Home Middle

‘ବାସ୍ତୁ ଅନୁଯାୟୀ ସଠିକ ଭାବରେ ନିର୍ମାଣ ହୋଇନାହିଁ’, ରାମ ମନ୍ଦିରକୁ ନେଇ ବିବାଦୀୟ ବୟାନ ଦେଲେ ରାମଗୋପାଳ ଯାଦବ

ଲକ୍ଷ୍ନୌ,୭।୫: ବରିଷ୍ଠ ସମାଜବାଦୀ ପାର୍ଟି ନେତା ରାମ ଗୋପାଳ ଯାଦବ ରାମ ମନ୍ଦିର ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ରାମ ମନ୍ଦିର ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି, ‘ସେହି ମନ୍ଦିର ବ୍ୟର୍ଥ ଅଟେ। ମନ୍ଦିରଗୁଡ଼ିକ ଏହିପରି ନିର୍ମାଣ କରାଯାଏ…

ମତଦାନ ସାମାନ୍ୟ ଦାନ ନୁହେଁ, ଭୋଟ ଦେବା ପରେ କାହିଁକି ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର (ମେ ୭, ୨୦୨୪) ଲୋକ ସଭା ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି। ଗୁଜୁରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ମୋଦି ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ସେ କହିଛନ୍ତି ଯେ ଭୋଟ ଦେବା ଏକ ସାଧାରଣ…

ରାଫାହ ଖାଲି କଲା ଇସ୍ରାଏଲ୍‌

ଜେରୁଜେଲମ୍‌,୭ା୫: ଗାଜାର ଦକ୍ଷିଣ ଭାