Home Middle

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଆଉ ଏତିକି ଦିନ ରହିଲା ଇ-କେୱାଇସି ଯାଞ୍ଚ, ଶୀଘ୍ର କରନ୍ତୁ ନହେଲେ କଟିଯିବ ରାସନ କାର୍ଡ…

ଭୁବନେଶ୍ୱର,୧୨।୧୦: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର। ଇ-କଓ୍ବୋଇସ ଯାଞ୍ଚ ପ୍ରକ୍ରିୟାକୁ ନେଇ ବଡ଼ ଖବର ଦେଇଛନ୍ତି ଖାଦ୍ୟ ଯୋଗାଣ ତଥା ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ରାସନ କାର୍ଡଧାରୀଙ୍କ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୫ରୁ ୨୦…

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ।…

ନିର୍ମାଣ କାମ ବେଳେ ଭୁଶୁଡ଼ିଲା କାନ୍ଥ: ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ମେହସଣା(ଗୁଜରାଟ),୧୨।୧୦: ଗୁଜରାଟ ମେହସଣା ଜିଲାରେ ଶନିବାର ଏକ ଅଘଟଣ ଘଟିଛି। ଏକ ଘରୋଇ କମ୍ପାନୀର କାନ୍ଥ ଭୁଶୁଡ଼ି ୭ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏପରିକି କାନ୍ଥ ତଳେ କିଛି ଶ୍ରମିକ ଚାପି ହୋଇ ରହିଯାଇଥିବା ଅନୁମାନ କରାଯାଉଛି। ଏନେଇ ଜେସିବି ସାହାଯ୍ୟରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କଟକ ହେବ…

ଭୁବନେଶ୍ୱର,୧୨।୧୦:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ କଲି…

‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ: ତ୍ରୁଟି ଥିଲେ ଫୋନ୍‌ ଯିବ, ଯଦି…

ଭୁବନେଶ୍ୱର,୧୨।୧୦: ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯଦି କେହି ଯୋଗ୍ୟ ହିତାଧିକାରୀ ଥାଇ ବି ଟଙ୍କା ପାଇ ନ ଥିଲେ ତାଙ୍କୁ ଫୋନ୍‌ କଲ୍‌ ଯିବ। ଆବେଦନରେ ତ୍ରୁଟି କିମ୍ବା ଅନ୍ୟାନ୍ୟ ସମସ୍ୟା ଥିଲେ…

କ’ଣ ସେହି ଅକ୍ଟୋପସ ଓ୍ବାର, ଯେଉଁଥିରେ ଇସ୍ରାଏଲକୁ ଫସାଇଲା ଇରାନ, ସବୁଠି ହେଉଛି ଚର୍ଚ୍ଚା

ଜେରୁଜେଲମ,୧୨।୧୦: ମଧ୍ୟ ପୂର୍ବ ଅଞ୍ଚଳ ବର୍ତ୍ତମାନ ସମଗ୍ର ବିଶ୍ୱରେ ଯୁଦ୍ଧର ଆଖଡା ସ୍ଥଳ ପାଲଟିଛି। ଗତ ବର୍ଷ ଅକ୍ଟୋବରରେ ହମାସ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ବର୍ତ୍ତମାନ ଲେବାନନରେ ପହଞ୍ଚିଛି। ନିକଟରେ ଇରାନ ମଧ୍ୟ ଇସ୍ରାଏଲ ଉପରେ ବୋମା…

ଭାଜପାକୁ ନେଇ ଏମିତି ବୟାନ ଦେଲେ ଖାର୍ଗେ, ରାଗିବେ ମୋଦି

ନୂଆଦିଲ୍ଲୀ,୧୨।୧୦: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହି ସମୟରେ ସେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଦଳ ଆତଙ୍କବାଦୀଙ୍କ ଏକ…

‘ଗୋଟିଏ ସମ୍ପ୍ରଦାୟର ଲୋକେ ରଚୁଛନ୍ତି ଷଡଯନ୍ତ୍ର’, ଟ୍ରେନ ଦୁର୍ଘଟଣାକୁ ନେଇ ଏମିତି କହିଲେ ଗିରିରାଜ

ନୂଆଦିଲ୍ଲୀ,୧୨।୧୦: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ହରିୟାଣାରେ କଂଗ୍ରେସର ପରାଜୟକୁ ନେଇ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଏହାର ମୁକୁଟ ରାଜକୁମାରଙ୍କୁ ଲଞ୍ଚିଂ ପ୍ୟାଡକୁ ବାରମ୍ବାର ନେଇଥାଏ ଏବଂ ରାଜକୁମାର ଉନ୍ମୋଚିତ ହୁଏ…

ଝିଅ ପାଇଁ ମନ୍ତ୍ରୀ ପଦ, ୮ ବିଧାୟକଙ୍କ ସହ ବୈଠକ…, ଭାଜପାକୁ ଆଖି ଦେଖାଉଛନ୍ତି କି ଇନ୍ଦ୍ରଜିତ?

ଚଣ୍ଡିଗଡ଼,୧୨।୧୦: ହରିୟାଣା ବିଧାନସଭା ନିର୍ବାଚନ ପରେ ବର୍ତ୍ତମାନ ନୂତନ ସରକାର ଗଠନ ତାରିଖ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଚାଲିଛି। ଏହା ବ୍ୟତୀତ କ୍ୟାବିନେଟ ମଧ୍ୟ ଗଠନ କରିବାକୁ ପଡିବ। ଏଭଳି ସ୍ଥିତିରେ ବର୍ତ୍ତମାନ ଗୁରୁଗ୍ରାମର ଭାଜପା…

୬୦୦ ଭାରତୀୟ ସୈନ୍ୟ ବିପଦରେ

ନୂଆଦିଲ୍ଲୀ,୧୨ା୧୦: ଲେବାନନ୍‌ରେ ଥିବା ଜାତିସଂଘ ଶାନ୍ତିରକ୍ଷା ବାହିନୀକୁ ଟାର୍ଗେଟ କରି ଇସ୍ରାଏଲୀ ସେନାର ଆକ୍ରମଣ ଘଟଣାରେ ଭାରତ ଉଦ୍‌ବେଗ ପ୍ରକାଶ କରିଛି। ଦକ୍ଷିଣ ଲେବାନନ୍‌ର ନାକୁରାସ୍ଥିତ ୟୁଏନ୍‌ଆଇଏଫ୍‌ଆଇଏଲ୍‌ ମୁଖ୍ୟାଳୟରେ ଇସ୍ରାଏଲ୍‌ର ଆକ୍ରମଣ ଯୋଗୁ ଶାନ୍ତିବାହିନୀର ୨ ସୈନ୍ୟ ଆହତ ହୋଇଛନ୍ତି। ଲେବାନନ୍‌ରେ…

ଏନ୍‌ଡିଏରୁ ଓହରନ୍ତୁ ନୀତୀଶ

ଲକ୍ଷ୍ନୌ,୧୨ା୧୦: ସମାଜବାଦୀ ମାର୍ଗଦର୍ଶକ ତଥା ଜରୁରିକାଳୀନ ପରିସ୍ଥିତିର ଦୃଢ଼ ସମାଲୋଚକ ସ୍ବର୍ଗତ ଜୟପ୍ରକାଶ ନାରାୟଣଙ୍କୁ ନେଇ ୟୁପିର ଶାସକ ଭାଜପା ଏବଂ ବିରୋଧୀ ଏସ୍‌ପି ବର୍ତ୍ତମାନ ମୁହଁାମୁହଁି ସ୍ଥିତିରେ। ଶୁକ୍ରବାର ଏହି ସୋସିଆଲିଷ୍ଟ ନେତାଙ୍କ ଜୟନ୍ତୀ ଥିଲା। ଏହି ପରିପ୍ରେକ୍ଷୀରେ ଲକ୍ଷୌ…

ପୁଣି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: କିଛି ସମୟ ଅଟକିଗଲା ଶହ ଶହ ଲୋକଙ୍କ ନିଃଶ୍ୱାସ

ନୂଆଦିଲ୍ଳୀ,୧୨।୧୦: ତାମିଲନାଡୁରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ମହୀଶୂରରୁ ବିହାରର ଦରଭଙ୍ଗା ଅଭିମୁଖେ ଯାଉଥିବା ମହୀଶୂର-ଦରଭଙ୍ଗା ବାଗମତି ଏକ୍ସପ୍ରେସ ଟ୍ରେନ (୧୨୫୭୮) କଭାରପେଟ୍ଟାଇ ରେଳ ଷ୍ଟେଶନ ନିକଟରେ ଏକ ମାଲଗାଡି ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?