Home Middle

ଆମେରିକାରେ ପହଞ୍ଚିଲେ ମୋଦି, ଦେଖାଇଲେ ଭାରତୀୟ ସଂସ୍କୃତି, ହାତଯୋଡି କଲେ ନମସ୍କାର…

ଓ୍ବାଶିଂଟଡ଼୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଆମେରିକାରେ ପିଏମ ମୋଦି କ୍ୱାଡ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଏହାରି ଭିତରେ ସେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଅନ୍ୟ ବିଶ୍ୱ ନେତାଙ୍କ ସହ…

ଆମେରିକାରେ ଭାରତୀୟ ଦୂତାବାସରେ ଜଣେ ଅଧିକାରୀଙ୍କ ରହସ୍ୟଜନକ ମୃତଦେହ ଉଦ୍ଧାର, ଦେଶରେ ଚହଳ

ଓ୍ବାଶିଂଟନ୍‌,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଆମେରିକା ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ ଅଫ ଦ ଫ୍ୟୁଚର୍‌’କୁ ସମ୍ବୋଧିତ କରିବେ।…

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି ଶହଶହ ପୋଲିସ। ଭୁବନେଶ୍ୱର ରିଜର୍ଭ ଗ୍ରାଉଣ୍ଡରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଆଗାମୀ ଦିନରେ…

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ । ଚନ୍ଦକା ପୋଲିସ ୭ ଜଣଙ୍କୁ ମହିଳାଙ୍କ ଉପରକୁ ହାତ ଉଠାଇଥିବା ଘଟଣାରେ ଗିରଫ କରି…

ମିଛ ପ୍ରଚାର କରୁଛି ଭାଜପା, ସତକୁ ସହି ପାରୁନାହିଁ, ମୁହଁ ଖୋଲିଲେ ରାହୁଲ

ନୂଆଦିଲ୍ଲୀ,୨୧।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଆମେରିକା ଗସ୍ତରେ ଶିଖମାନଙ୍କ ଉପରେ ଦେଇଥିବା ବିବୃତ୍ତି ଉପରେ ନୀରବତା ଭାଙ୍ଗିଛନ୍ତି। ସେ ଭାରତୀୟ ଜନତା ପାର୍ଟି (ଭାଜପା) କୁ ପଛରେ ପକାଇ…

ଆତିଶୀଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବ ଭାଜପା, କାହିଁକି ଏମିତି କହିଲେ ଭାଜପା ଏମପି

ନୂଆଦିଲ୍ଲୀ,୨୧।୯: ଭାଜପା ଏମପି ମନୋଜ ତିୱାରୀ ଆତିଶୀଙ୍କୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ଜଣାଇଛନ୍ତି। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସେ ରାଜ ନିବାସରେ ମଧ୍ୟ ଉପସ୍ଥିତ ଥିଲେ। ମନୋଜ ତିୱାରୀ କହିଛନ୍ତି, ମୁଁ ଦିଲ୍ଲୀର ତୃତୀୟ ମହିଳା…

ଶପଥ ନେଲେ ସର୍ବ କନିଷ୍ଠ ମୁଖ୍ୟମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ତଥା ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ କେଜରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀଙ୍କ ନାମରେ ମୁଖ୍ୟମନ୍ତ୍ରୀ ହେବାର ମୋହର ବାଜିଥିଲା। ସୂଚନାଯୋଗ୍ୟ, ଆମ…

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି…

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ ସମସ୍ତ…

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି ନିଜ ପ୍ରତିକ୍ରିୟା ରଖିଛନ୍ତି ପ୍ରିୟଙ୍କା। ଓଡ଼ିଶାରେ ଜଣେ ସେନା ମେଜର ଓ ବାନ୍ଧବୀଙ୍କ ପ୍ରତି…

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ ହୋଇଛି। ୧୧ ଟି ଡିଏସପି, ୭ ଇନ୍ସପେକ୍ଟର, ୧୧ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ…

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ ବିରୋଧୀ ସରକାରଙ୍କୁ ଘେରିବା ଆରମ୍ଭ କଲା ପରେ ଶୁକ୍ରବାର ଦିନ ଓଡ଼ିଶା ସରକାର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?