ଅରବିନ୍ଦ କେଜ୍ରିୱାଲଙ୍କ ୧୦ ନିର୍ବାଚନ ଗ୍ୟାରେଣ୍ଟି: ମାଗଣା ବିଜୁଳି, ଚାଇନାଠୁ ଫେରାଇବେ ଜମି
ନୂଆଦିଲ୍ଲୀ,୧୨ା୫: ଆମ୍ ଆଦମୀ ପାର୍ଟି (ଏଏପି) ପାଇଁ ନିର୍ବାଚନୀ ପ୍ରତିଶ୍ରୁତି ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିୱାଲ। ଯଦି ଏହି ଲୋକ ସଭା ନିର୍ବାଚନରେ ବିରୋଧୀ INDIA ବ୍ଲକ୍ କୁ ଭୋଟ୍ ଦିଅନ୍ତି ତେବେ ତାଙ୍କର ‘୧୦ ଗ୍ୟାରେଣ୍ଟି ‘ ପୂରଣ କରିବେ।…
ମୋତେ ଜୁନ୍ ୨ରେ ପୁଣି ଜେଲ୍ ଫେରିବାକୁ ପଡ଼ିବ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୨ା୫: ଏଏପିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ରବିବାର ଦଳର ସମସ୍ତ ବରିଷ୍ଠ ନେତା ତଥା ବିଧାୟକଙ୍କୁ ଭେଟିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏଏପି ବିଧାୟକମାନଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି, କେବଳ ଆମ ଆଦ୍ମୀ ପାର୍ଟି ଦେଶର ଦାୟିତ୍ୱ…
ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ
ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…
ଭାଜପାର ପ୍ରଧାନମନ୍ତ୍ରୀ ଚେହେରା କିଏ? କେଜରିଓ୍ବାଲଙ୍କ ବୟାନକୁ ନେଇ ବୋବାଲ
ନୂଆଦିଲ୍ଲୀ,୧୨।୫: ତିହାର ଜେଲ୍ରୁ ଆସୁଆସୁ ନିର୍ବାଚନୀ ମଇଦାନକୁ ଲମ୍ଫ ମାରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଆଉ ପ୍ରଥମେ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ। ଉଠାଇଛନ୍ତି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଯାହାକୁ ନେଇ ଏବେ ଜାତୀୟ ରାଜନୀତି ସରଗରମ ହୋଇଛି। ତାଙ୍କର…
ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ, ଆଜି ଦୁଇ ଲୋକ ସଭା ଆସନରେ ମାଗିବେ ଭୋଟ
ଭୁବନେଶ୍ୱର,୧୨।୫: ପ୍ରଚାର ପାଇଁ ବଲାଙ୍ଗିର ଜିଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଥମେ କଳାହାଣ୍ଡି ଜିଲା ଉତ୍କେଲା ଏୟାର ଷ୍ଟ୍ରିପରେ ଓହ୍ଲାଇ ସ୍ବତନ୍ତ୍ର ବିମାନ ଯୋଗେ କଣ୍ଟାବାଞ୍ଜି ଯିବେ। ସେଠାରେ ଗଁରେଇ ନିର୍ବାଚନ…
ବିଜେଡିର କାଉଣ୍ଟଡାଉନ୍ ଆରମ୍ଭ: ମୋଦି
ବଲାଙ୍ଗୀର, ୧୨ା୫(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି। ଜୁନ୍ ୪ ହେଉଛି ବିଜେଡିର ଏକ୍ସପାଏରୀ ଡେଟ୍। ଜୁନ୍ ୧୦ରେ ଓଡ଼ିଶା ମାଟିରେ ଜନ୍ମ ହୋଇଥିବା, ଓଡ଼ିଆ ସଂସ୍କୃତି ଓ ଅସ୍ମିତା ବୁଝୁଥିବା ବ୍ୟକ୍ତି ଭାଜପା ମୁଖ୍ୟମନ୍ତ୍ରୀ ଭାବେ…
ମାଗଣା ବିଜୁଳି ବିରୋଧୀଙ୍କୁ କରେଣ୍ଟ ମାରୁଛି: ପାଣ୍ଡିଆନ୍
ଭୁବନେଶ୍ୱର, ସୁନ୍ଦରଗଡ ୧୨ା୫(ଅନିଲ ଦାସ/ଜୟନାରାୟଣ ମେଣ୍ଡୁଳି)ଜୁଲାଇ ମାସରୁ ଓଡ଼ିଶାର ଜନସାଧାରଣଙ୍କୁ ଆଉ ବିଜୁଳି ବିଲ୍ ଦେବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ନବୀନବାବୁ ଲୋକଙ୍କୁ ବିଜୁଳି ମାଗଣାରେ ଦେଉଛନ୍ତି ଜାଣି ବିରୋଧୀଙ୍କୁ କରେଣ୍ଟ ଲାଗିଗଲାଣି। ବିରୋଧୀ…
ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ
ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ ଗୁରୁବାରର ବୋଲି ସ୍ପଷ୍ଟ ହୋଇଛି। ତେବେ କେଉଁ ଗ୍ରାମର ପ୍ରଚାର ବେଳର ଏହି ଫଟୋ…
ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ
ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…
ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…
ସବୁଜ କଟକ, ଫିଲିଗ୍ରୀ ହବ୍ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ
କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ ସଫଳତାକୁ ନେଇ ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…
୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି
ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି…
Archives


