ମାନବିକତା ଦେଖାଇଲେ ଆଶାକର୍ମୀ: ବାତ୍ୟା ଆଶ୍ରୟସ୍ଥଳୀକୁ ବୃଦ୍ଧାଙ୍କୁ ବୋହି ଆଣିଲେ
ରାଜନଗର,,୨୫ା୧୦: ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ାକୁ ଅଧିକ କ୍ଷତି ପହଞ୍ଚିଥିଲା ବେଳେ ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନସ୍ତରଣ କରିଥିଲେ। ଏହି ସମୟରେ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର ତଟବର୍ତ୍ତୀ ରାଜନଗର ବ୍ଲକର ଉପାନ୍ତ ତଥା ଦୁର୍ଗମ ଅଞ୍ଚଳ ବାଘମାରି ପଞ୍ଚାୟତର…
ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା
ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍ଆର୍ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ…
ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର: ବୁଡ଼ିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ
ରାଜନଗର,,୨୫ା୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କେନ୍ଦ୍ରାପଡ଼ା ସାତଭାୟା ଅଂଚଳରେ ମାଡି ଆସିଛି ସୁଉଚ୍ଚ ସମୁଦ୍ର ଜୁଆର। ଫଳରେ ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆରେ ପାଣି ପଶିଯାଇଛି। ସୁମଦ୍ରର ଜୁଆର ମାଡି ଆସିବାରୁ ପାଣି ଘେରରେ ୫୭୧ ପରିବାର ରହିଛନ୍ତି।…
ବାତ୍ୟା ଆସିବା ପରେ…
ଭୁବନେଶ୍ୱର,୨୫ା୧୦: ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର…
ଲ୍ୟାଣ୍ଡଫଲ୍ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ
ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।…
ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ
ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି ବାତ୍ୟା ଧାମରା ଠାରୁ ୬୦ କିମି ଦୂରରେ ରହିଛି। ଘଣ୍ଟାକୁ ୧୩ କିମି ବେଗରେ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର…
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା: ଏହି ଦିନ ସମ୍ଭାଳିବେ ପଦ
ନୂଆଦିଲ୍ଲୀ, ୨୪।୧୦: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ତାଙ୍କ ନିଯୁକ୍ତି ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ବର୍ତ୍ତମାନର ପ୍ରଧାନ ବିଚାରପତି ଚନ୍ଦ୍ରଚୁଡ ନଭେମ୍ବର ୧୦ରେ ଅବସର ନେଉଛନ୍ତି। ନଭେମ୍ବର ୧୧ରୁ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି…
ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…
ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି।…
ଓଡ଼ିଶା ସରକାରଙ୍କ ବାତ୍ୟା ପ୍ରସ୍ତୁତିର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ; ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି
ଭୁବନେଶ୍ୱର,୨୪।୧୦: ବାତ୍ୟା ଦାନା ପାଇଁ ଓଡ଼ିଶା ସରକାରଙ୍କ ପ୍ରସ୍ତୁତିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଓଡ଼ିଶାରେ ମାଡ଼ ହେବାକୁ ଥିବା ବାତ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଯେଉଁଠି ଓଡ଼ିଶାର କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସରକାରଙ୍କ…
ବିରଳ ବାତ୍ୟା! ଦାନାର ନାହିଁ ଆଖି
ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି ଆସୁଛି ଦାନା। ତେବେ ଏହାରି ଭିତରେ ଦାନାର ଆଖିକୁ ନେଇ ଆସିଛି ବଡ଼ ଖବର।…
ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…
ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି…

