Home Middle

ଐତିହାସିକ ଖଣ୍ଡଗିରି ଗୁମ୍ଫାରେ ନିକଟରେ ବଢୁଛି ଜବରଦଖଲ: ଚିନ୍ତା ପ୍ରକଟ କଲେ ଓଡ଼ିଶା ହାଇକୋର୍ଟ

କଟକ,୨।୧୦: ଐତିହାସିକ ଖଣ୍ଡଗିରି ଗୁମ୍ଫା ନିକଟରେ ବୃଦ୍ଧି ପାଉଥିବା ଜବରଦଖଲକୁ ନେଇ ଉଦବେଗ ପ୍ରକାଶ କରି ଓଡ଼ିଶା ହାଇକୋର୍ଟ ଖୋର୍ଦ୍ଧା ଜିଲାପାଳ, ଭୁବନେଶ୍ୱର ଡିସିପି ତଥା ଏଏସଆଇ(ଭୁବନେଶ୍ୱର ସର୍କଲ) ର ଅଧୀକ୍ଷକ ପ୍ରତ୍ନତତ୍ତ୍ୱବିତଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ…

୫ ବର୍ଷରେ ଓଡ଼ିଶାକୁ ଅଢେଇ ଲକ୍ଷ କୋଟି ପୁଞ୍ଜି ଆକର୍ଷିତ କରିବାର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଦିଲ୍ଲୀ ଠାରେ ଅନୁଷ୍ଠିତ ହେବାକୁ ଥିବା ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲ ଠାରେ ଏହି…

କୋଟିଆରେ ଗ୍ରାମସଭା କରି ଫେରିଲା ଆନ୍ଧ୍ର, ଶୋଇଛି ଓଡ଼ିଶା ପ୍ରଶାସନ

ପଟ୍ଟାଙ୍ଗି,୨।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ରରେ ସରକାର ବଦଳିବା ପରେ ମଧ୍ୟ ଓଡ଼ିଶାର ସୀମାନ୍ତ ଗ୍ରାମ ମାନଙ୍କରେ ଅନୁପ୍ରବେଶ କରିବା ଜାରି ରହିଛି। ଏହିପରି କାର୍ଯ୍ୟ ପୁଣିଥରେ ଦେଖିବାକୁ ମିଳିଛି କୋରାପୁଟର ଚର୍ଚ୍ଚିତ କୋଟିଆ ପଞ୍ଚାୟତର ସୀମାନ୍ତ ଫଗୁଣସିନେରି ଗ୍ରାମରେ। ସାରା ଦେଶରେ…

ଏସବୁ ସ୍ଥାନରେ ବଡ଼ଧରଣର ଯୁଦ୍ଧ କରିବ ଇସ୍ରାଏଲ, ଭାଙ୍ଗିବ ଅର୍ଥନୀତିର ମେରୁଦଣ୍ଡ

ଜେରୁଜେଲମ୍‌,୨ା୧୦: ପଶ୍ଚିମ ଏସିଆ କିମ୍ବା ମଧ୍ୟ ପୂର୍ବରେ ଏକ ବଡ଼ ଯୁଦ୍ଧର ବିପଦ ରହିଛି। ଇରାନର ସହଯୋଗୀ ଦେଶମାନଙ୍କ ଉପରେ ଇସ୍ରାଏଲର କ୍ରମାଗତ ଆକ୍ରମଣ ପରେ ଇରାନ ପ୍ରତିକ୍ରିୟା ପ୍ରକାଶ କରିଛି। ହେଜବୋଲ୍ଲା ମୁଖ୍ୟ ହାସନ ନସରୁଲ୍ଲା ଏବଂ ଇସ୍‌ମାଇଲ ହାନିଆଙ୍କ…

ଆର୍‌ଆଇ, ଅମିନ ପରୀକ୍ଷା ସେଣ୍ଟର ମାଲିକଙ୍କୁ ଉଠାଇ ନେଲା ପୋଲିସ, ଜାଣନ୍ତୁ କାହିଁକି

କଣ୍ଟାମାଳ/ମନମୁଣ୍ଡା,୨।୧୦(ଆଦିତେଶ୍ୱର ମିଶ୍ର /ବେଣୁଧର ପଧାନ): ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆୟୋଜିତ ଆର୍‌ଆଇ, ଅମିନ ପରୀକ୍ଷାରେ ବାରମ୍ବାର ଅନିୟମିତତାର ଅଭିଯୋଗ ଆସୁଛି। ବୁଧବାର ବୌଦ୍ଧ ଜିଲାରୁ ମଧ୍ୟ ଏପରି ଖବର ଆସିଛି। ପ୍ରକୃତ ମାଲିକଙ୍କ ପରିଚୟ ପତ୍ରରେ ନିଜ…

ସଙ୍କଟ ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ କାହିଁକି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ? ଜାଣନ୍ତୁ

ନୂଆଦିଲ୍ଲୀ,୨।୧୦: ମଙ୍ଗଳବାର ଇସ୍ରାଏଲ ଉପରେ ଇରାନ ପ୍ରାୟ ୨୦୦ ଵାଲାଷ୍ଟିକ ମିସାଇଲ ମାଡ଼ କରିଛି। ଏହାରି ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଇସ୍ରାଏଲ ଏକ ପ୍ରକାର ସଙ୍କଟ ସମୟ ଦେଇ…

ସାମ୍ନାକୁ ଆସିଲେ ବର୍ଷା, ଆସୁ ଆସୁ କହିଦେଲେ ଏମିତି..

