Home Middle

ଆଧିପତ୍ୟ ଯୁଗ ଶେଷ

ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସକଙ୍କ ମଧ୍ୟରୁ ଅନେକେ ଏହି ତୃତୀୟ ଶାସନ ପାଳିରେ ମନ୍ଥରତା ଏବଂ ଲକ୍ଷ୍ୟହୀନତାକୁ ଅନୁଭବ କରୁଛନ୍ତି। ଫେବୃଆରୀରେ ସଂସଦର ନୂତନ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ, ଭାଜପାର ତୃତୀୟ କାର୍ଯ୍ୟକାଳର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତା ପରବର୍ତ୍ତୀ ୧୦୦୦ ବର୍ଷକୁ ପ୍ରଭାବିତ…

ଏହି ୩ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୬ା୧୦: ରାଜ୍ୟର କିଛି ଜିଲାରେ ପ୍ରବଳ ଗରମ ଅନୁଭୂତ ହେଉଥିବା ବେଳେ ଆଉ କିଛି ଜିଲାରେ ପାଗ ମେଘୁଆ ରହୁଛି। ଆଉ କିଛି ଜିଲାରେ କୁହୁଡ଼ି ପଡୁଥିବାର ମଧ୍ୟ ଦେଖିବାକୁ ମିଳୁଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୩ ଜିଲାକୁ…

ଜମ୍ମୁ-କଶ୍ମୀରରେ ପଲଟିଲା ବାଜି, ଏଥର ଚମକାଇଦେଲା ଏକଜିଟ ପୋଲ୍‌

ନୂଆଦିଲ୍ଲୀ,୫।୧୦:ପ୍ରାୟ ୧୦ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହୋଇଛି। ଏଠାରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ଯ୍ୟାୟରେ ନିର୍ବାଚନ ହୋଇଛି। ଅକ୍ଟୋବର ୮ରେ ଭୋଟ ଫଳାଫଳ ପ୍ରକାଶ ପାଇବ, କିନ୍ତୁ ଏହାପୂର୍ବରୁ ଏକଜିଟ ପୋଲ ଓ…

ହରିୟାଣା ଏକଜିଟ୍‌ ପୋଲ୍‌: ଭାଜପାକୁ ଜବରଦସ୍ତ ଝଟ୍‌କା, ସରକାର ଗଢିବାକୁ ଯାଉଛି…

ନୂଆଦିଲ୍ଲୀ,୫।୧୦: ଆସିଛି ଭୋଟ ବାହୁଡା ମତ। ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନର ଭୋଟିଂ ସରିବା ପରେ ପ୍ରକାଶ ପାଇଛି ଏକଜିଟ୍‌ ପୋଲ୍‌। ହରିୟାଣା ବିଧାନସଭାର ୯୦ଟି ଆସନ ପାଇଁ ଭୋଟ ଶେଷ ହେବା ପରେ ସମସ୍ତଙ୍କ ଅପେକ୍ଷା ଅକ୍ଟୋବର ୮କୁ।…

ହରିୟାଣା ଏକଜିଟ ପୋଲ୍‌ ପୂର୍ବରୁ ପଲଟିଗଲା ବାଜି! ଏଥର ଭାଜପା…

ନୂଆଦିଲ୍ଲୀ,୫।୧୦: ଆଜି ହରିୟାଣା, ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ ପୂର୍ବରୁ ଏକଜିଟ ପୋଲ ଫଳାଫଳ ଆସିବାକୁ ଯାଉଛି। ହରିୟାଣାରେ ଭୋଟ ସଂଧ୍ୟା ୫ଟାରେ ଶେଷ ହେବ ଏବଂ ଏକଜିଟ ପୋଲ ଫଳାଫଳ ସଂଧ୍ୟା ୬ଟାରେ ଆସିବା ଆରମ୍ଭ ହେବ। ଗୋଟିଏ…

କାହାର ପଲ୍ଲା ଭାରି? ହରିୟାଣା ନିର୍ବାଚନରେ ଏକଜିଟ ପୋଲ୍‌କୁ ନେଇ ବଡ଼ ଖୁଲାସା!

