କୋଲକାତା ବଳାତ୍କାର ଘଟଣାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି, ଜଣାପଡିଲା ସେ…
କୋଲକାତା,୩୧।୮: କୋଲକାତାର ଆରଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ଖୁଲାସା ହେଉଛି। ବର୍ତ୍ତମାନ ଏପରି ଘଟଣା ସାମ୍ନାକୁ ଆସିଛି ଯାହା ଚାରିଆଡେ କମ୍ପନ…
ଯେଉଁ ଦେଶରେ ହିନ୍ଦୁଙ୍କ ପ୍ରତି ହେଉଛି ଅତ୍ୟାଚାର, ସେହି ଦେଶର ଲୋକଙ୍କୁ ସମର୍ଥନ କରି ଭାରତର ଭାବମୂର୍ତ୍ତି ହେଉଛି କ୍ଷୁଣ୍ଣ
ଢାକା,୩୧ା୮: ପୁଲ୍ଓ୍ବାମା ଆକ୍ରମଣ ପରେ ବାଂଲାଦେଶରେ ରାଜନୈତିକ ସ୍ଥିତି ପୂର୍ବ ଭଳି ନ ଥିଲା। ମହମ୍ମଦ ୟୁନୁସ୍ଙ୍କ ନେତୃତ୍ୱରେ ଗଠିତ ମଧ୍ୟବର୍ତ୍ତୀକାଳୀନ ସରକାରରେ ମଧ୍ୟ ହିନ୍ଦୁମାନଙ୍କ ଉପରେ ଆକ୍ରମଣର ଖବର ଜାରି ରହିଥିଲା। ବିଏନ୍ପି ସାଧାରଣ ସମ୍ପାଦକ ମିର୍ଜା ଫାକ୍ରୁଲ୍ ଇସଲାମ…
ମୋ’ ବ୍ଲଡ୍ ଗ୍ରୁପ୍ ‘O’, ମୁଁ କିଡ୍ନୀ ବିକିବାକୁ ଚାହୁଁଛି, ସୋସିଆଲ ମିଡିଆରେ ବିଜ୍ଞାପନ ଦେଉଛନ୍ତି ଲୋକେ; କାରଣ ଜାଣିଲେ…
ନାପିଡୋ,୩୧ା୮: ମ୍ୟାନ୍ମାର୍ରେ ଅର୍ଥନୈତିକ ସଙ୍କଟ ଅବଧି ବର୍ତ୍ତମାନ ଶୀର୍ଷରେ ପହଞ୍ଚିଛି। ଲୋକମାନେ ଦାରିଦ୍ର୍ୟ ଏବଂ ଋଣ ବୋଝରେ ପୋତି ହୋଇପଡ଼ିଛନ୍ତି। ଦେଶର ଅଧିକାଂଶ ଲୋକ ଜାତୀୟ ଦାରିଦ୍ର୍ୟ ସୀମାରେଖା ତଳେ ରହିବାକୁ ବାଧ୍ୟ ହେଉଛନ୍ତି। ମ୍ୟାନ୍ମାର ସରକାର ଲୋକଙ୍କୁ ଦାରିଦ୍ର୍ୟରୁ ହଟାଇବାକୁ…
କଳ୍ପନା ଚାଓ୍ବଲାଙ୍କ ପରେ ଚେତିଲା ନାସା, ସୁନୀତାଙ୍କୁ ଫେରାଇ ଆଣିବା ପାଇଁ ବଦଳାଇଲା ନିୟମ
ଓ୍ବାଶିଂଟନ,୩୧ା୮: ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ଫେରାଇ ଆଣିବାରେ ନାସା ଆଉ କୌଣସି ଭୁଲ୍ କରିବାକୁ ଚାହୁଁନାହିଁ। କାରଣ ଏପରି ଘଟଣାରେ ଅନେକ ମହାକାଶଚାରୀ ଦୁର୍ଘଟଣାରେ ପ୍ରାଣ ହରାଇସାରିଛନ୍ତି। ଏଭଳି ପରିସ୍ଥିତିରେ ନାସା ବର୍ତ୍ତମାନ ସତର୍କତାର ସହ କାର୍ଯ୍ୟ କରୁଛି।…
ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ସହାୟକ ହେବ ପିଏମ୍ ଉଷା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ା୮: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ବୁଝାମଣାପତ୍ର…
ଅମିତ ଶାହାଙ୍କୁ ଭେଟିଲେ ଚିରାଗ ପାଶୱାନ, କଲେ ଏହି ଆଲୋଚନା, ଭାଜପା ସହ ସମ୍ପର୍କକୁ ନେଇ…
ନୂଆଦିଲ୍ଲୀ,୩୧।୮: ଲୋକ ଜନଶକ୍ତି ପାର୍ଟି (ରାମ ବିଲାସ ପାଶୱାନ)ର ସଭାପତି ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାଶୱାନ ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ କିଛି ଠିକ୍ ଚାଲିନଥିବା ଚର୍ଚ୍ଚା ହେଉଛି। ଗତ କିଛି ଦିନ ହେବ ଚିରାଗ ପ୍ରାୟ ପ୍ରତ୍ୟେକ…
ଭାରତରେ ଶେଖ ହାସିନାଙ୍କୁ ସ୍ଥାନ ଦେଇ ବଡ଼ ଅଡୁଆରେ ପଡ଼ିଲେ ମୋଦି, ଏବେ କରିବେ କ’ଣ?
ନୂଆଦିଲ୍ଲୀ,୩୧।୮: ବାଂଲାଦେଶରୁ ଭାରତକୁ ପଳାଇଆସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟାକୁ ବଢାଇ ଦେଇଛନ୍ତି। ବାସ୍ତବରେ ବାଂଲାଦେଶର ବର୍ତ୍ତମାନର ସରକାର ତାଙ୍କ ପ୍ରତ୍ୟର୍ପଣ ପାଇଁ ନିରନ୍ତର ଦାବି କରୁଥିବାବେଳେ ସରକାର ତାଙ୍କ ଆଗରେ ନଇଁବାକୁ କରିବାକୁ ପ୍ରସ୍ତୁତ…
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ଛତ୍ରପୁର ବିଇଓଙ୍କ ଘରେ ପଶିଲା ଭିଜିଲାନ୍ସ
ଛତ୍ରପୁର,୩୧।୮(ସନ୍ତୋଷ ପାଢ଼ୀ): ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସୀତାରାମଙ୍କ ବ୍ରହ୍ମପୁର ସ୍ଥିତ ଖୋଡ଼ାସିଙ୍ଗି…
ଭାଜପାର ମୁଣ୍ଡବିନ୍ଧା ବଢାଇଲାଣି ଏହି ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ ମୋଦି କ୍ଷମା ମାଗିବା ସତ୍ତ୍ୱେ ଛିଡୁନି ବିବାଦ
ପୁଣେ,୩୧।୮: ଖୁବ ଶୀଘ୍ର ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କିନ୍ତୁ ଏହାପୂର୍ବରୁ ସିନ୍ଧୁଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିକୁ ଭାଙ୍ଗିବା ନେଇ ରାଜନୈତିକ ଉତ୍ତେଜନା ଥମିବାର ନାଁ ନେଉନାହିଁ। ଏପରିକି ପ୍ରତିମୂର୍ତ୍ତି ଭାଙ୍ଗିବା ପାଇଁ ଭାଜପା ରାଜ୍ୟ ସଭାପତି ଆଶିଷ…
ପାର୍ବଣ ଋତୁ ପୂର୍ବରୁ ବଡ଼ ଉପହାର ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୩୧।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମେକ ଇନ ଇଣ୍ଡିଆ’ ଏବଂ ‘ଆତ୍ମନିର୍ଭର ଭାରତ’ ଅଧୀନରେ ତିନୋଟି ନୂତନ ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ କରିବାକୁ ଯାଉଛନ୍ତି। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପ୍ରଦାନ କରିଛି। ଉତ୍ତରପ୍ରଦେଶ, କର୍ନାଟକ ଏବଂ ତାମିଲନାଡୁରେ ତିନୋଟି ବନ୍ଦେ…
ମମତାଙ୍କ ଚିଠିର ଉତ୍ତର ଦେଲା କେନ୍ଦ୍ର
ନୂଆଦିଲ୍ଲୀ,୩୧।୮: କୋଲକାତାର ଆର.ଜି କର ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ମମତା ବାନାର୍ଜୀ ସରକାର ଅଡୁଆରେ ପଡିଛି। ବଳାତ୍କାର ଓ ହତ୍ୟା ଭଳି ଅପରାଧ ପାଇଁ କଠୋର ଆଇନ ଏବଂ ଦଣ୍ଡ ଦାବି କରି ମମତା…
ଏଲୋନ ମସ୍କଙ୍କୁ ବୁଦ୍ଧି ଶିଖାଇଲେ ବ୍ରାଜିଲ ଜଜ
ବ୍ରାସିଲିଆ,୩୧।୮: ବିଶ୍ୱର ସବୁଠୁ ବଡ ବିଲିୟନେୟାର ଏଲୋନ ମସ୍କ ପୁଣି ଥରେ ଲାଇମଲାଇଟକୁ ଆସିଛନ୍ତି। ଘଟଣାହେଲା ବ୍ରାଜିଲ ସୁପ୍ରିମକୋର୍ଟର ବିଚାରପତି ବ୍ରାଜିଲରେ ଟେକ ବିଲିୟନେୟାରର ସୋସିଆଲ ମିଡିଆ ଜଏଣ୍ଟ ଏକ୍ସକୁ ନିଲମ୍ବନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ନିଆଯାଇଥିବା ଏହି ପଦକ୍ଷେପ…
Archives


