ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା
ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩…
ହୋଇଗଲା ଫାଇନାଲ! ଏହି ହେବେ ଲୋକ ସଭା ବାଚସ୍ପତି
ନୂଆଦିଲ୍ଲୀ,୨୫।୬: ସର୍ବସମ୍ମତି କ୍ରମେ ଲୋକ ସଭା ବାଚସ୍ପତି ଚୟନ କରାଯିବ। ବାଚସ୍ପତି ପଦ ପାଇଁ ନିର୍ବାଚନରର ସମ୍ଭାବନା ବହୁତ କମ ବୋଲି ବିବେଚନା କରାଯାଉଛି। ସୂଚନାନୁସାରେ, ବିରୋଧୀ ମଇଦାନକୁ ପ୍ରାର୍ଥୀ ଓହ୍ଲାଇବ ନାହିଁ। ତେବେ ଏନଡିଏ ପକ୍ଷରୁ ଓମ୍ ବିର୍ଲା ପୁଣିଥରେ…
ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ
ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ…
ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ
ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି। ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟି ରାଇକଳାକୁ ଯାଇଛନ୍ତି। ଏହି ଅବସରରେ ଝୁମ୍ପୁରା…
ବିଜେଡି ସରକାର ସମୟରେ ମୋତେ ହତ୍ୟା ଉଦ୍ୟମ ହୋଇଥିଲା: ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨୫।୬(ପି.ଟି.): ବିଜେଡି ସରକାର ସମୟରେ ମୋ ଉପରେ ବୋମା ପକାଇ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ କରିଛନ୍ତି। କେନ୍ଦୁଝରର ଝୁମ୍ପୁରାଠାରେ ସୋମବାର ଏକ ସାଧାରଣ ସଭାରେ ଉଦ୍ବୋଧନ ଦେବାବେଳେ ସେ ଏହା କହିଛନ୍ତି। ତେବେ…
ବଦ୍ଲା ନେବ ଭାରତ, ଏହି ଦେଶ ସହ ବଡ଼ ମୁକାବିଲା
ନୂଆଦିଲ୍ଲୀ, ୨୫।୬: କଙ୍ଗାରୁ ଦଳକୁ ହରାଇ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି । ସୁପର-୮ର ଶେଷ ମ୍ୟାଚ୍ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ହରାଇବା ସହିତ କ୍ରମାଗତ ତୃତୀୟ ମ୍ୟାଚ୍ ଜିତି ସେମିଫାଇନାଲରେ ପହଞ୍ଚିଛି । ଟିମ…
ଅଷ୍ଟ୍ରେଲିଆକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ଭାରତ
ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୨୪ ରନ୍ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଟସ୍…
ମୁଖ୍ୟମନ୍ତ୍ରୀଙ୍କୁ କିଏ ଯାଚିଥିଲେ ଖଣି? ବଡ଼ ଖୁଲାସା କଲେ ମୋହନ ମାଝି
ଭୁବନେଶ୍ୱର,୨୪।୬: ୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡିକୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରୀତଦାସ ବୋଲାଉଥିବା ଲୋକେ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ। ମୋତେ ମନ୍ତ୍ରୀପଦ ଓ ଖଣି ଦେବାର ଲୋଭ ଦେଖାଇଥିଲେ…
ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…
କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ…
ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା ଓଡ଼ିଆରେ ଆଜି ଶପଥ ନେଇଛନ୍ତି। ସେହିପରି ଏମ୍ପି ଜୁଏଲ ଓରାମ ମଧ୍ୟ ଓଡ଼ିଆରେ ଶପଥ…
୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ୫-ଟି ସ୍କୁଲରେ ଦୁର୍ନୀତି ହୋଇଥିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଗତ ଦିନରେ ଅନେକ ନକଲି ଶିକ୍ଷକ ଧରାପଡ଼ିଛନ୍ତି। ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…
Archives


