ଅସ୍ତିତ୍ୱ ହରାଇବ ଇସ୍ରାଏଲ୍
ତେହରାନ/ଜେରୁଜେଲମ୍,୫ା୧୦: ଇରାନ ପକ୍ଷରୁ ଇସ୍ରାଏଲ୍ ଉପରେ କରାଯାଇଥିବା ସଦ୍ୟ ମିଶାଇଲ ମାଡ଼କୁ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ପ୍ରଶଂସା କରିବା ସହ ଆବଶ୍ୟକ ପଡ଼ିଲେ ପୁଣି ଆକ୍ରମଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଏଥିସହ ଇରାନର ଜବାବରେ ଇସ୍ରାଏଲ୍ ଅସ୍ତିତ୍ୱ…
ଅଦାଲତ ଅବମାନନା କରି ଘର ଭାଙ୍ଗିଲେ ନିର୍ମାଣ ନିର୍ଦ୍ଦେଶ ଦିଆଯିବ
ନୂଆଦିଲ୍ଲୀ,୫ା୧୦(ପି.ଟି.): ଅଦାଲତଙ୍କ ନିର୍ଦ୍ଦେଶର ଅବମାନନା କରି ଯଦି ଅଧିକାରୀ କାହାର ଘର ଭାଙ୍ଗନ୍ତି, ତେବେ ତାଙ୍କୁ ଉକ୍ତ ଘର ନିର୍ମାଣ ପାଇଁ ନିର୍ଦ୍ଦେଶ ଦିଆଯିବ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଅଦାଲତଙ୍କ ବିନା ଅନୁମତିରେ ଦେଶରେ କାହାର ଘର ଭଙ୍ଗାଯାଇପାରିବ ନାହିଁ…
ହରିୟାଣାର ୯୦ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ, ଲୋକଙ୍କ ମଧ୍ୟରେ ଅଦ୍ଭୁତ ଉତ୍ସାହ
ଚଣ୍ଡିଗଡ଼,୫।୧୦: ହରିୟାଣା ବିଧାନସଭା ଆସନ ପାଇଁ ହେବାକୁ ଥିବା ଭୋଟ ଗ୍ରହଣର ଅପେକ୍ଷାର ଅନ୍ତ ହୋଇଛି। ଶନିବାର ସକାଳୁ ସମସ୍ତ ୯୦ ଟି ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇ ଯାଇଛି। ଏହି ନିର୍ବାଚନରେ ୨ କୋଟିରୁ ଅଧିକ ଭୋଟର…
ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ
ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ ୫୮ ରନରେ ନ୍ୟୁଜିଲାଣ୍ଡଠାରୁ ହାରି ଯାଇଛି। ନ୍ୟୁଜିଲାଣ୍ଡ ୨୦ ଓଭରରେ ୪ ଉଇକେଟ ହରାଇ…
ନେତାନ୍ୟାହୁ ବାଥରୁମରେ ଲୁଚାଇଥିଲେ ରେକର୍ଡ଼ିଂ ଡିଭାଇସ୍: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି
ନୂଆଦିଲ୍ଲୀ,୪ା୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦାବି କରିଛନ୍ତି ଯେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବ୍ୟବହାର କରିବା ପରେ ତାଙ୍କ ବ୍ୟକ୍ତିଗତ ବାଥରୁମରେ ଏକ ବଗିଙ୍ଗ ଡିଭାଇସ୍(ରେକର୍ଡ଼ିଂ ମେଶିନ) ମିଳିଥିଲା। ବୋରିସ୍ ଜନସନ ତାଙ୍କ ପୁସ୍ତକରେ ଲେଖିଛନ୍ତି ଯେ…
ଓଡ଼ିଶା କନ୍ଷ୍ଟେବଲ୍ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ
କଟକ, ୪।୧୦: ଓଡ଼ିଶା ପୋଲିସ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍ରେ କନ୍ଷ୍ଟେବଲ୍ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।…
ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର, ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ନୂଆଦିଲ୍ଲୀ, ୪।୧୦: ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗେ ଦେବା ଲାଗି ପାକିସ୍ତାନ ଗସ୍ତ କରିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଛି। ଏଥର ପାକିସ୍ତାନ ଏସସିଓ ଶିଖର ସମ୍ମିଳନୀ ଆୟୋଜନ କରୁଛି।…
ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ
ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ…
ଆରମ୍ଭ ହେଲା PM Internship ଯୋଜନା, ଯୁବପିଢିଙ୍କୁ ପ୍ରତି ମାସକୁ ମିଳିବ ୫ହଜାର, ଜାଣନ୍ତୁ କେମିତି କରିବେ ଆବେଦନ…
ନୂଆଦିଲ୍ଲୀ,୪।୧୦: ଯୁବକମାନଙ୍କୁ ନିଯୁକ୍ତି ଦେବା ଲକ୍ଷ୍ୟରେ କେନ୍ଦ୍ର ସରକାର ପାଇଲଟ ପ୍ରୋଜେକ୍ଟ ପିଏମ ଇଣ୍ଟର୍ନସିପ ସ୍କିମ ଆରମ୍ଭ କରିଛନ୍ତି। ଏଥିପାଇଁ ଅକ୍ଟୋବର ୧୨ରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଯାଉଛି। ଇଣ୍ଟର୍ନସିପ ବର୍ଷେ ହେବ ଏବଂ ଏଥିରେ ମନୋନୀତ ଯୁବକମାନଙ୍କୁ ପ୍ରତି…
ଉଚ୍ଚ ଶବ୍ଦରେ ବାଜିବନି ଡିଜେ, ଚାନ୍ଦିନୀଚୌକ, ଖାନନଗର ପୂଜା କମିଟି ଦେବେ ଅଣ୍ଡରଟେକିଂ
କଟକ,୪।୧୦ (କାର୍ତ୍ତିକ ସାହୁ) ଚଳିତ ଶାରଦୀୟ ଦୁର୍ଗାପୂଜାକୁ ସରସ ସୁନ୍ଦର କରିବା ପାଇଁ ରାସ୍ତାଘାଟ ଚକାଚକ କରିବା ସହ ପୂଜାରେ ଉଚ୍ଚ ଶବ୍ଦ ସୃଷ୍ଟିକାରୀ ବାଜା ଅଥବା ଡିଜେ ବଜାଇବା ଉପରେ ହାଇକୋର୍ଟ କଟକଣା ଜାରି କରିଛନ୍ତି। ହାଇକୋର୍ଟର ବିଚାରପତି ସଙ୍ଗମ…
ରେଲୱେ କର୍ମଚାରୀଙ୍କୁ ବୋନସ: କୃଷକଙ୍କ ପାଇଁ ୧ ଲକ୍ଷ କୋଟି ଟଙ୍କାର ଯୋଜନା…
ନୂଆଦିଲ୍ଲୀ,୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗୁରୁବାର କେନ୍ଦ୍ର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅନେକ ବଡ ଯୋଜନା ଅନୁମୋଦନ ମିଳିଛି। ଦୀପାବଳି ପୂର୍ବରୁ କୃଷକଙ୍କ ଆୟ ବୃଦ୍ଧି ପାଇଁ ଦୁଇଟି ବଡ ଯୋଜନା ଅନୁମୋଦନ ହୋଇଥିବାବେଳେ ରେଳ କର୍ମଚାରୀଙ୍କୁ…
ମରାଠୀ, ବେଙ୍ଗଲୀ ସମେତ ଏହି ସବୁ ଭାଷାକୁ ମିଳିଲା ଶାସ୍ତ୍ରୀୟ ଭାଷା ମାନ୍ୟତା
ନୂଆଦିଲ୍ଲୀ,୩।୧୦: କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ…

