Home Middle

ପ୍ରଚାର ପାଇଁ ଏକାଠି ଦେଖାଯାଉ ନାହାନ୍ତି ରାହୁଲ-କେଜରିଓ୍ବାଲ, କାରଣରେ ବିସ୍ଫୋରକ ବୟାନ ଦେଲେ କଂଗ୍ରେସର ବଡ଼ ନେତା

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୭ ଲୋକ ସଭା ଆସନରେ କଂଗ୍ରେସ ଓ ଆମ ଆଦମୀ ପାର୍ଟି ଏକାଠି ନିର୍ବାଚନ ଲଢୁଛି। ଆଉ ଏହି ସିଟ୍‌ରେ ମେ ୨୫ ଅର୍ଥାତ୍‌ ଶନିବାର ଭୋଟ୍‌ ପଡିବାକୁ ଯାଉଛି। ମତଦାନ ସମୟ ଆସି ଯାଇଥିଲେ ମଧ୍ୟ ଏବେ…

୨ ମାସ ପାଇଁ କୋଲକାତାରେ ଲାଗୁ ହେବ ୧୪୪ ଧାରା

କୋଲକାତା,୨୪ା୫: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର କୋଲକାତାରେ ଧାରା ୧୪୪ ଲାଗୁ କରିବାକୁ ଚିନ୍ତା କରୁଛନ୍ତି। ଆସନ୍ତା ୨୮ ତାରିଖରୁ ୬୦ ଦିନ ପାଇଁ ୧୪୪ ଧାରା ଲାଗୁ ହେବ। ଏହି ଅନୁଯାୟୀ କୋଲକାତାର ଗୋଟିଏ ସ୍ଥାନରେ ପାଞ୍ଚରୁ ଅଧିକ ଲୋକ…

ମେଧା ପାଟକର ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୪ା୫: କୋର୍ଟ ମେଧା ପାଟକରଙ୍କୁ ଆପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ତତ୍କାଳୀନ କେଭିଆଇସି ଅଧ୍ୟକ୍ଷ ତଥା ଦିଲ୍ଲୀର ବର୍ତ୍ତମାନର ଲେଫ୍ଟନାଣ୍ଟ ଗଭର୍ନର ଭି.କେ ସାକ୍ସେନାଙ୍କ ତରଫରୁ ନର୍ମଦା ବଚାଓ ଆନ୍ଦୋଳନର କାର୍ଯ୍ୟକର୍ତ୍ତା ମେଧାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର…

କର୍ନାଟକ ସେକ୍ସ ଭିଡିଓ ସ୍କାଣ୍ଡାଲ: ପ୍ରଜ୍ଜ୍ୱଳ ରେଭାନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଲା କେନ୍ଦ୍ର

ନୂଆଦିଲ୍ଲୀ,୨୪।୫; କର୍ନାଟକ ସେକ୍ସ ଭିଡିଓ ସ୍କାଣ୍ଡାଲରେ ଜଡିତ ଏମପି ପ୍ରଜ୍ଜ୍ୱଳ ରେଭେନ୍ନାଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଛି କେନ୍ଦ୍ର। ଆଜି ବୈଦେଶିକ ମନ୍ତ୍ରଣାଳୟ ଏମପି ରେଭାନ୍ନାଙ୍କୁ ନୋଟିସ ପଠାଯାଇଛି। ଏହି ମାମଲା ଉପରେ କାରଣ ଦର୍ଶାଇବାକୁ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେକ୍ସ…

ଅଖିଳେଶଙ୍କ ଏହି ବିଧାୟିକା ଭାଜପା ପାଇଁ କରୁଛନ୍ତି ପ୍ରଚାର, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୨୪ା୫: ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୪ଟି ଆସନରେ ଶନିବାର ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଏକ ଫଟୋ ସାମ୍ନାକୁ ଆସିଛି। ଯାହା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଟେନ୍‌ସନ୍‌କୁ ବଢ଼ାଇ ଦେଇଛି। ସମାଜବାଦୀ ପାର୍ଟିର…

ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…

ଏବେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ନିର୍ବାଚନ ପରେ କ’ଣ ହେବାକୁ ଯାଉଛି କହିଲେ …

