Home Middle

ଯଦି ସରକାର ନ ମାନନ୍ତି ତେବେ…ସ୍ବାଧୀନ ଭାରତରେ ପ୍ରଥମଥର ହେବ ଲୋକ ସଭା ବାଚସ୍ପତି ପାଇଁ ନିର୍ବାଚନ

ନୂଆଦିଲ୍ଲୀ,୧୮।୬: ଲୋକ ସଭାରେ ଡେପୁଟି ସ୍ପିକର ପଦବୀ ଦାବିରେ ଜିଦ ଧରିଥିବା ବିରୋଧୀ ଚେତାବନୀ ଦେଇଛନ୍ତି ଯେ ଯଦି ସରକାର କୌଣସି ବିରୋଧୀଦଳର ନେତାଙ୍କୁ ଡେପୁଟି ସ୍ପିକର କରିବାକୁ ରାଜି ନ ହୁଅନ୍ତି, ତେବେ ସେମାନେ ଲୋକ ସଭା ବାଚସ୍ପତି ପଦ…

ଆଜି ଏତିକି ବେଳେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ କିସ୍ତି ଟଙ୍କା

ଭୁବନେଶ୍ୱର,୧୮ା୬ (ଅନିଲ ଦାସ):କେନ୍ଦ୍ର ସରକାର ଚାଷୀଙ୍କୁ ଜୁନ୍‌ ୧୮ରେ ପିଏମ୍‌-କିଷାନ ଯୋଜନାରେ ୧୭ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ସାରା ଦେଶରେ ଏହି ଦିନକୁ ପିଏମ୍‌-କିଷାନ ଉତ୍ସବ ଦିବସ ଆକାରରେ ପାଳନ କରାଯାଉଛି। ଓଡ଼ିଶାରେ ମଧ୍ୟ ମଙ୍ଗଳବାର ଅପରାହ୍ନ ୪ଟା ୩୦ରୁ…

ରେଳ ମନ୍ତ୍ରଣାଳୟର ଅବ୍ୟବସ୍ଥାକୁ ଦାୟୀ କଲେ ବିରୋଧୀ

ନୂଆଦିଳ୍ଲୀ,୧୮ା୬: ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାକୁ ନେଇ କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ କେନ୍ଦ୍ର ସରକାର ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟାର୍ଗେଟ କରିଛନ୍ତି। ରେଳ ମନ୍ତ୍ରଣାଳୟର ଅତ୍ୟନ୍ତ କୁପରିଚାଳନା କାରଣରୁ ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣା ଘଟି ଏତେସଂଖ୍ୟାରେ ଲୋକଙ୍କ ଜୀବନ ଗଲା। ଏଥିପାଇଁ…

ହୋଇଗଲା ଫାଇନାଲ! ଓଡ଼ିଶାର ଏହି ନେତାଙ୍କୁ ମିଳିପାରେ ଲୋକ ସଭାର ବାଚସ୍ପତି ପଦ

ନୂଆଦିଲ୍ଲୀ,୧୭।୬: ଲୋକ ସଭାରେ ବାଚସ୍ପତି କିଏ ହେବେ, ତା’କୁ ନେଇ ସସପେନ୍ସ ଜାରି ରହିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ସୂଚନାନୁଯାୟୀ, ବାଚସ୍ପତି ଦୌଡରେ ସବୁଠାରୁ ଆଗରେ ଅଛନ୍ତି ଓଡ଼ିଶାର କଟକରୁ ଜିତିଥିବା ଭର୍ତ୍ତୃହରି ମହାତବ ଓ…

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ ଏମ୍‌ପି ରହିବେ। ଏଥିସହିତ ଖାର୍ଗେ ଆଉ ଏକ ବଡ଼ ଘୋଷଣା କରି କହିଛନ୍ତି, କଂଗ୍ରେସ…

ଜାଣନ୍ତୁ କେଉଁ ଜିଲାରେ ଖୋଲିବ ସ୍କୁଲ, କେଉଁଠି ରହିବ ବନ୍ଦ

ଭୁବନେଶ୍ୱର,୧୭।୬: ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲାପାଳମାନେ ସ୍କୁଲ ଖୋଲିପାରିବେ। ଏହି କ୍ରମରେ ଆସନ୍ତାକାଲି ଦେବଗଡ଼…

ସ୍କୁଲ ଖୋଲିବାକୁ ନେଇ ଆସିଲା ବଡ଼ ଅପଡେଟ୍‌, ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍‌ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ…

କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ଘଟଣା: ୧୯ ଟ୍ରେନ୍‌ ବାତିଲ୍‌

କୋଲକାତା, ୧୭।୬: କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣା ପରେ ୧୯ ଟ୍ରେନକୁ ବାତିଲ କରାଯାଇଛି । ଦୁଇଟି ଟ୍ରେନ୍‌ର ୪ ବଗି ଏବଂ ୫ ୱାଗନ ଲାଇନ୍‌ଚ୍ୟୁତ ହୋଇ ଅନ୍ୟ ଟ୍ରାକ୍‌ ଉପରେ ପଡ଼ିରହିଛି । ତେଣୁ ଏହି ରୁଟ୍‌ ଦେଇ ଯିବାକୁ…

ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ…

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ

ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ ତ୍ରୁଟିରୁ ଘଟିଥିବା କହିଛନ୍ତି ରେଲୱେ ବୋର୍ଡ ସିଇଓ ଜୟା ବର୍ମା ସିହ୍ନା। ପ୍ରାରମ୍ଭିକ ତଦନ୍ତରୁ…

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri