Home Middle

ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ହେବ। ମେକ୍‌…

ଇସ୍ରାଏଲକୁ ଟାର୍ଗେଟ କରୁଥିବା ଇରାନର କ୍ଷେପଣାସ୍ତ୍ରକୁ ମାରି ଖସାଇବା ପାଇଁ ନିର୍ଦ୍ଦେଶ ଦେଲେ ବାଇଡେନ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲ ଉପରେ ଇରାନର ଘନ ଘନ ମିସାଇଲ ଆକ୍ରମଣ ପରେ ପ୍ରତିକ୍ରିୟାଶୀଳ ହୋଇଛି ଆମେରିକା। ହ୍ୱାଇଟ ହାଉସର ଅପଡେଟ୍ ଅନୁଯାୟୀ ରାଷ୍ଟ୍ରପତି ବାଇଡେନ ଆମେରିକାର ସୈନ୍ୟବାହିନୀକୁ ଇରାନର ଆକ୍ରମଣରୁ ଇସ୍ରାଏଲର ପ୍ରତିରକ୍ଷା ତଥା ଇସ୍ରାଏଲକୁ ଟାର୍ଗେଟ କରୁଥିବା କ୍ଷେପଣାସ୍ତ୍ରଗୁଡିକୁ ମାରି…

ଇସ୍ରାଏଲ ଉପରେ ୪୦୦ ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କଲା ଇରାନ

ନୂଆଦିଲ୍ଲୀ,୧ା୧୦: ମଧ୍ୟପ୍ରାଚ୍ୟର ବଢୁଥିବା ଉତ୍ତେଜନା ମଧ୍ୟରେ ଇରାନ ଇସ୍ରାଏଲ ଉପରେ ୪୦୦ରୁ ଅଧିକ କ୍ଷେପଣାସ୍ତ୍ର ମାଡ଼ କରିଛି। କ୍ଷେପଣାସ୍ତ୍ର ଆକ୍ରମଣ ପରେ ସାରା ଦେଶରେ ସାଇରନ୍ ବାଜୁଥିବା ବେଳେ ବ୍ୟାପକ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଥିଲା ​​ବୋଲି ଇସ୍ରାଏଲ୍ ସୈନ୍ୟବାହିନୀ କହିଛି।…

ଇସ୍ରାଏଲର ଜାଫାରେ ଆଖିବୁଜା ଗୁଳିମାଡ଼: ଅନେକ ଆହତ

ନୂଆଦିଲ୍ଲୀ,୧ା୧୦: ଇସ୍ରାଏଲର ରାଜଧାନୀ ତେଲ ଆଭିବ ନିକଟ ଜାଫାରେ ଆଖିବୁଜା ଗୁଳି ବିନିମୟ ଘଟଣା ସାମ୍ନାକୁ ଆସିଛି। ଏହି ଆକ୍ରମଣରେ ୭ ଜଣ ଆହତ ହୋଇଥିବା କୁହାଯାଉଛି। ଗୁଳିର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ଯେଉଁଥିରେ ଗୋଟିଏ ପରେ ଗୋଟିଏ ଗୁଳିର…

ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍‌ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ

ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ ସଂସ୍ଥାକୁ…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍‌ଚିଟ୍‌

କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ…

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’ ପୋଷ୍ଟରେ…

ଏକ ନମ୍ବର ପଛରେ

ଏକ ନମ୍ବରରେ ରହିବା ପାଇଁ ଏବେ ଚାରିଆଡ଼େ କସରତ ହେଉଛି। ପୂର୍ବରୁ ଭାବୁଥିଲୁ ଯେ, ଶ୍ରେଣୀରେ ପ୍ରଥମ ସ୍ଥାନ ହାସଲ କରିବାକୁ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସବୁକିଛି ଉଦ୍ୟମ କରିଦଅନ୍ତି। ଦରକାର ପଡ଼ିଲେ ପିଲାଙ୍କୁ କପି କରିବା ପାଇଁ ମଧ୍ୟ ଉସୁକାଇଥାଆନ୍ତି। ଏବେ…

ସିରିଆକୁ ଲକ୍ଷାଧିକ ବିସ୍ଥାପିତଙ୍କ ପଳାୟନ

ବେରୁଟ୍‌/ଜେରୁଜେଲମ୍‌,୧।୧୦: ଇସ୍ରାଏଲ୍‌ର ହେଜ୍‌ବୋଲ୍ଲା ଦମନ ଅଭିଯାନ ‘ଅପରେଶନ୍‌ ନ୍ୟୁ ଅର୍ଡର’ ଲେବାନନ୍‌କୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଛି। ଆକାଶମାର୍ଗରୁ ଘନ ଘନ ରକେଟ ମାଡ଼ ଯୋଗୁ ବହୁ ଲୋକଙ୍କ ଘରଦ୍ୱାର ଭାଙ୍ଗିଯାଇଛି। ଲୋକେ ପ୍ରାଣ ବିକଳରେ ପଡ଼ୋଶୀ ସିରିଆକୁ ପଳାୟନ କରିବାରେ ଲାଗିଛନ୍ତି। ବର୍ତ୍ତମାନ…

ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରର ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ

ଶ୍ରୀନଗର,୧।୧୦: ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନର ତୃତୀୟ ତଥା ଶେଷ ପର୍ଯ୍ୟାୟ ପାଇଁ ମଙ୍ଗଳବାର ସକାଳୁ ମତଦାନ ଚାଲିଛି। ସକାଳ ୭ ଟାରୁ ସା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏହି ପର୍ଯ୍ୟାୟରେ ସମୁଦାୟ ୪୦ ଟି ବିଧାନସଭା ଆସନ ପାଇଁ…

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ବିମାନ…

ଦୁନିଆରେ ଆତଙ୍କବାଦଙ୍କ ପାଇଁ କୌଣସି ସ୍ଥାନ ନାହିଁ: ହେଜ୍‌ବୋଲ୍ଲା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନରେ କଥା ହୋଇଛନ୍ତି। ନେତାନ୍ୟାହୁଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବାର୍ତ୍ତାଳାପ ଏପରି ଏକ ସମୟରେ ହୋଇଛି, ଯେତେବେଳେ ଲେବାନନରେ ହେଜ୍‌ବୋଲ୍ଲା ଏବଂ ୟେମନରେ ହୁତି ବିଦ୍ରୋହୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?