ଉତ୍ତେଜନାମୂଳକ ହେଉଛି ଦୁର୍ଗା ଭସାଣି ଗଣ୍ଡଗୋଳ: ଦୋକାନରେ ନିଆଁ ଲଗାଇଲେ ବିକ୍ଷୋବକାରୀ, କାର୍ ଭଙ୍ଗାରୁଜା
କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନେ ସୋମବାର ୧୨ ଘଣ୍ଟିଆ କଟକ ବନ୍ଦ ଡାକରା...
SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର
ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍-ଇନ୍ସ୍ପେକ୍ଟର (ଏସ୍ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ କରିଛି। ଏହି କେନ୍ଦ୍ରରେ ନିଯୁକ୍ତି ପ୍ରକ୍ରିୟା ସହ ଜଡ଼ିତ ଅନୈତିକ କାରବାର...
କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ
କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ସ୍ନାପ୍ଚାଟ୍ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ...
କଟକ ଦୁର୍ଗା ଭସାଣିରେ ଗଣ୍ଡଗୋଳ: ହିନ୍ଦୁ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା
କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନଙ୍କ ଦ୍ୱାରା ସୋମବାର ଡାକାଯାଇଥିବା ୧୨ ଘଣ୍ଟିଆ କଟକ...
କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ ଏକ ପାର୍ଥକ୍ୟ ଯୋଗୁଁ ଏହି ସମସ୍ୟା ସୃଷ୍ଟି ହୋଇଛି। ଗଜଲକ୍ଷ୍ମୀ ପୂଜା ସୋମବାର...
ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ...
SI ପରୀକ୍ଷା ମହାଘୋଟାଲା: ମୋଷ୍ଟ ୱାଣ୍ଟେଡ୍ ଶଙ୍କର ପୃଷ୍ଟି ଲିଙ୍କ୍ରେ କ୍ରାଇମବ୍ରାଞ୍ଚ ରେଡ୍
ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବରର ରଘୁନାଥପୁର ଅଞ୍ଚଳରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ କ୍ରାଇମବ୍ରାଞ୍ଚ ଟିମ୍ ରେଡ୍...
ମହିଳା ବିଶ୍ୱକପ୍ରେ ଆଜି ଭାରତ-ପାକିସ୍ତାନ
କଲମ୍ବୋ,୫ା୧୦: ଚଳିତ ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ରବିବାର ଖେଳାଯିବାକୁ ଥିବା ମ୍ୟାଚ୍ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ନିକଟରେ ଶେଷ ହୋଇଥିବା ଏସିଆ କପ୍ରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ୩ ମ୍ୟାଚ୍ରେ ଭାରତୀୟ...
ଜାପାନରେ ଜୋରଦାର ଭୂକମ୍ପ ଝଟ୍କା,ରିକ୍ଟର ସ୍କେଲ ୬.୦ ଥରିଲା
ଜାପାନ,୫।୧୦: ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ ଶନିବାର ବିଳମ୍ବିତ ରାତିରେ ଜାପାନରେ 6.0 ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଥିଲା। NCS ଅନୁଯାୟୀ, ଭୂମିକମ୍ପ 50 କିଲୋମିଟର ଗଭୀରତାରେ ହୋଇଥିଲା। X...
ଫିଟୁଛି ଗୁମର, ବଢ଼ୁଛି ସନ୍ଦେହ
ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାର ଗୁମର ଧୀରେ ଧୀରେ ଫିଟିବାରେ ଲାଗିଛି। ଏଥିରେ ଅନେକ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ରହିଥିବା ଜଣାପଡ଼ିଛି। ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣ...
ବିଗିଡ଼ିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କ ସ୍ବାସ୍ଥାବସ୍ଥା, ହସ୍ପିଟାଲରେ ଭର୍ତ୍ତି
ଶ୍ରୀନଗର,୪।୧୦: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ନ୍ୟାସନାଲ କନଫରେନ୍ସ (ଏନସି) ସଭାପତି ଡକ୍ଟର ଫାରୁକ ଅବଦୁଲ୍ଲାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଶ୍ରୀନଗରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦଳୀୟ ନେତାଙ୍କ ଅନୁଯାୟୀ, ୮୭ ବର୍ଷୀୟ...
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ଗିଲ୍ଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଅଷ୍ଟ୍ରେଲିଆ ଗସ୍ତ ପାଇଁ ଦିନିକିଆ ଦଳ ଘୋଷଣା କରିଛି। ଶୁବମନ ଗିଲଙ୍କୁ ଦଳର ନୂତନ ଅଧିନାୟକ ନିଯୁକ୍ତ କରାଯାଇଛି। ବିରାଟ କୋହଲି ଏବଂ ରୋହିତ ଶର୍ମା ମଧ୍ୟ ଦଳରେ ସାମିଲ ହୋଇଛନ୍ତି।...
Archives