ଭୁବନେଶ୍ୱର,୨।୧୦: ବଢିଲାଣି ବିଜେଡି କଳି। ଏହି କଳି ଏବେ ଶଙ୍ଖ ଭବନରେ ପହଞ୍ଚିଛି। କର୍ପୋରେଟରଙ୍କ ଠାରୁ ଆରମ୍ଭ ହୋଇ ଏବେ ଏହି କଳି ନେତାଙ୍କ ପାଖରେ ପହଞ୍ଚିଛି। ଶଙ୍ଖ ଭବନରେ ଖୋର୍ଦ୍ଧା ଜିଲା ବିଜେଡି ବୈଠକବେଳେ ଶ୍ରୀମୟୀ ମିଶ୍ର ଓ ପ୍ରଦୀପ…

ଇରାନ ଜାରି କଲା ହିଟ୍ ଲିଷ୍ଟ: ନେତାନ୍ୟାହୁଙ୍କ ସମେତ ଏହି ନେତାମାନଙ୍କୁ ହତ୍ୟା କରିବାକୁ ଦେଲା ଧମକ

ନୂଆଦିଲ୍ଲୀ,୨।୧୦: ଇରାନ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଭ ଗାଲାଣ୍ଟ ଏବଂ ସେନା ମୁଖ୍ୟ ହରଜୀ ହାଲେଭିଙ୍କ ସମେତ ୧୧ ଜଣଙ୍କର ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକା ହିବ୍ରୁ ଏବଂ ଇଂରାଜୀ ଭାଷାରେ ପ୍ରକାଶ ପାଇଛି,…

ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ବଦଳିପାରେ ବିହାର ରାଜନୈତିକ ଦୃଶ୍ୟପଟ

ନୂଆଦିଲ୍ଲୀ,୨।୧୦: ପୂର୍ବତନ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଆନୁଷ୍ଠାନିକ ଭାବେ ରାଜନୀତିରେ ପ୍ରବେଶ କରିଛନ୍ତି। ଦୀର୍ଘ ଦିନର ବିଚାର ବିମର୍ଷ ପରେ ବୁଧବାର ତାଙ୍କ ‘ଜନ ସୁରଜ ଗୋଷ୍ଠୀକୁ ଏକ ରାଜନୈତିକ ଦଳ ଭାବରେ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି। ଆସନ୍ତା…

ବିନୋଦ ପାଟିଲ ହେଲେ ମାଲକାନଗିରି ଏସ୍‌ପି

ମାଲକାନଗିରି,୨ା୧୦: ଆଇପିଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଆଇପିଏସ୍‌ ବିନୋଦ ପାଟିଲ ମାଲକାନଗିରି ଏସ୍‌ପି ହୋଇଛନ୍ତି। ପୂର୍ବରୁ ବିନୋଦ କେସିଙ୍ଗାର ଏସ୍‌ଡିପିଓ ଭାବେ କାର୍ଯ୍ୟ କରୁଥିଲେ ।…

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର, ଆଉ ତା’ ପରେ…

ପାଟ୍‌ନା,୨ା୧୦: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ପାଣିକୁ ଖସିପଡ଼ିଛି। କୁହାଯାଉଛି, ଏହି ହେଲିକପ୍ଟରଟି ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ପକାଇବାକୁ ଯାଇଥିବା ବେଳେ ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରରେ ଦୁଇଜଣ ପାଇଲଟଙ୍କ…

କାର୍ଯ୍ୟକାରୀ ହେବ ନାହିଁ

ଭାରତ ଏକ ଧର୍ମନିରପେକ୍ଷ ଦେଶ। ଏଠାରେ ବିଭିନ୍ନ ଧର୍ମର ଲୋକ ସହାବସ୍ଥାନ କରନ୍ତି। କିନ୍ତୁ ଅନେକ ସମୟରେ ଧର୍ମୀୟ ପୀଠ ଯଥା ମନ୍ଦିର, ମସ୍‌ଜିଦ କିମ୍ବା ଗୀର୍ଜାକୁ ନେଇ ବିବାଦ ଦେଖାଯାଉଛି। ବିବାଦ ଉପୁଜୁଛି ଏଗୁଡ଼ିକର ସ୍ଥାନକୁ ନେଇ। ଦେଖାଯାଏ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?