ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…
ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଭେଟିବାକୁ ତାଙ୍କ ବାସଭବନକୁ ଯାଇଥିଲେ। ସେଠାରେ କର୍ମଚାରୀମାନେ ମୋତେ…
ଖୋର୍ଦ୍ଧା ରାଜନୀତିରେ ରୋଚକ: ଭାଜପାରେ ସାମିଲ ହେଲେ ବିଧାୟକ ଜିତୁ ମିତ୍ର
ଭୁବନେଶ୍ୱର,୨୩।୫: ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ତେବେ ଜିତୁ ଭାଜପାରେ ମିଶୁମିଶୁ ଅପରାଜିତା ଷଡ଼ଙ୍ଗୀ ଓ ପ୍ରଶାନ୍ତ ଜଗଦ୍ଦେବଙ୍କ ପାଇଁ ପ୍ରଚାର ଆରମ୍ଭ କରି ଦେଇଛନ୍ତି। ଗୋଶାଳା ପଡ଼ିଆରୁ ବାହାରିଥିବା ରୋଡ ଶୋ’ରେ ସେ ସାମିଲ…
ଗାଈ କ୍ଷୀର ଦେଇନାହିଁ, ଘିଅ ଖାଇବାକୁ ଲାଗିଛି ଝଗଡା: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୩।୫: ୨୦୨୪ ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପ୍ରଚାର ପାଇଁ ହରିୟାଣାର ମହେନ୍ଦ୍ରଗଡରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଛନ୍ତି। ୭ଟି ଜନ୍ମରେ ମଧ୍ୟ ସେମାନଙ୍କ ସରକାର ଗଠନ ହେବ ନାହିଁ ବୋଲି ସେ…
ମଥୁରା-କାଶୀରେ ମନ୍ଦିର, ପିଓକେ ଭାରତର ହେବ; ହିମନ୍ତ କହିଲେ ୪୦୦ ଆସନ ଜିତିଲେ କ’ଣ କ’ଣ କରିବ ଭାଜପା…
ନୂଆଦିଲ୍ଲୀ,୨୩।୫: ଭାଜପା ଲୋକ ସଭା ନିର୍ବାଚନ ୨୦୨୪ ଲାଗି ୩୭୦ରୁ ଅଧିକ ଆସନ ଜିତିବାର ଲକ୍ଷ୍ୟ ରଖିଛି। ଏଥିସହ ଏନ୍ଡିଏ ଲାଗି ୪୦୦ରୁ ଅଧିକ ଟାର୍ଗେଟ ସ୍ଥିର କରାଯାଇଛି। ତେବେ ଦଳ ନିଶ୍ଚିତ ଭାବେ ନିର୍ଦ୍ଧାରିତ ଆସନରେ ବିଜେତା ହେବ ବୋଲି…
ଜୁନ ୪ରେ ଭାଜପା ଆଉ ଶେୟାର ବଜାର ଉଭୟ ମନାଇବେ ଉତ୍ସବ: ମୋଦି
ନୂଆଦିଲ୍ଲୀ,୨୩।୫: ଜୁନ ୪ରେ ଲୋକ ସଭା ନିର୍ବାଚନ ଫଳାଫଳ ଦିନ ଷ୍ଟକ ମାର୍କେଟରେ କ’ଣ ହେବ, ଷ୍ଟକ ମାର୍କେଟ ନୂଆ ଶିଖରକୁ ଛୁଇଁବ ନା ବଜାର ହ୍ରାସ ପାଇବ। ଏହି ପ୍ରଶ୍ନ ଗତ କିଛି ଦିନ ହେବ ପ୍ରତ୍ୟେକ ସାଧାରଣ ନିବେଶକଙ୍କ…
ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କେଜ୍ରିଓ୍ବାଲ ଚୁପ୍ କାହିଁକି: ସ୍ମୃତି ଇରାନୀ
ନୂଆଦିଲ୍ଲୀ,୨୩ା୫: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଏଏପିର ରାଜ୍ୟ ସଭା ଏମ୍ପି ସ୍ବାତୀ ମାଲିଓ୍ବାଲଙ୍କ ସହ ଅସଦାଚରଣ ତଥା ଆକ୍ରମଣ ମାମଲାରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ଏହି ପ୍ରସଙ୍ଗରେ କେଜ୍ରିଓ୍ବାଲ କାହିଁକି ନୀରବତା ଅବଲମ୍ବନ କରୁଛନ୍ତି ବୋଲି ସ୍ମୃତି ପଚାରିଛନ୍ତି। ସେ…
୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଜାଣନ୍ତୁ କେଉଁଠି ଛୁଇଁବ ଉପକୂଳ
ଭୁବନେଶ୍ୱର,୨୩।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା…
‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ହେଉ’
ବାଣପୁର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ…
ଭାଜପାର ନୋଟିସ୍କୁ ନେଇ ଜୟନ୍ତ ସିହ୍ନାଙ୍କ ବଡ଼ ବୟାନ; ମତଦାନ, ଦଳୀୟ ପ୍ରଚାରଠାରୁ ଦୂରରେ ରହିବାକୁ ନେଇ କହିଲେ…
ନ୍ନୂଆଦିଲ୍ଲୀ,୨୩।୫: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ଭେଟେରାନ ନେତା ଜୟନ୍ତ ସିହ୍ନା ଦଳର କାରଣ ଦର୍ଶାଅ ନୋଟିସ୍କୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଏହି ନୋଟିସ୍ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିବା କହିଛନ୍ତି। ତେବେ ତାଙ୍କୁ ଚଳିତ ଲୋକ ସଭା ନିର୍ବାଚନରେ…
ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ
ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ…
ବୁଲ୍ଡୋଜର ମଡ଼ାଇ ଫସିଲେ ଆସାମ ମୁଖ୍ୟମନ୍ତ୍ରୀ, ଦେବାକୁ ପଡ଼ିଲା ଏତିକି ଟଙ୍କା ଜରିମାନା
ନୂଆଦିଲ୍ଲୀ,୨୩ା୫: ବୁଲ୍ଡୋଜର ମଡ଼ାଇବା ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସରକାରଙ୍କୁ ମହଙ୍ଗା ପଡ଼ିଛି। ଏନେଇ ସରକାରଙ୍କୁ ଲକ୍ଷ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ବାସ୍ତବରେ ଆସାମ ସରକାର ସେହି ପାଞ୍ଚଟି ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିଛନ୍ତି।…
‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍ଜା କରିଛନ୍ତି’
ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।…
Archives


