ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…
ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ…
କେନ୍ଦ୍ର ବଜେଟ୍ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…
ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍-ବଜେଟ୍ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ…
ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ
ପୁରୀ,୨୨ା୬: ଆଜି ଅର୍ଥାତ୍ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…
ୟୁପି ବିଧାନସଭା ନିର୍ବାଚନରେ ଓଲଟିବ ସମୀକରଣ, ଓ୍ବାଇଲ୍ଡ କାର୍ଡ ଏଣ୍ଟ୍ରି ମାରିବ ଏହି ଦଳ
ନୂଆଦିଲ୍ଲୀ,୨୨।୬: ଚଳିତ ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଇଣ୍ଡିଆ ମେଣ୍ଟ ଆଲୋଡ଼ନ ସୃଷ୍ଟି କରିଛି। ଏତିକିବେଳେ ୟୁପିରେ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ସମସ୍ତଙ୍କୁ ଚକିତ କରିଛି। ନିଜର ଶୋଚନୀୟ ପରାଜୟକୁ ନେଇ ଭାଜପା ମୁଣ୍ଡ ପିଟୁଥିବାବେଳେ ୨୦୨୭ ବିଧାନସଭା ନିର୍ବାଚନ ନେଇ…
NTA ପରୀକ୍ଷା ସଂସ୍କାର ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି
ନୂଆଦିଲ୍ଲୀ,୨୨ା୬: ଏନ୍ଟିଏ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ପରୀକ୍ଷାଗୁଡ଼ିକର ସ୍ବଚ୍ଛ, ସରଳ ଏବଂ ନିରପେକ୍ଷ ଆଚରଣକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଉକ୍ତ କମିଟି ଗଠନ କରିଛି। କାରଣ ନିଟ୍, ୟୁଜି, ୟୁଜିସି…
ଏହି ୩ ଜିଲାକୁ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର:୨୨ା୬: ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ…
ଅବସର ନେଲେ ୨୨ ଓଏସଏସ କ୍ୟାଡର ଅଧିକାରୀ, ତାଲିକାରେ ପ୍ରଦୀପ…
ଭୁବନେଶ୍ୱର,୨୨।୬(ଅସମାପିକା ସାହୁ): ଅବସର ନେଇଛନ୍ତି ୨୨ ଓଏସଏସ କ୍ୟାଡର ଅଧିକାରୀ।ଏନେଇ ଗୃହ ବିଭାଗ ନୋଟିସ ଜାରି କରିଛି।
ଓ୍ବାଇଏସଆର କଂଗ୍ରେସ କାର୍ଯ୍ୟାଳୟରେ ଚାଲିଲା ବୁଲଡୋଜର, ଚୁରମାର ହୋଇଗଲା ବିରୋଧୀଙ୍କ…
ନୂଆଦିଲ୍ଲୀ,୨୨।୬: ଆନ୍ଧ୍ରପ୍ରଦେଶରେ କ୍ଷମତା ପରିବର୍ତ୍ତନ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ କ୍ଷମତାଚ୍ୟୁତ କରି ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ପଦ ହାତେଇଛନ୍ତି। ବିରୋଧୀ ଦଳରେ ବସିଥିବା ତେଲୁଗୁ ଦେଶମ ପାର୍ଟି (ଟିଡିପି) ଏବେ କ୍ଷମତାକୁ ଫେରିଛି। ଆନ୍ଧ୍ରପ୍ରଦେଶରେ…
୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ
ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ…
ଜନ୍ମଦିନରେ କରିଥାନ୍ତେ ନିଜ ରାଜନୈତିକ ପାର୍ଟିର ଲଞ୍ଚ, ହେଲେ ଥାଲାପଥିଙ୍କର ରହିଛି ଅଲଗା ପ୍ଲାନ
ନୂଆଦିଲ୍ଲୀ,୨୨।୬: ସାଉଥ୍ ସୁପରଷ୍ଟାର ଥାଲାପଥି ବିଜୟ ଚଳିତ ବର୍ଷ ଆରମ୍ଭରେ ନିଜର ରାଜନୈତିକ ଦଳ ତାମିଜାଗା ଭେଟ୍ରି କାଜଗାମ ଲଞ୍ଚ କରିଛନ୍ତି। କିନ୍ତୁ ଚଳିତ ଲୋକ ସଭା ନିର୍ବାଚନରେ ସେ ଭାଗ ନେଇ ନ ଥିଲେ କି କୌଣସି ପ୍ରାର୍ଥୀ ଉତାରି…
କାହିଁକି ଭତ୍ତୃହରିଙ୍କୁ କରଗଲା ପ୍ରୋ ଟେମ ସ୍ପିକର, ଜଣାପଡିଲା ବଡ଼ କାରଣ
ନୂଆଦିଲ୍ଲୀ,୨୨।୬: ସୋମବାର ଠାରୁ ୧୮ତମ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତଥାପି ଏହା ପୂର୍ବରୁ ପ୍ରୋଟେମ ସ୍ପିକରଙ୍କୁ ନେଇ ବିବାଦ ଲାଗି ରହିଛି। କଂଗ୍ରେସ ଏହି ପ୍ରସଙ୍ଗରେ ସଂସଦର ପରମ୍ପରାକୁ ନଷ୍ଟ କରିଛି ବୋଲି ଅଭିଯୋଗ କରିଛି।…
ସକ୍ରିୟ ରହିଛି ମୌସୁମୀ ବାୟୁ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୬: ଓଡ଼ିଶାର ୨୪ ଜିଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ହୋଇଛି। ବାକି ୬ ଜିଲାରେ ମୌସୁମୀ ବାୟୁ ଛୁଇଁନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।…
Archives


