Home Middle

ଆଇନମନ୍ତ୍ରୀ ଦେଲେ ବଡ଼ ସୂଚନା, କହିଲେ ଶ୍ରୀମନ୍ଦିର ପ୍ରଶାସନରେ ନିଯୁକ୍ତ ହେବେ…

ଭୁବନେଶ୍ୱର,୨୫ା୯: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶ୍ରୀମନ୍ଦିର ପ୍ରଶାସନରେ ପୁଡ୍‌ ଅଫିସର ନିଯୁକ୍ତି ହେବେ। ଏହି ଅଫିସର ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ। ଏଥିସହିତ ଶ୍ରୀମନ୍ଦିରରେ ବ୍ୟବହୃତ ଭୋଗ ସାମଗ୍ରୀ…

ଆପଣଙ୍କ ଗାଡ଼ିରେ ଅଧିକ ଟଙ୍କା ଫାଇନ୍ ଅଛି କି ? ଇନ୍‌ସ୍ୟୁରାନ୍ସ କରିବା ବେଳେ ଗଣିବାକୁ ପଡ଼ିପାରେ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୨୫।୯: ଟ୍ରାଫିକ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ନୂଆ ନିୟମ ଆଣିପାରନ୍ତି କେନ୍ଦ୍ର ସରକାର। ପ୍ରସ୍ତାବିତ ନିୟମ ଆସିଲେ ବିଶେଷ କରି ଯେଉଁମାନଙ୍କର ଗାଡ଼ିରେ ପୂର୍ବରୁ ବିଭିନ୍ନ ଫାଇନ୍ ବା ଚାଲାଣ ଅଛି ସେମାନେ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏନେଇ…

ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ନନ୍ଦନକାନନ ଥାନା ଅନ୍ତର୍ଗତ ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାମ ପୁରୀ ଜିଲାର ପାରିକୁଦ ଅଞ୍ଚଳର ଖିରୋଦ ପାଢ଼ୀ ବୋଲି ଜଣାପଡିଛି। ସୂଚନ ଅନୁଯାୟୀ ‘ମୋ ବସ୍’…

ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ପଲିଗ୍ରାଫ୍‌ ଟେଷ୍ଟ୍‌ ପାଇଁ କ୍ରାଇମବ୍ରାଞ୍ଚକୁ ବୁଧବାର ଅନୁମତି ଦେଇଛନ୍ତି ଏସ୍‌ଡିଜେଏମ୍‌ କୋର୍ଟ। କ୍ରାଇମ୍‌ବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗରକୁ ନେବ। ପଲିଗ୍ରାଫ୍‌…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହିଦିନ ଆକାଉଣ୍ଟକୁ ଯିବ ବଳକା ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ…

ଅସ୍ପଷ୍ଟ କୂଟନୀତି

ସାମ୍ପ୍ରତିକ ପରିସ୍ଥିତିରେ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ୍‌-ପାଲେଷ୍ଟାଇନ୍‌ ଯୁଦ୍ଧ ଲାଗିରହିଥିବା ବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ ଦିନିଆ ଆମେରିକା ଗସ୍ତ ଉପରେ ରାଜନୈତିକ ବିଶେଷଜ୍ଞମାନଙ୍କର ନଜର ରହିଥିଲା। ସେପ୍ଟେମ୍ବର ୨୧ରେ ଡେଲାଓ୍ବେର୍‌ର ଓ୍ବିଲ୍‌ମିଂଟନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଦ୍ୱାରା…

ଆଜି କଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ: ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୨୫ ଲକ୍ଷ ଭୋଟର

ଶ୍ରୀନଗର,୨୫ା୯ (ପି.ଟି.):ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ବୁଧବାର ଅନୁଷ୍ଠିତ ହେବାକୁ ଯାଉଛି। ୫ ଜିଲାର ୨୬ ଆସନରେ ୨୫ ଲକ୍ଷ ମତଦାତା ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ମତଦାନକୁ ଅବାଧ ଓ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ…

ଲଘୁଚାପ ସକ୍ରିୟ: ଏହି ୧୮ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୫ା୯(ଅନୁରାଧା ମହାରଣା):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ଯାଏ ରାଜ୍ୟରେ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ…

ସିଦ୍ଧି ବିନାୟକଙ୍କ ପ୍ରସାଦରେ ମୂଷା

ମୁମ୍ବାଇ, ୨୫ା୯:ତିରୁପତିର ଶ୍ରୀ ଭେଙ୍କଟେଶ୍ୱର ମନ୍ଦିରରେ ଭକ୍ତଙ୍କୁ ଦିଆଯାଉଥିବା ଲଡ଼ୁରେ ଗୋରୁ ଚର୍ବି ଓ ମାଛ ତେଲ ମିଶିଥିବାକୁ ନେଇ ବିବାଦ ଥମି ନ ଥିବା ବେଳେ ଦେଶର ବହୁ କୋଟି ଗଣେଶ ଭକ୍ତଙ୍କ ଆସ୍ଥା କେନ୍ଦ୍ର ଭାବେ ପରିଚିତ ମୁମ୍ବାଇର…

୬ ବର୍ଷର ବାଳିକାଙ୍କୁ ସ୍କୁଲ୍‌ ପ୍ରିନ୍ସିପାଲଙ୍କ ବଳାତ୍କାର ଉଦ୍ୟମ: ପ୍ରତିରୋଧ କରିବାରୁ…

ଅହମଦାବାଦ,୨୫ା୯:ଦେଶରେ ଗତ କିଛିଦିନ ହେଲା ମହିଳା ବିରୋଧୀ ଯୌନ ଅପରାଧ ବଢ଼ିବାରେ ଲାଗିଛି। ବଳାତ୍କାରର ପ୍ରତିରୋଧ କଲେ ପୀଡ଼ିତାଙ୍କୁ ବୀଭତ୍ସ ହତ୍ୟା କରାଯାଉଛି। ଗୁଜରାଟର ଦାହୋଡ଼ ଜିଲାରେ ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି। ପ୍ରଥମ ଶ୍ରେଣୀରେ ପଢ଼ୁଥିବା ୬ ବର୍ଷର…

୩୧ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର: ୨୪,୧୬୨ଜଣଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୪।୯: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୧୩୧ତମ ରାଜ୍ୟସ୍ତରୀୟ ଏକକ ବାତାୟନ କମିଟି ( ସିଙ୍ଗଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି) ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୋଟ…

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଛି। ଏହା ପରଠାରୁ ତାଙ୍କୁ ଘରେ ଭତ୍ତା ଦିଆଯିବ ବୋଲି ତେଲକୋଇ ବ୍ଲକ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?