ନୂଆଦିଲ୍ଲୀ,୫।୧୦: ଭୋଟ ଏବଂ ଭୋଟ ଗଣନା ମଧ୍ୟରେ ଗଣମାଧ୍ୟମରେ ପ୍ରକାଶିତ ତଥ୍ୟକୁ ନିର୍ବାଚନୀ ଭାଷାରେ ଏକଜିଟ ପୋଲ କୁହାଯାଏ। ହରିୟାଣା ଏବଂ ଜମ୍ମୁ କଶ୍ମୀର ନିର୍ବାଚନ ପରେ ଆଜି ଅନେକ ସର୍ଭେ ଏଜେନ୍ସି ଏନେଇ ତାଙ୍କ ଏକଜିଟ ପୋଲ ପ୍ରକାଶ କରିବେ।…

ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…

ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍‌ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର…

ପିଏମ୍‌ ଓ ସିଏମ କିଷାନକୁ କୃଷି ସଚିବଙ୍କ ବଡ଼ ବୟାନ : ଶୀଘ୍ରଶୀଘ୍ର କରନ୍ତୁ…

ଭୁବନେଶ୍ୱର, ୫।୧୦: ପିଏମ୍‌ ଓ ସିଏମ କିଷାନକୁ ନେଇ ଖୁସି ଖବର। ବଡ ବୟାନ ଦେଲେ କୃଷି ସଚିବ ଅରବିନ୍ଦ ପାଢୀ। ସଚିବ ପାଢ଼ୀ କହିଛନ୍ତି,ଯୋଜନାରୁ ବାଦ ପଡିଥିଲେ ପୁଣି ସାମିଲ ହୋଇପାରିବେ ଚାଷୀ । ଯୋଜନାରୁ ବାଦ ପଡିଥିବା ହିତାଧିକାରୀଙ୍କୁ…

ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କଡ଼ା ଟାର୍ଗେଟ୍‌, କହିଲେ ଲୋକେ ଯେଉଁ ଭୂମିକା ଦେଇଛନ୍ତି…

ଭୁବନେଶ୍ୱର,୫ା୧୦: ଶନିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। କିଛିଦିନ ତଳେ ଭାଜପା ମିଛ କହୁଛି ବୋଲି ନବୀନ କହିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭାଜପା କ୍ଷମତାକୁ ଆସିଥିଲେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ରାଜ୍ୟରେ…

ଭୁବନେଶ୍ୱର,୫ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଶହୀଦ ବାଜି ରାଉତଙ୍କ ଜୟନ୍ତୀକୁ ଏଣିକି ସରକାରୀସ୍ତରରେ ପାଳନ କରାଯିବ। ଓଡ଼ିଶାର ସର୍ବକନିଷ୍ଠ ବରପୁତ୍ରଙ୍କୁ ସମ୍ମାନ ଜଣାଇବା ପାଇଁ ରାଜ୍ୟସ୍ତରୀୟ ବାଜି ରାଉତ ଜୟନ୍ତୀ…

ଭାଜପାର ବଡ଼ ଆକ୍ସନ: ଦଳରୁ ବିଦା ହେଲେ ୪ ବଡ଼ ନେତା

ଚଣ୍ଡିଗଡ,୫।୧୦: ହରିୟାଣାରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ଭାଜପା ଚାରିଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ଚାରିଜଣ ହିସାର ବିଧାନସଭା ଠାରୁ ସ୍ବାଧୀନ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଦଳରୁ ବହିଷ୍କୃତ ହୋଇଥିବା ନେତାଙ୍କ ମଧ୍ୟରେ ଭାଜପାର କୁରୁକ୍ଷେତ୍ର…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ, କୁପୱାଡାରେ ସୁରକ୍ଷା ବାହିନୀ ଦ୍ୱାରା ସୀମା ଆରପାରିକୁ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?