ଲକ୍ଷ୍ନୌ,୨୪।୫: ରାଜନୀତିର ଚାଣକ୍ୟ ପ୍ରଶାନ୍ତ କିଶୋର ଆଜିକାଲି ବେଶ ଚର୍ଚ୍ଚାରେ ଅଛନ୍ତି। ଯେକୌଣସି ନିର୍ବାଚନରେ ତାଙ୍କର ଆକଳନ ଉପରେ ସମସ୍ତଙ୍କ ନଜର ରହିଥାଏ। କାରଣ ତାଙ୍କ ଆକଳନ ଅନେକ ମାତ୍ରାରେ ଠିକ୍‌ ସାବ୍ୟସ୍ତ ହୋଇଥାଏ। ଏମିତିରେ ଚଳିତ ଲୋକ ସଭା ନିର୍ବାଚନକୁ…

ଦିଲ୍ଲୀ ଭୋଟ୍‌ ପୂର୍ବରୁ ମୋଦିଙ୍କୁ ଏହି କଥା କହି ପ୍ରଶଂସା କଲେ ଶୀଲା ଦୀକ୍ଷିତଙ୍କ ପୁଅ

ନୂଆଦିଲ୍ଲୀ,୨୪ା୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ଦିଲ୍ଲୀର ସମସ୍ତ ୭ଟି ଲୋକ ସଭା ଆସନରେ ମଧ୍ୟ ମତଦାନ ହେବ। ଏଥି ସହିତ, ଭୋଟ୍‌ ଦେବାର ଠିକ୍‌ ପୂର୍ବରୁ ଭେଟେରାନ…

ଇଣ୍ଡିଆ ମେଣ୍ଟର କିଏ ହେବ ପ୍ରଧାନମନ୍ତ୍ରୀ ଚେହେରା, ଏହିଦିନ ହେବ ଘୋଷଣା: ଜୟରାମ ରମେଶ

ନୂଆଦିଲ୍ଲୀ,୨୪।୫: ଲୋକସଭା ନିର୍ବାଚନ ଫଳାଫଳକୁ ନେଇ ସବୁ ଦଳ ନିଜର ବହୁମତ ପାଇଁ ଦାବିି କରୁଛନ୍ତି। ଏହାରି ଭିତରେ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଜୟରାମ ରମେଶ ମଧ୍ୟ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଜୁନ ୪ରେ କଂଗ୍ରେସ…

ନ୍ୟାୟିକ ହେପାଜତକୁ ଗଲେ ବିଭବ କୁମାର

ନୂଆଦିଲ୍ଲୀ,୨୪ା୫: ଏଏପି ନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କୋର୍ଟ ବିଶ୍ୱ କୁମାରଙ୍କୁ ୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଭବ କୁମାର ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ…

ଭୋଟ ପୂର୍ବରୁ କାଶୀବାସୀଙ୍କ ନାଁରେ ବିଶେଷ ବାର୍ତ୍ତା ଦେଲେ ମୋଦି, ୨୦୦୦ ଘରେ ପହଞ୍ଚିବ ଚିଠି, ଜାଣନ୍ତୁ କ’ଣ ମାଗିଲେ ପିଏମ

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ବାରାଣାସୀର ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ଦେଶର ସମସ୍ତ ଲୋକସଭା ଆସନ ତୁଳନାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବାରାଣାସୀର ସବୁଠାରୁ ବଡ ବିଜୟ ଦେବା ପାଇଁ ଭାଜପା ନିଜର ସମସ୍ତ ଶକ୍ତି ଲଗାଇଛି।…

କେଜରିଓ୍ବାଲଙ୍କ ଦମ୍ଭୋକ୍ତି, ଜେଲରୁ ନିର୍ବାଚନ ଲଢିଲେ ବି ୭୦ରୁ ୭୦ ଆସନରେ ଜିତିବି

ନୂଆଦିଲ୍ଲୀ,୨୪।୫: ଲୋକସଭା ନିର୍ବାଚନ ନେଇ ଚାଲିଥିବା ମାହୋଲ ମଧ୍ୟରେ ବିଧାନସଭା ନିର୍ବାଚନକୁ ନେଇ ଦମ୍ଭୋକ୍ତି ବାଢିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ। ସେ କହିଛନ୍ତି, ଯଦି ମୁଁ ଆଗାମୀ ବିଧାନସଭା ନିର୍ବାଚନ ଯାଏଁ ଜେଲରେ ରୁହେ, ତଥାପି ଆମ ଆଦମି ପାର୍ଟି(ଏଏପି)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri