Home Middle

କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ…

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ

ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ…

କନକବର୍ଦ୍ଧନ, ପ୍ରଭାତୀ ହେବେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ…

ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କଠାରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ…

ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବଡ଼…

୩୦ ଯାଏ ସରକାରୀ କର୍ମଚାରୀଙ୍କୁ ଛୁଟି ମନା, ଜାଣନ୍ତୁ କ’ଣ ପାଇଁ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ନୂଆ ସରକାର ହେବାକୁ ଯାଉଛି। ଏହାକୁ ନେଇ ବିଭିନ୍ନସ୍ତରରେ କାର୍ଯ୍ୟକ୍ରମ ଚାଲିବ। ଏଥିଲାଗି ସରକାରୀ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତଦନୁଯାୟୀ ଆସନ୍ତା ୩୦ ଯାଏ ସରକାରୀ କର୍ମଚାରୀ ଛୁଟି ନେଇପାରିବେ ନାହିଁ। ଏନେଇ ବିଭାଗୀୟ ସଚିବ…

ଭୁବନେଶ୍ୱରରେ ପହଞ୍ଚିଲେ ରାଜନାଥ-ଭୂପେନ୍ଦ୍ର ଯାଦବ, ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ନାମରେ ବାଜିପାରେ ମୋହର…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଢ଼ିବାକୁ ଯାଉଛି। ବିଧାନସଭା ନିର୍ବାଚନ ୨୦୨୪ରେ ୭୮ ଆସନ ଜିତି ଭାଜପା ବହୁମତ ହାସଲ କରିଛି। ହେଲେ ଏଯାବତ ଦଳ ନିଜର ମୁଖ୍ୟମନ୍ତ୍ରୀ କିଏ ହେବ ତାହା ସ୍ପଷ୍ଟ କରିନାହିଁ। ଏସବୁ…

କଂଗ୍ରେସକୁ ଫେରିବେ ସୁର ରାଉତରାୟ!

ଭୁବନେଶ୍ୱର,୧୧।୬: କଂଗ୍ରେସକୁ ଫେରିବେ ବରିଷ୍ଠ ନେତା ସୁରେଶ(ସୁର) ରାଉତରାୟ। ଏନେଇ ଦେଇଛନ୍ତି ବଡ଼ ସଙ୍କେତ। ପିସିସି ସଭାପତିଙ୍କ ସହ ଦଳର ନେତାମାନେ ସୁରଙ୍କୁ ଫେରି ଆସିବାକୁ ଅନୁରୋଧ କରିଛନ୍ତି । ଏ ନେଇ ଖୁବଶୀଘ୍ର ସେ ରାହୁଲ ଗାନ୍ଧୀ ଓ ସୋନିଆ…

କଂଗ୍ରେସକୁ ସମର୍ଥନ କଲେ ଆଉ ଜଣେ ଏମପି! ଲୋକ ସଭାରେ ୧୦୦ଛୁଇଁବ ଆସନ…

ନୂଆଦିଲ୍ଲୀ,୧୧।୬: ଲଦାଖର ସ୍ବାଧୀନ ଏମପି ମହମ୍ମଦ ହନିଫା ଜାନ ମଙ୍ଗଳବାର କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଗେର୍ର୍ଙ୍କୁ ଭେଟିଛନ୍ତି। ହନିଫା ଏବଂ ଖାର୍ଗେଙ୍କ ଫଟୋକୁ କଂଗ୍ରେସ ଏହାର ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରେ ଶେୟାର କରିଛି। ଏହି ଫଟୋରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି…

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ନିମନ୍ତ୍ରଣକୁ ନେଇ ଏମିତି କହିଦେଲେ ନବୀନ

ଭୁବନେଶ୍ୱର,୧୧।୬: ରାଜ୍ୟର ନୂଆ ଭାଜପା ମୁଖ୍ୟମନ୍ତ୍ରୀ ବୁଧବାର ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହକୁ ଭାଜପା, ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ…

ଓଡ଼ିଶାରେ ପହଞ୍ଚିଲେ ରାଜନାଥ ସିଂ, ଘୋଷଣା କରିବେ ମୁଖ୍ୟମନ୍ତ୍ରୀଙ୍କ ନାଁ

ଭୁବନେଶ଼୍ବର, ୧୧।୦୬: ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri