ୍କ ଜୀବନରେ ଅଜ୍ଞାନ ଓ ଦୁଃଖର ଅନ୍ଧକାର ଦୂର ହେଉ। ଜ୍ଞାନ ଓ ସମୃଦ୍ଧିର ଆଲୋକ ବିଚ୍ଛୁରିତ ହେଉ। ବିକଶିତ ଓଡ଼ିଶା ଲାଗି ସମସ୍ତେ ସଂକଳ୍ପବଦ୍ଧ…

ଇଂଲଣ୍ଡ କ୍ରିକେଟର ବେନ୍ ଷ୍ଟୋକ୍ସଙ୍କ ଘରୁ ଚୋରି; ନେଇଗଲେ ବହୁ ମୂଲ୍ୟବାନ ଜିନିଷ

ନୂଆଦିଲ୍ଲୀ,୩୧।୧: ଇଂଲଣ୍ଡ ଅଧିନାୟକ ବେନ୍ ଷ୍ଟୋକ୍ସଙ୍କ ଘରେ ଚୋରି ହୋଇଛି। କିଛି ଦୁର୍ବୁତ୍ତ ତାଙ୍କ ଘରକୁ ଟାର୍ଗେଟ କରିଛନ୍ତି। ଏହି ସମୟରେ ଷ୍ଟୋକ୍ସ ପାକିସ୍ତାନରେ ଟେଷ୍ଟ ମ୍ୟାଚ୍ ଖେଳୁଥିଲେ। ଦୁର୍ବୁତ୍ତମାନେ ତାଙ୍କର ପରି ବହୁ ମୂଲ୍ୟବାନ ଜିନିଷ ସବୁ ଚୋରି କରି…

ଅନ୍ତ୍ୟୋଦୟ କାର୍ଡରେ ଜାଲିଆତି

ଭୁବନେଶ୍ୱର,୩୧ା୧୦(ଅନିଲ ଦାସ): ଅନ୍ତ୍ୟୋଦୟ ଅନ୍ନ ଯୋଜନା (ଏଏଓ୍ବାଇ)ରେ ଜାଲିଆତି ହେଉଛି। ବହୁ ଅଯୋଗ୍ୟ ବ୍ୟକ୍ତି ମାସକୁ ୩୫ କିଲୋ ଚାଉଳ ନେଉଛନ୍ତି। ରାଜ୍ୟରେ ପ୍ରାୟ ୧ ଲକ୍ଷ ହିତାଧିକାରୀ ଏଭଳି କାର୍ଡ ହାତେଇ ମାଗଣାରେ ଚାଉଳ ନେଉଛନ୍ତି। ଆର୍ଥିକ ଅବସ୍ଥା ଭଲ…

ନଭେମ୍ବର ୧ରୁ ଅଲିଭ୍‌ରିଡ୍‌ଲେ କଇଁଛ କଟକଣା ଆରମ୍ଭ

ରାଜନଗର, ୩୦ା୧୦(ଭାସ୍କର ରାଉତରାୟ): ନଭେମ୍ବର ୧ରୁ ଆରମ୍ଭ ହେଉଛି ଅଲିଭ ରିଡ୍‌ଲେ କଇଁଛ ଲାଗି କଟକଣା ଆରମ୍ଭ ହେବ। ବିରଳ ଅଲିଭ୍‌ ରିଡ୍‌ଲେଙ୍କ ଅନ୍ତୁଡ଼ିଶାଳ ଭାବେ ୧୪୩୭ ବର୍ଗ କି.ମି. ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ସମେତ ଧାମରା ମୁହାଣରୁ ଦେବୀ…

ଦୁଇ ଦିନିଆ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲିଠାରୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ୪ର୍ଥ ଥର ନିଜର ଜନ୍ମମାଟି ଗସ୍ତ । ସେ ମଧ୍ୟାହ୍ନରେ ସ୍ଵତନ୍ତ୍ର ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?