ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ଭେ କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ମଙ୍ଗଳବାର ସୁଦ୍ଧା…
ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍
ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର ତାଙ୍କର ୧୦୦ ଦିନର ଉପଲବ୍ଧି ସମ୍ପର୍କରେ ଅନେକ କଥା ସାଧାରଣରେ ରଖିଛନ୍ତି। ଏହାରି ମଧ୍ୟରେ…
‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି…
ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ
ବେରୁଟ୍/ଜେରୁଜେଲମ୍,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍ କରିଛି। ବିଶେଷକରି…
ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ
ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର ଶିକାର ହୋଇଥିବା ଯୁବକ ରାୟଗଡ ଗୁଣପୁରର ମନୋଜ କୁମାର ଭକ୍ତ ବୋଲି ଜଣାପଡିଛି।…
ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା। ଅନୁଗୋଳ ଜିଲା ଯୋଜନା ଓ ମନିଟରିଂ ୟୁନିଟ(ଡିପିଏମୟୁ)ରେ ଭାବେ କାର୍ଯ୍ୟରତ ଲମ୍ବୋଦର ବେହେରାଙ୍କୁ ଦୁର୍ନୀତି…
ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର…
ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ଆଦେଶ ଦେଇଛନ୍ତି। ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀ ମାମଲାର ଶୁଣାଣି କରି ସାତ…
ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା
ନୂଆଦିଲ୍ଲୀ,୧୯।୯: ଲେବାନନ୍ର ସଶସ୍ତ୍ର ସଂଗଠନ ହେଜ୍ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା ଭାଷାରେ ଧମକ ଦେଇ କହିଛନ୍ତି ଏହାକୁ ଯୁଦ୍ଧର ଘୋଷଣା। ଗୁରୁବାର ନସରୁଲ୍ଲା ତାଙ୍କ ଅଭିଭାଷଣରେ…
ବଡ଼ ପ୍ଲାନିଂ କରି ହେଜ୍ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍ କମ୍ପାନୀ
ଜେରୁଜେଲମ୍,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍ ବିସ୍ଫୋରଣରେ ୧୨ ହେଜ୍ବୋଲ୍ଲା ଆତଙ୍କବାଦୀ ନିହତ ହୋଇଥିଲେ ଏବଂ ପ୍ରାୟ ୪୦୦୦ ଲୋକ ଆହତ…
ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ
ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ତାଙ୍କର ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଆଉ ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା…
ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାର
ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା ପରୀକ୍ଷା କରିବାରୁ ଏହା ସ୍ପଷ୍ଟ ହୋଇଛି। ଅନୁସନ୍ଧାନ ପରେ ଆସିଥିବା ରିପୋର୍ଟରେ ମାଛ ତେଲର…

