Home Middle

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ। ନବୀନଙ୍କ ରୁମ୍‌ରେ ଯେଉଁ ଟିଭି ଅଛି, ସେଠି ଓଡ଼ିଆ…

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ ପ୍ରଶ୍ନବାଚୀ ଛିଡା କରିଛି। କେବଳ ଏକା ପାଣ୍ଡିଆନ୍‌ କାହିଁକି ତାଙ୍କ ମାଇକ୍‌ ଧରୁଛନ୍ତି ତା’ର…

‘ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ, ତା’ହେଲେ…’, ମୋଦିଙ୍କୁ କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ଏକ ସାକ୍ଷାତକାର ନବୀନ କହିଛନ୍ତି, ମୋ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଅଛି । ମୁଁ ସମ୍ପୂର୍ଣ୍ଣ ଫିଟ୍‌ ଅଛି । ଭାଜପାର କିଛି ନେତା…

ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର

ଭୁବନେଶ୍ୱର,୩୦।୫: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍‌ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ…

କନ୍ୟାକୁମାରୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, ଆଜିଠୁ ବସିବେ ଧ୍ୟାନରେ

ନୂଆଦିଲ୍ଲୀ,୩୦।୫: ଜୁନ ୧ ତାରିଖରେ ଅନ୍ତିମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ହେବ। ଏଥିପାଇଁ ଗୁରୁବାର ପ୍ରଚାର ଶେଷ ହୋଇଛି। ପ୍ରଚାର ଶେଷ ହେବା ପରେ ଆଜିଠୁ ଧ୍ୟାନରେ ବସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ତାମିଲନାଡୁର କନ୍ୟାକୁମାରୀ ସ୍ଥିତ ବିବେକାନନ୍ଦ…

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ ଆସିଛନ୍ତି…

ମୋଦିଙ୍କ ଭୋଜପୁରୀ ଅନ୍ଦାଜ, କାଶୀବାସୀଙ୍କୁ ସ୍ପେଶାଲ ମେସେଜ

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ ଗୋଟିଏ ଦିନ ପରେ ଅର୍ଥାତ ଜୁନ ୧ରେ ହେବ। ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ ସଭା ନିର୍ବାଚନମଣ୍ଡଳୀ ବାରାଣାସୀରେ ମଧ୍ୟ ଭୋଟ…

ଆଜମ ଖାନ୍‌ଙ୍କୁ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ

ଲକ୍ଷ୍ନୌ,୩୦ା୫: ଲୋକ ସଭା ନିର୍ବାଚନ ସମୟରେ ବଡ଼ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ସମାଜବାଦୀ ପାର୍ଟିର ନେତା ଆଜମ୍‌ ଖାନ୍‌। ନିର୍ବାଚନର ଶେଷ ପର୍ଯ୍ୟାୟ ଜୁନ ୧ରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଭେଟେରାନ ନେତା ଆଜମ୍‌ଙ୍କୁ ଏକ ମାମଲାରେ ଦଣ୍ଡିତ କରାଯାଇଛି। ଏହା…

ପାଣ୍ଡିଆନ ନିୟନ୍ତ୍ରଣ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ: କହିଲେ- ହାସ୍ୟାସ୍ପଦ, କଥାର ଓଜନ ନାହିଁ…

ଭୁବନେଶ୍ୱର,୩୦।୫: ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ବିଜେଡି ସୁପ୍ରିମୋ ଏହାକୁ କାଉଣ୍ଟର ମଧ୍ୟ କରୁଛନ୍ତି। କେବଳ ଏତିକି ନୁହେଁ ଭାଜପା ପକ୍ଷରୁ କିଛି ଭିଡିଓ ଭାଇରାଲ କରାଯାଇ…

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି।…

କେଜ୍‌ରିଓ୍ବାଲଙ୍କ ଜାମିନ ଉପରେ ଏହି ପଦକ୍ଷେପ ନେଲେ କୋର୍ଟ

ନୂଆଦିଲ୍ଲୀ,୩୦ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟି (ଏଏପି) ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ରାଉସ ଆଭେନ୍ୟୁ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହା ସହିତ ସେ ସ୍ବାସ୍ଥ୍ୟଗତ କାରଣରୁ ୭ ଦିନର ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ଆବେଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri