‘ମମତା ଦିଦି ଠିକ କହୁଛନ୍ତି, ଜୁନ ୪ରେ ସରକାର ତ ଯିବ ହେଲେ…’, କାହିଁକି ଏମିତି କହିଲେ ମୋଦି
ନୂଆଦିଲ୍ଲୀ/କୋଲକାତା,୨୫।୫: ଷଷ୍ଠ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦାବି କରିଛନ୍ତି ଯେ ବର୍ତ୍ତମାନର ସରକାର ଅର୍ଥାତ ମୋଦି ସରକାର ଜୁନ ୪ରେ କ୍ଷମତାରୁ ଯିବେ। ମମତା ବାନାର୍ଜୀ ଦାବି କରିଛନ୍ତି ଯେ ବର୍ତ୍ତମାନର ସରକାର…
ଦିନ ୧୧ଟା ସୁଦ୍ଧା ୨୫.୭୬ ପ୍ରତିଶତ ମତଦାନ, ପଶ୍ଚିମବଙ୍ଗରେ ସବୁଠାରୁ ଅଧିକ, ଓଡ଼ିଶାରେ ସବୁଠାରୁ କମ
ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତର ପ୍ରଦେଶ ସମେତ ୬ଟି ରାଜ୍ୟ ତଥା ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ମୋଟ ୫୮ଟି ଆସନ ପାଇଁ ଶନିବାର ଭୋଟ ଅନୁଷ୍ଠିତ ହେଉଛି। ମିଳିଥିବା ଖବର ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ସାରା…
ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ଏହି ସବୁ ହେଭିଓ୍ବେଟ୍
ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ବହୁ ହେଭିଓ୍ବେଟ୍ ନେତା। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଲମ୍ବା ଲାଇନ୍ରେ ଆସି ଭୋଟ ଦେଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଏମ୍ପି ପ୍ରାର୍ଥୀ ତଥା ଭାଜପା…
ଷଷ୍ଠ ପର୍ଯ୍ୟାୟ ଭୋଟିଂ ଜାରି, ମତଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ତାଙ୍କ କାଳି ଲଗାଯାଇଥିବା ଆଙ୍ଗୁଠି ଦେଖାଇଛନ୍ତି। ସୂଚନାଯୋଗ୍ୟ, ସାତ-ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ୨୦୨୪ର ଷଷ୍ଠ…
‘୪୦୦ ପାର୍ କଥା ଛାଡି ଦିଅନ୍ତୁ’, ମତଦାନ ପୂର୍ବରୁ ରାଜନୈତିକ ବିଶ୍ଳେଷକଙ୍କ ଭବିଷ୍ୟବାଣୀ, ବଢିଲା ଭାଜପାର ଚିନ୍ତା
ନୂଆଦିଲ୍ଲୀ,୨୫।୫: ଦେଶରେ ଷଷ୍ଠ ପର୍ଯ୍ୟାୟ ପାଇଁ ଭୋଟ ଆରମ୍ଭ ହୋଇଯାଇଛି। ତେବେ ମତଦାନ ଠିକ୍ ପୂର୍ବରୁ ପୂର୍ବରୁ ରାଜନୈତିକ ବିଶ୍ଳେଷକ ଯୋଗେନ୍ଦ୍ର ଯାଦବ ତାଙ୍କର ଶେଷ ଭବିଷ୍ୟବାଣୀ ପ୍ରକାଶ କରିଛନ୍ତି। ଏହି ନିର୍ବାଚନ ସମ୍ପର୍କରେ ତାଙ୍କର ଅନ୍ତିମ ମୂଲ୍ୟାଙ୍କନ ବୋଲି ବର୍ଣ୍ଣନା…
ଜଳୁଛି ରାଜସ୍ଥାନ, ପଶ୍ଚିମ ରାଜସ୍ଥାନରେ ତାପମାତ୍ରା ପହଞ୍ଚିଲା ୪୯ ଡିଗ୍ରୀ
ଜୟପୁର,୨୫।୫: ଅତ୍ୟଧିକ ଉତ୍ତାପ ଯୋଗୁଁ ରାଜସ୍ଥାନରେ ହାହାକାର ସୃଷ୍ଟି ହୋଇଛି। ପଶ୍ଚିମ ରାଜସ୍ଥାନର ଫାଲୋଦିରେ ତାପମାତ୍ରା ୪୯ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଯେତେବେଳେ କି ଜୈସଲମେରରେ ଏହା ୪୮.୩ଡିଗ୍ରୀ ଏବଂ ବାଡ଼ମେରରେ ତାପମାତ୍ରା ୪୮.୨ ଡିଗ୍ରୀ ଥିଲା । ବାଡମେରର…
୧୧ କୋଟି ଭୋଟର ପ୍ରତିନିଧି ବାଛିବେ
ନୂଆଦିଲ୍ଲୀ,୨୫ା୫: ଅଷ୍ଟାଦଶ ଲୋକ ସଭାର ୫୪୩ ଆସନ ପାଇଁ ନିର୍ବାଚନ ସରିବାକୁ ବସିଲାଣି। ୨୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଅଧୀନ ୪୨୮ ଲୋକ ସଭା ଆସନରେ ପ୍ରଥମ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇସାରିଥିବାବେଳେ ଶନିବାର ଷଷ୍ଠ ପର୍ଯ୍ୟାୟରେ ୫୮ ସଂସଦୀୟ…
ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର: ଆଇସିଜେତା ବନ୍ଦ କର: ଆଇସିଜେ
ହେଗ୍,୨୫ା୫: ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍ ଜଷ୍ଟିସ୍ ଶୁକ୍ରବାର ଇସ୍ରାଏଲ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଦକ୍ଷିଣାଞ୍ଚଳ ବସତିରେ ଅସ୍ତ୍ରବିରତି ରୋକିବା ଉପରେ କିଛି…
ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ
ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର…
ବାତ୍ୟା ‘ରେମଲ’ ଆଣୁଛି ବର୍ଷା
ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ…
ଭୋଗରାଇ ରାଜନୀତିରେ ବଡ଼ ହଲଚଲ, ବିଜେଡି ଛାଡିଲେ ବଡ଼ ନେତା
ବାଲେଶ୍ୱର,୨୪।୫: ରୋଚକ ମୋଡରେ ଭୋଗରାଇ ରାଜନୀତି। ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଦଳଡିଆଁ କାର୍ଯ୍ୟକ୍ରମ ଏବେ ବି ଜାରି ରହିଛି। ଏହି କ୍ରମରେ ଶୁକ୍ରବାର ବିଜେଡି ଛାଡିଛନ୍ତି ଦଳର ଭେଟେରାନ ନେତା ତଥା ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଡାହାଣ…
ମୋତେ ଭୋଟ ଦେଲେ ପୂଣ୍ୟ ମିଳିବ: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୪।୫:ଉତ୍ତର ପ୍ରଦେଶର ଏକ ବସ୍ତିରେ ନିର୍ବାଚନୀ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଚାର ଅଭିଯାନ ସମୟରେ ସେ ନିଜକୁ ଇଶ୍ୱର ପ୍ରଦତ୍ତ କହିବା ସହ ଇଶ୍ୱରଙ୍କ ଅଂଶ ବୋଲି କହିଛନ୍ତି। ଏହି କ୍ରମରେ ସେ ଲୋକଙ୍କୁ ଭୋଟ ମାଗିବା ଆଳରେ…
Archives


