Home Middle

ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ ବିଦେଶ…

ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…

ଓଡ଼ିଶାର ଏହି ସ୍ଥାନରେ ମାଡ଼ ହେବ ବାତ୍ୟା: ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି…

ଥଣ୍ଡାପଡୁନି ମଣିପୁର

ଏବେ ଭାରତ-କାନାଡା ସମ୍ପର୍କ ବିଗିଡ଼ି ଯାଇଥିବାରୁ ତାହା ଉପରେ ଦେଶବ୍ୟାପୀ ଆଲୋଚନା ଜାରି ରହିଛି। କ’ଣସବୁ ପଦକ୍ଷେପ ନେଲେ ସ୍ଥିତିରେ ଉନ୍ନତି ଆସିବ ସରକାରୀ ସ୍ତରରୁ ଆରମ୍ଭ କରି ଗଣମାଧ୍ୟମ ଯାଏ ସବୁଆଡ଼େ ଏହି ପ୍ରସଙ୍ଗ ଉପରେ ନଜର। କୌଣସି ଦେଶ…

ନ୍ୟୁଜିଲାଣ୍ଡ ପ୍ରଥମ ଥର ଜିତିଲା ମହିଳା ଟି୨୦ ବିଶ୍ୱକପ, ପୁଣି ଭାଙ୍ଗିଲା ଦକ୍ଷିଣ ଆଫ୍ରିକା ସ୍ବପ୍ନ

ନୂଆଦିଲ୍ଲୀ,୨୦ା୧୦: ଆଇସିସି ମହିଳା ଟି୨୦ ବିଶ୍ୱକପ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୩୨ ରନ୍‌ରେ ହରାଇ ପ୍ରଥମ ଥର ଟାଇଟଲ ବିଜୟୀ ହୋଇଛି। ଅନ୍ୟ ପକ୍ଷରେ ଚୋକର ନାମକୁ ପ୍ରମାଣିତ କରି କ୍ରମାଗତ ଦ୍ୱିତୀୟ ଫାଇନାଲରେ ପରାଜିତ ହୋଇଛି ଦକ୍ଷିଣ ଆଫ୍ରିକା। ଆମେଲିଆ…

ଜମ୍ମୁ କଶ୍ମିର: ଆତଙ୍କବାଦୀଙ୍କ ଗୁଳିରେ ଦୁଇ ପ୍ରବାସୀ ଶ୍ରମିକ ମୃତ

ନୂଆଦିଲ୍ଲୀ,୨୦ା୧୦: ରବିବାର ସନ୍ଧ୍ୟାରେ ଜମ୍ମୁ କଶ୍ମିରର ଗାନ୍ଦରବାଲ ଜିଲାର ସୋନମର୍ଗ ଅଞ୍ଚଳରେ ଆତଙ୍କବାଦୀମାନେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ନିର୍ମାଣାଧୀନ ଟନେଲ ନିକଟରେ ଏହି ଆକ୍ରମଣ ହୋଇଥିଲା। ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ଏବଂ ତଦନ୍ତ ଆରମ୍ଭ କରିବା ପାଇଁ…

ପୁରୀରେ ହବିଷ୍ୟାଳୀ ମା’ ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁବିଧା ଅସୁବିଧା ବୁଝିଲେ

ପୁରୀ,୨୦ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବିଭିନ୍ନ ଜିଲାରୁ ପୁରୀରେ କାର୍ତ୍ତିକ ବ୍ରତ କରିବାକୁ ଆସିଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଚଦର, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି…

ଶତକ ମାରି ଚମକାଇ ଦେଲେ ଅଲରାଉଣ୍ଡର, ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ

ମୁମ୍ବାଇ,୨୦ା୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଛି। ନ୍ୟୁଜିଲାଣ୍ଡ ୩୬ ବର୍ଷ ପରେ ଭାରତ ମାଟିରେ ଟେଷ୍ଟ ମ୍ୟାଚରେ…

ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର ବହୁ…

ମହାରାଷ୍ଟ୍ରରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଭାଜପା, ଏହି ହେଭିଓ୍ବେଟ୍‌ ନେତାଙ୍କୁ ମିଳିଛି…

ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ନାଗପୁର ଦକ୍ଷିଣ-ପଶ୍ଚିମରୁ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ୍‌ ଏବଂ କାମାଥି ବିଧାନସଭା ଆସନରୁ ଦଳର ରାଜ୍ୟ…

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି। ଶିବସେନା (ୟୁବିଟି) ଏହା ସ୍ପଷ୍ଟ କରିସାରିଛି ଯେ, ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପଟୋଲେଙ୍କ…

ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?