Home Middle

ମୁଁ ବି ହସ୍ପିଟାଲ୍‌ ଚଟାଣରେ ଶୋଇଛି…ଜାଣିଛି କ’ଣ ଘଟେ, ବଳାତ୍କାର ମାମଲାର ଶୁଣାଣିବେଳେ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି

କୋଲକାତା,୨୨।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଡାକ୍ତର ପ୍ରଦର୍ଶନ ଥମିବାର ନାଁ ନେଉ ନାହିଁ। ଏହି ପରିପ୍ରେକ୍ଷୀରେ ଅଭିଯୁକ୍ତଙ୍କ ଠାରୁ ଡାକ୍ତରଖାନାର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ…

ଘରକୁ ଫେରିବେ କି ହାସିନା? ବାଂଲାଦେଶ ସହ ‘ପ୍ରତ୍ୟର୍ପଣ ସନ୍ଧି’ ପରେ ଚିନ୍ତାରେ ଭାରତ

ଢାକା/ନୂଆଦିଲ୍ଲା,୨୨ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ତାଙ୍କ ଦେଶକୁ ଫେରିବେ କି ନାହିଁ ଏହି ପ୍ରସଙ୍ଗରେ ଖୁବ୍‌ ଆଲୋଚନା ଚାଲିଛି। ଏହାର କାରଣ ହେଉଛି ବାଂଲାଦେଶରେ ତାଙ୍କ ବିରୋଧରେ ଅନେକ ଆପରାଧିକ ମାମଲା ବିଚାରାଧୀନ ଅଛି। ଏଭଳି ପରିସ୍ଥିତିରେ ବାଂଲାଦେଶର…

କୋଲକାତା ବଳାତ୍କାର ମାମଲାରେ ଅଭିଯୁକ୍ତ ସଞ୍ଜୟଙ୍କ ବିଷୟରେ ଜାଣିବାକୁ ମିଳିଲା ଏମିତି, ଶୁଣି ଆଶ୍ଚର୍ଯ୍ୟ ହୋଇଗଲା ସିବିଆଇ

କୋଲକାତା, ୨୨।୮: କୋଲକାତା ଆର.ଜି କର ହସ୍ପିଟାଲର ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ନେଇ ବଡ଼ କବର ସାମ୍ନାକୁ ଆସିଛି। ୮ ଏବଂ ୯ ଅଗଷ୍ଟ ମଧ୍ୟରାତ୍ରୀରେ ଟ୍ରେନି ଡାକ୍ତରଙ୍କୁ ହତ୍ୟା…

ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୨ା୮: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ହୋ-ହଲ୍ଲା କରିଥିବା ବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ମଧ୍ୟ…

ଗଞ୍ଜାମ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୮: ଗଞ୍ଜାମ ସମ୍ବରଝୋଳ ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ଘୋଷଣା…

କ୍ରାଇମ୍‌ ସିନ୍‌ରେ ରହିଛି ଏକାଧିକ ଲୋକଙ୍କ ଫୁଟ୍‌ପ୍ରିଣ୍ଟ, ସିବିଆଇର ଷ୍ଟାଟସ୍‌ ରିପୋର୍ଟରେ ସାଙ୍ଘାତିକ ଖୁଲାସା

ନୂଆଦିଲ୍ଲୀ,୨୨।୮: କୋଲକାତା ବଳାତ୍କାର ଓ ହତ୍ୟା ମାମଲାରେ ସୁପ୍ରିମକୋର୍ଟରେ ସିବିଆଇ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ଅନୁସନ୍ଧାନକାରୀ ସଂସ୍ଥା ଏକ ସିଲ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛି। ଷ୍ଟାଟସ ରିପୋର୍ଟରେ କୋଲକାତା ପୋଲିସର ଅବହେଳା ବିଷୟରେ ସିବିଆଇ ଉଲ୍ଲେଖ କରିଛି।…

ପୁଣି ଘର ବାହୁଡିବେ ଗୁଲାମ ନବୀ ଆଜାଦ! ଜାତୀୟ ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୨୨।୮: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନକୁ ଆଉ କିଛି ସପ୍ତାହ ବାକି ଥିବାବେଳେ ରାଜନୈତିକ ପାଗ ସରଗରମ ରହିଛି। ଏହାରି ଭିତରେ ଚର୍ଚ୍ଚା ଆରମ୍ଭ ହୋଇଛି କି, ଗୁଲାମ ନବୀ ଆଜାଦ ଯିଏକି ୨୦୧୯ରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ନିଜର…

ରେଞ୍ଜରଙ୍କ ଘରେ ପଶିଲା ଭିଜିଲାନ୍ସ: ୮ଟି ସ୍ଥାନରେ ଚାଲିଛି ରେଡ

ଡେଙ୍କାନାଳ,୨୨।୮(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଢେଙ୍କାନାଳ ସହର ସ୍ଥିତ କାଲ୍ଟାକ୍ସ ରତନ ବଜାର ଅଞ୍ଚଳରେ ଥିବା ବାସଭବନ ଓ କୁଞ୍ଜକାନ୍ତଠାରେ ଥିବା ସଦର ରେଞ୍ଜ କାର୍ଯ୍ୟାଳୟରେ ଗୁରୁବାର ସକାଳେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି…

ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ସୂଚନା, ଥିରୁଭାନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଘୋଷଣା

ଥିରୁଭାନନ୍ତପୁରମ୍‌,୨୨।୮: ଗୁରୁବାର କେରଳର ରାଜଧାନୀ ଥିରୁଭାନନ୍ତପୁରମସ୍ଥିତ ବିମାନବନ୍ଦରରେ ଉତ୍ତେଜନା ଦେଖାଦେଇଛି। ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଆସିଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବାର ଖବର ମିଳିଛି। ତତକ୍ଷଣାତ୍‌ ଥିରୁଭାନନ୍ତପୁରମ ବିମାନବନ୍ଦରରେ ଜରୁରୀକାଳୀନ ଘୋଷଣା କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ବିମାନରୁ ଯାତ୍ରୀମାନଙ୍କ ସ୍ଥାନାନ୍ତର…

ପୋଲାଣ୍ଡ ମାଟିରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡେ ଚର୍ଚ୍ଚା

ଓ୍ବାର୍ସ,୨୨।୮: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ୟୁକ୍ରେନ ଏବଂ ପୋଲାଣ୍ଡ ଗସ୍ତରେ ଅଛନ୍ତି। ମୋଦି ପୋଲାଣ୍ଡର ରାଜଧାନୀ ୱାର୍ସରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ପୋଲାଣ୍ଡର ଉପପ୍ରଧାନମନ୍ତ୍ରୀ ଷ୍ଟାନିସ୍ଲାଭ ଜାନୁସ ମୋଦିଙ୍କୁ ବିମାନବନ୍ଦରକୁ ନେଇଥିଲେ। ଏହି ସମୟରେ…

ଚା’ଦୋକାନ ଉପରେ ମାଡିଗଲା ବସ-ଟ୍ୟାଙ୍କର: ଚାଲିଗଲା ୪ ଜୀବନ

ବ୍ରହ୍ମପୁର,୨୨।୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ନିକଟ ସମରଝୋଳ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାହାଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେହିପରି ୧୫ରୁ ଉର୍ଦ୍ଧ ଆହତ ହୋଇଛନ୍ତି। ଯାତ୍ରୀବାହୀ ବସଟି ଭବାନୀପାଟଣାରୁ…

ବଡ଼ ଡାକ୍ତର ହେବାର ଦେଖୁଥିଲେ ସ୍ବପ୍ନ: ପିଶାଚ ସଞ୍ଜୟ କରିଦେଲା ସ୍ବପ୍ନ ଚୁନା, ପୀଡ଼ିତାଙ୍କ ଡାଏରୀରୁ ହେଲା ଖୁଲାସା

ଭୁବନେଶ୍ୱର,ତା,୨୧,୮: ଦୁଇ ସପ୍ତାହ ତଳେ ଆର.ଜି କର ହସ୍ପିଟାଲରେ ଅତି ନିର୍ମମ ଭାବରେ ଜୀବନ ହରାଇଥିବା ମହିଳା ଡାକ୍ତରଙ୍କ ଡାଏରୀରୁ ତାଙ୍କର ଅଧୁରା ସ୍ବପ୍ନ ସାମ୍ନାକୁ ଆସିଛି। ଏକଦା ସ୍ବର୍ଣ୍ଣ ପଦକ ଜିତିବା ସହିତ ମେଡ଼ିସିନ ପାଠ ପଢ଼ାରେ ଅନେକ ସମ୍ମାନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri