Home Middle

ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…

କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ ଏଥର ନିର୍ବାଚନରେ…

ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ କନ୍ଧମାଳ ଗସ୍ତ…

ଭୋଟିଂ ତଥ୍ୟ ୪୮ ଘଣ୍ଟାରେ ପ୍ରକାଶ କରାଯାଉ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ପ୍ରତି ପର୍ଯ୍ୟାୟ ଭୋଟିଂ ଶେଷ ହେବାର ୪୮ ଘଣ୍ଟା ମଧ୍ୟରେ ବୁଥ୍‌ଓ୍ବାରି ମତଦାନ ହାର ସମ୍ପର୍କିତ ସମ୍ପୂର୍ଣ୍ଣ ତଥ୍ୟ ଭାରତର ନିର୍ବାଚନ କମିଶନ (ଇସିଆଇ)ଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଉ। ଏଥିପାଇଁ ଇସିଆଇଙ୍କୁ ନିର୍ଦ୍ଦେଶ ଦେବା…

ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର

ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସକାଳ…

ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି

ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ ଓଡ଼ିଶାରେ ଟର୍ନିଂ ପଏଣ୍ଟ ଆସିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ରୋଡ୍‌…

୩୫ ରନ୍‌ରେ ହାରିଲା ଚେନ୍ନାଇ, ପ୍ଲେ ଅଫ୍‌ ଦୌଡ଼ରେ ଗୁଜରାଟ…

ଅହମଦାବାଦ, ୧୦।୫: ଆଇପିଏଲ୍‌ ୨୦୨୪ର ୫୯ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାଜିତ କରିଛି ଗୁଜରାଟ ଟାଇଟନ୍ସ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ଗୁଜରାଟ ଲାଗି ଗୁରୁତ୍ୱ ବହନ କରୁଥିଲା। କାରଣ ଏହି ବିଜୟ ଯୋଗୁ ଦଳ…

ବୁଲାଣି ରାସ୍ତାରେ ୨ ବସ୍‌ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ…

ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ

ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଗତ…

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ଓଡ଼ିଶାକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ସେ କହିଛନ୍ତି, ଓଡିଶାରେ ବିପୁଳ ସମର୍ଥନ ମିଳୁଛି।…

କମ୍ପିଲା ରାଜଧାନୀ, ଆରମ୍ଭ ହେଲା ମୋଦି ଶୋ’

ଭୁବନେଶ୍ୱର,୧୦।୫: ଆରମ୍ଭ ହେଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ ଶୋ’। ଭୁବନେଶ୍ୱର ସ୍ଥିତ ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ଆରମ୍ଭ ହୋଇଛି ମୋଦିଙ୍କ ରୋଡ ଶୋ’। ଯାହା ବାଣୀବିହାର ପର୍ଯ୍ୟନ୍ତ ଚାଲିବ। ଏହି ରୋଡ ଶୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ଭାଜପାର…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୧୦।୫: ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ବିମାନ ବନ୍ଦରରେ ପିଏମଙ୍କୁ ଓଡିଶା ଭାଜପାର ନେତା ଓ କର୍ମୀମାନେ ଜୋରଦାର ସ୍ବାଗତ କରିଛନ୍ତି। ଆଉ କିଛି…

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ଜେଲରୁ ବାହାରିବା ପରେ କେଜରିଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri