ଲୋକ ସଭା ନିର୍ବାଚନ ପରେ ଉପ ନିର୍ବାଚନରେ ହଜାର କୋଟି ଖର୍ଚ୍ଚ କରିବ ଇଲେକ୍ସନ କମିଶନ, ରାହୁଲ ଗାନ୍ଧୀଙ୍କ ସମେତ ଦାୟୀ ଆଉ ୧୦ ନେତା
ନୂଆଦିଲ୍ଲୀ,୨୧।୬: ସମଗ୍ର ଦେଶର ଲୋକ ସଭା ନିର୍ବାଚନର ଉତ୍ସାହ ଏବଂ ଚାରିଟି ରାଜ୍ୟର ବିଧାନସଭା ନିର୍ବାଚନର ଉତ୍ସାହ ଏବେ ପର୍ଯ୍ୟନ୍ତ କମିନାହିଁ ଏବଂ ବର୍ତ୍ତମାନ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସାଧାରଣ ନିର୍ବାଚନରେ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ…
ଲୋକ ସଭାରେ ଭର୍ତ୍ତୃହରୀଙ୍କ ନିଯୁକ୍ତିକୁ ବିରୋଧ କରୁଛି କଂଗ୍ରେସ, ଜାଣନ୍ତୁ କାରଣ…
ନୂଆଦିଲ୍ଲୀ,୨୧।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ତୃତୀୟ ସରକାରଙ୍କ ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ବରିଷ୍ଠ ଏମ୍ପି ଭର୍ତ୍ତୃହରୀ ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ୧୮ତମ ଲୋକ…
ବାଣୀବିହାରରେ ପୁଣି ଆରମ୍ଭ ହେବ ଯୋଗ ବିଭାଗ
ଭୁବନେଶ୍ୱର,୨୧।୬: ଜୁନ ୨୧ରେ କେବଳ ଆମ ରାଜ୍ୟରେ ନୁହେଁ ସାରା ଦେଶରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ତେବେ ଏନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବାକୁ ଯାଉଛି ଯୋଗ ବିଭାଗ । କୌଣସି…
ସରକାରଙ୍କ ଘୋଷଣା: ୨୦୩୬ ପର୍ଯ୍ୟନ୍ତ ହକି ଇଣ୍ଡିଆର ପ୍ରାୟୋଜକ ରହିବ ଓଡ଼ିଶା
ଭୁବନେଶ୍ୱର,୨୧।୬: ୨୦୩୬ ଯାଏ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ରହିବ। ଏନେଇ ସରକାର ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। ୨୦୩୩ରୁ ୨୦୩୬ ପର୍ଯ୍ୟନ୍ତ ପ୍ରାୟୋଜକ ଅବଧି ବୃଦ୍ଧି ନେଇ ସୂଚନା ମିଳିଛି। ଓଡ଼ିଶା ୨୦୧୮ରୁ ହକି ଇଣ୍ଡିଆର ପ୍ରାୟୋଜକ ରହିଛି…
ପ୍ରତିଦିନ ଏହି ସମୟରେ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ…
NEET ପେପର ଲିକ୍ ଉପରେ ନୂଆ ଆଇନ ଆଣିବେ ଯୋଗୀ ସରକାର
ଲକ୍ଷ୍ନୌ,୨୧ା୬: ପ୍ରତିଯୋଗିତାମୂଳକ ପରୀକ୍ଷାରେ ପେପର ଲିକ୍ ପ୍ରସଙ୍ଗ ଆଜିକାଲି ଚର୍ଚ୍ଚାରେ ରହିଛି। ନିକଟରେ ଉତ୍ତରପ୍ରଦେଶ ପୋଲିସ ନିଯୁକ୍ତି ପରୀକ୍ଷାର ପେପର ଲିକ୍ ହୋଇଥିଲା। ଏବେ NEET ଏବଂ UGC- NET ପେପର ଲିକ୍ ହେବା ପରେ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି।…
କେଜ୍ରିଓ୍ବାଲଙ୍କୁ ବଡ଼ ଝଟକା; ଜାମିନ ଉପରେ ରୋକ ଲଗାଇଲେ ହାଇକୋର୍ଟ
ନୂଆଦିଲ୍ଲୀ,୨୧।୬: ମଦ ଦୁର୍ନୀତି ମାମଲାରେ ନିମ୍ନ ଅଦାଲତରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କେଜ୍ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନକୁ ବିରୋଧ କରି…
କେଜରିଓ୍ବାଲଙ୍କୁ ଝଟ୍କା
ନୂଆଦିଲ୍ଲୀ,୨୧।୬: ଦିଲ୍ଲୀ ଲିକର ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କେଜରିୱାଲଙ୍କ ଜାମିନ ଆବେଦନ ବିରୋଧରେ ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନିମ୍ନ ଅଦାଲତର ଆଦେଶ ଶୁଣାଣି ପର୍ଯ୍ୟନ୍ତ ରହିବ। ଅର୍ଥାତ୍…
କେଜ୍ରିଓ୍ବାଲ ଜେଲ୍ରୁ ବାହାରିବା ପୂର୍ବରୁ ହାଇକୋର୍ଟ ଗଲା ଇଡି
ନୂଆଦିଲ୍ଲୀ,୨୧ା୬: ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଦିଆଯାଇଥିବା ଜାମିନ ବିରୋଧରେ ଇଡି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟଙ୍କ ନିକଟରେ ପହଞ୍ଚିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିର ଓକିଲମାନେ ହାଇକୋର୍ଟର ଅବକାଶ ବେଞ୍ଚରେ ଏହି…
ଜାହାଜ ଉପରେ ଯୋଗ କଲେ ନୌସେନା ଯବାନ
ନୂଆଦିଲ୍ଲୀ,୨୧ା୬: ସାରା ବିଶ୍ୱର କୋଣ ଅନୁକୋଣରେ ଯୋଗାଭ୍ୟାସ କରାଯାଉଛି। ଯୋଗ ଦ୍ୱାରା ମନ ଶାନ୍ତ ଓ ଶରୀର ସୁସ୍ଥ ରହିଥାଏ । ଏହା ମାନସିକ ଓ ଆଧ୍ୟାତ୍ମିକ ଅଭିବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ। ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ୍ ୨୧ରେ…
ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ
ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍ ଜୁନ୍ ୨୧ରେ ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳନ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହି ଦିବସରେ ସାମିଲ…
ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦଶମ ଅନ୍ତର୍ଜାତୀୟ ଯୋଗ ଦିବସରେ ଶେର-ଇ-କାଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ରରେ ଯୋଗ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଏବଂ ଧ୍ୟାନର ଦେଶ କଶ୍ମୀରକୁ ଆସିବାର…
Archives


