Home Middle

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି ଖୁଲାସା…

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ…

ଦଳିତ ବିପକ୍ଷରେ ବିରୋଧୀ, ଓବିସିଙ୍କ ହକ୍‌ ଛଡାଇ ନେଲେ: ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ଶେଷ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ସାକ୍ଷାତକାର ଦେଇଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ବିରୋଧୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି। ଜୁନ ୪ରେ…

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିଠାରେ, ଅପରାହ୍ନ ୨ଟା ୨୫ରେ କୋରେଇ…

ତେଲଙ୍ଗାନାରେ ବାତ୍ୟା ପ୍ରଭାବ: ବର୍ଷା ବିତ୍ପାତରେ ୧୩ ମୃତ

ହାଇଦ୍ରାବାଦ,୨୮ା୫: ବଙ୍ଗୋପସାଗରରେ ବାତ୍ୟା ରେମାଲ ଅତିକ୍ରମ କଲାବେଳେ ଏହାର ପ୍ରଭାବରେ ରବିବାର ତେଲଙ୍ଗାନାରେ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ବିଭିନ୍ନ ସ୍ଥାନରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ୧୩ ଜଣଙ୍କ ମୃତ୍ୟୁ ଘଟିଛି। ବାତ୍ୟା ପ୍ରଭାବ ତେଲଙ୍ଗାନାବାସୀଙ୍କୁ ବିପଦରେ ପକାଇଛି।…

ଭୂସ୍ଖଳନରେ ୨,୦୦୦ ଲୋକ ପୋତିହୋଇଛନ୍ତି: ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲା ପପୁଆ ନ୍ୟୁଗିନି

ମେଲ୍‌ବର୍ନ,୨୮ା୫: ପପୁଆ ନୂ୍ୟଗିନିରେ ଗତ ଶୁକ୍ରବାର ଘଟିଥିବା ଭୂସ୍ଖଳନରେ ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ମାଟିତଳେ ପୋତିହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା ଭୂସ୍ଖଳନଜନିତ ମୃତ୍ୟୁସଂଖ୍ୟା ୬୭୦ ଦର୍ଶାଯାଇଥିବାବେଳେ ପ୍ରକୃତ ମୃତ୍ୟୁ ଏହାର ୩ ଗୁଣ ହେବ ବୋଲି ପପୁଆ ନ୍ୟୁଗିନି ସରକାର ଜାତିସଂଘକୁ ଜଣାଇବା ସହ…

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ମାମଲା: ୨ ପୋଲିସ ସମେତ ୭ ନିଲମ୍ବିତ

ରାଜକୋଟ,୨୮ା୫(ପି.ଟି.): ରାଜକୋଟ ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ଘଟଣାରେ ଗୁଜରାଟ ସରକାର ସୋମବାର ୨ ଜଣ ପୋଲିସ ଅଫିସରଙ୍କ ସମେତ ୭ ଜଣଙ୍କୁ ନିଲମ୍ବନ କରିଛନ୍ତି। ଏହି ଅଫିସରମାନଙ୍କ ଦାୟିତ୍ୱହୀନତା ଯୋଗୁ ଆବଶ୍ୟକ ଅନୁମୋଦନ ନ ଥାଇ ଗେମିଂ ଜୋନ୍‌ ଚାଲୁଥିଲା ବୋଲି ସରକାରଙ୍କ…

ଇଣ୍ଡିଗୋ ବିମାନରେ ବୋମା ଆତଙ୍କ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୋମା ଧମକ ଆସିଛି। ଏହା ପରେ ତୁରନ୍ତ ବିମାନଟି ରନୱେରେ ଅଟକ ରଖାଯାଇ ସମସ୍ତ ଯାତ୍ରୀଙ୍କୁ ତୁରନ୍ତ ନିରାପଦରେ ସ୍ଥାନାନ୍ତର କରାଯାଇଥିଲା। ବିମାନଟି ଦିଲ୍ଲୀର ଟି୨ ଟର୍ମିନାଲରୁ ସକାଳ ୫.୦୪ରେ…

ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ

ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍‌ରେ ଫ୍ଲାଇଂ ସ୍କ୍ବାଡ୍‌ ଏବଂ ଇନ୍‌କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍‌ କରାଯାଇଛି। ରବିବାର ରାତିରେ…

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ନୂଆ ମୋଡ, ଡ୍ରାଇଭର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ଭୁବନେଶ୍ୱର,୨୭।୫: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଯାଉଥିବା ଗାଡି ଡ୍ରାଇଭର ବନମାଳି ବେହେରା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍‌ ଭାଙ୍ଗିଥିବା ନେଇ ତାଙ୍କୁ…

ଏହି ଦିନଠୁ ମହିଳାଙ୍କ ଖାତାକୁ ଆସିବ ୮୫୦୦ ଟଙ୍କା, ପ୍ରଥମ କିସ୍ତିର ତାରିଖ କହିଦେଲେ ରାହୁଲ

ନୂଆଦିଲ୍ଲୀ,୨୭।୫: ୨୦୨୪ ଲୋକ ସଭା ନିର୍ବାଚନର ସପ୍ତମ ତଥା ଶେଷ ପର୍ଯ୍ୟାୟ ପ୍ରଚାରରେ ଲାଗିପଡ଼ିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିହାରର ଆରାରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି , ଦେଶର ଗରିବ ଲୋକଙ୍କ ତାଲିକା…

୪ ତାରିଖରେ ଯିବ ଖାର୍ଗେଙ୍କ ଚାକିରି: କଂଗ୍ରେସକୁ ଟାର୍ଗେଟ କଲେ ଶାହା

ନୂଆଦିଲ୍ଲୀ,୨୭।୫: ବର୍ତ୍ତମାନ ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ମାତ୍ର ତିନି ଦିନ ବାକି ଅଛି। ଏହି ସମୟରେ ଭାଜପା ସମେତ ସମସ୍ତ ଦଳ ଦ୍ରୁତ ଗତିରେ ରାଲି କରୁଛନ୍ତି। ଏହି ସମୟରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri