ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ଟାର୍ଗେଟ୍, କପି କଲୁ ବୋଲି ଯେଉଁ କହୁଛନ୍ତି, ସେମାନେ ତ କାଳିଆ…
ଭୁବନେଶ୍ୱର,୯।୯(ସୁନିତ୍ ମିଶ୍ର): ନୂଆଖାଇ ଅବସରରେ ରାଜ୍ୟର ଭାଜପା ସରକାର ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବା ସଙ୍ଗେ ସଙ୍ଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ବନ୍ଧିତ ପୋର୍ଟାଲର ଉନ୍ମୋଚନ କରିଛନ୍ତି। ଏହି ଯୋଜନା ଦ୍ୱାରା ଚାଷୀ ଉପକୃତ ହେବେ ବୋଲି…
‘ଭାରତରେ ଏବେ କେହି ପ୍ରଧାନମନ୍ତ୍ରୀଙ୍କୁ ଡରୁ ନାହାଁନ୍ତି…’, ବିଦେଶରେ ଭାଜପାକୁ ଟାର୍ଗେଟ କଲେ ରାହୁଲ
ଡଲାସ,୯।୯: ଆମେରିକା ଗସ୍ତରେ ଥିବା ରାହୁଲ ଗାନ୍ଧୀ ଟେକ୍ସାସରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଭାରତର ଭାଜପା ସରକାର ଉପରେ ଖୁବ ବର୍ଷିଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ଆରଏସଏସ ବିଶ୍ୱାସ କରେ ଯେ ଭାରତ ଏକ ବିଚାର ଏବଂ ଆମେ ବିଶ୍ୱାସ…
ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, କହିଲା ଭଲ ସମ୍ପର୍କ ଚାହୁଁଛୁ ହେଲେ…
ଢାକା,୯।୯: ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର ମହମ୍ମଦ ୟୁନୁସ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଭଲ ସମ୍ପର୍କ ଚାହୁଁଛି,…
ପୁଣି ଧର୍ମେନ୍ଦ୍ରଙ୍କ ବଡ଼ ବୟାନ, କହିଲେ ବଲାଙ୍ଗୀର, ସମ୍ବଲପୁରରେ ସବୁଠୁ ଶାସନ…
ଭୁବନେଶ୍ୱର,୯।୯(ସୁନିତ୍ ମିଶ୍ର): ଓଡ଼ିଶାରେ ଜନାଦେଶ ସ୍ବୀକୃତି ପାଇଥିବା ଭାଜପା ସରକାର ବହୁତ କମ୍ ସମୟ ମଧ୍ୟରେ ଅନେକ କଲ୍ୟାଣକାରୀ ଯୋଜନାକୁ କାର୍ଯ୍ୟକାରୀ କରୁଛି। ଗରିବ, ଚାଷୀ, ମହିଳା, ଯୁବକ, ପଛୁଆ ତଥା ସବୁ ବର୍ଗର ଉନ୍ନତି ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତାରେ…
କୋଲକାତା ଟ୍ରେନି ମହିଳା ଡାକ୍ତର ବଳାତ୍କାର ଘଟଣାକୁ ମାସେ ପୂରିଲା, ଆଜି ସୁପ୍ରିମକୋର୍ଟ୍ରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବ ସିବିଆଇ
କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍ ୯ ତାରିଖରେ ମାସେ ପୂରିଛି। ଏନେଇ ଆଜି ସୁପ୍ରିମକୋର୍ଟ୍ରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବ ସିବିଆଇ। ସୁପ୍ରିମକୋର୍ଟ ଓ୍ବେବ୍ସାଇଟ୍ରେ ଦର୍ଶାଯାଇଛି…
ଗୋଟିଏ ରାତିରେ ୩ ନାବାଳିକା ଝିଅଙ୍କ ଜୀବନ ନେଲା ବିଷଧର ସାପ, ବାପା ଗୁରୁତର
ବୌଦ୍ଧ,୯ା୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଟିକରପଡ଼ା ପଞ୍ଚାୟତର ଚରିଆପାଲି ଗାଁରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ସାପକାମୁଡ଼ାରେ ଗୋଟିଏ ପରିବାରର ୩ ନାବାଳିକା ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି। ମୃତ ଭଉଣୀଙ୍କ…
୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୯ା୯: ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ସୋମବାର ୩ ଘଣ୍ଟା ପାଇଁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩…
ବ୍ଲାକ୍ରୋଜ୍ ଜାହାଜ ବୁଡ଼ିକୁ ୧୫ ବର୍ଷ ପୂରିଲା: ସରୁନି ତଦନ୍ତ, ହେଉନି ରହସ୍ୟ ଉନ୍ମୋଚନ
ପାରାଦୀପ,୯।୯(ଶରତ ରାଉତ): ପାରାଦୀପ ବନ୍ଦର ନିକଟରେ ଏମ୍ଭି ବ୍ଲାକ୍ରୋଜ୍ ଜାହାଜ ବୁଡ଼ି ଘଟଣାକୁ ସୋମବାର ୧୫ ବର୍ଷ ପୂରୁଛି। ବନ୍ଦରଠାରୁ ୬ କି.ମି. ସମୁଦ୍ରର ଆଙ୍କରେଜ୍ ଏରିଆରେ ୨୦୦୯ ସେପ୍ଟେମ୍ବର ୯ରେ ଏହି ଜାହାଜ ବୁଡ଼ି ଯାଇଥିଲା। ପ୍ରାୟ ୨୦୧୪ ମସିହା…
ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା, ଏହି ଖେଳାଳିଙ୍କୁ ପ୍ରଥମ ଥର ମିଳିଲା ସୁଯୋଗ
ମୁମ୍ବାଇ,୮।୯: ବାଂଲାଦେଶ ବିପକ୍ଷ ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ପ୍ରଥମ ଟେଷ୍ଟ ପାଇଁ ଘୋଷଣା କରାଯାଇଥିବା ଦଳକୁ ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁର୍ଘଟଣା କାରଣରୁ ଦୀର୍ଘ…
ଚିରାଗଙ୍କୁ କଣ୍ଟ୍ରୋଲ କରିବା ପାଇଁ ବଡ଼ ଗେମ୍ ଖେଳିଲା ଭାଜପା, ପଶୁପତିଙ୍କ ସହ ବଡ଼ ଡିଲ! ଜଣାପଡିଲା ଭିତିରି କଥା…
ନୂଆଦିଲ୍ଲୀ,୮।୯: ଗତ କିଛିଦିନ ଧରି କେନ୍ଦ୍ର ମନ୍ତ୍ରୀ ତଥା ଲୋକଜନଶକ୍ତି ପାର୍ଟିର ଅଧ୍ୟକ୍ଷ ଚିରାଗ ପାସଓ୍ବାନ କେନ୍ଦ୍ର ସରକାରଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିରାଗଙ୍କ ଏହିସବୁ ବୟାନକୁ ନେଇ ହରଡଘଣାରେ ପଡିଛନ୍ତି ଭାଜପା ହାଇକମାଣ୍ଡ। ତେବେ ଚିରାଗଙ୍କ…
କୃଷି ବିଦ୍ୟାନିଧି ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ଲକ୍ଷାଧିକ ଛାତ୍ରୀଛାତ୍ର
ସମ୍ବଲପୁର,୮।୯: ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃଷି ପରିବାରକୁ ଆଉ ଏକ ଉପହାର ଦେଇଛନ୍ତି । ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା ଘୋଷଣା କରାଯାଇଛି…
ସି.ଏମ୍. କିଷାନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪୬ ଲକ୍ଷ ଓ ଭୂମିହୀନ
ସମ୍ବଲପୁର,୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ୍. କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର…
Archives


