ଆପଣ ‘ଜେଲ୍ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍ରିଓ୍ବାଲ…
ନୂଆଦିଲ୍ଲୀ,୧୮।୫: ଏଏପି ଏମ୍ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଏଏପି ସୁପ୍ରିମୋ। ଏପରିକି ରବିବାର ଦଳର ସମସ୍ତ ନେତା…
ଚା’ ବାଲାର ପୁଅ ପ୍ରଧାନମନ୍ତ୍ରୀ ହୋଇଥିବାରୁ ମୁଁ ଗର୍ବିତ: ପ୍ରିୟଙ୍କା ଗାନ୍ଧୀ
ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ପ୍ରିୟଙ୍କା ଗାନ୍ଧୀ ବଡ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଚା ’ବିକାଳିର ପୁଅ ଦଶ ବର୍ଷ…
ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ
ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପ୍ରଥମେ ନିଜ ରାଜ୍ୟକଥା ଚିନ୍ତା କରନ୍ତୁ । ସେ କହିଛନ୍ତି, ଭାଜପାର ମୁଖ୍ୟମନ୍ତ୍ରୀ ଓ…
ଆସିଲା ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ, ଶରୀରର ୪ ସ୍ଥାନରେ ରହିଛି କ୍ଷତଚିହ୍ନ
ନୂଆଦିଲ୍ଲୀ,୧୮।୫: ଆମ୍ ଆଦମୀ ପାର୍ଟୀ ଏମ୍ପି ସ୍ବାତୀ ମାଲିଓ୍ବାଲଙ୍କ ମେଡିକାଲ ରିପୋର୍ଟ ସାମ୍ନାକୁ ଆସିଛି। ମେ’ ୧୩ରେ ମୁଖ୍ୟମନ୍ତ୍ରୀ କେଜ୍ରିଓ୍ବାଲଙ୍କ ଆବାସରେ ତାଙ୍କ ଉପରେ ହୋଇଥିବା କଥିତ ଆକ୍ରମଣ ପରେ ତାଙ୍କ ମୁହଁ ଏବଂ ଗୋଡ଼ରେ କ୍ଷତଚିହ୍ନ ରହିଛି। ଏମ୍ସର ଜୟ…
ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା
ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ…
ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ
ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ପୁରୀ ବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ…
ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ
ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର ମୁଣ୍ଡବିନ୍ଧାର କାରଣ ସାଜିଛି। ତେବେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି।…
Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରୁ ବାହାରୁଥିବା ଦେଖାଯାଇଛି। ଏହାରି ଭିତରେ ମହିଳା ସିକ୍ୟୁରିଟି ଗାର୍ଡ ଜଣକ ତାଙ୍କୁ…
ଭାଜପାକୁ ଭୋଟ ନ ଦେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ
ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ ଶପଥ କରାଉଛନ୍ତି ଯେ ସେମାନେ ଏଥର ଭାଜପାକୁ ଭୋଟ ଦେବେ ନାହିଁ। ଶେଷରେ ଯାହା…
ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି
ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ପ୍ରଥମ ଥର ପାଇଁ ବାର୍ଷିକ ‘ରବିବାର ଟାଇମ୍ସ ରିଚ ଲିଷ୍ଟ’ରେ ସ୍ଥାନ…
୨୦ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ଆଜି ସରିବ ପ୍ରଚାର
ଭୁବନେଶ୍ୱର,୧୮।୫: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସରିବ ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ନିର୍ବାଚନ ପ୍ରଚାର ଶେଷଦିନରେ ବହୁ କେନ୍ଦ୍ରୀୟ ନେତା ପ୍ରଚାର କରିବେ। ଦ୍ୱିତୀୟ…
ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ
ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଉରକେଲାର ନିର୍ବାଚନୀ ସଭାରେ ଯୋଗ…
Archives


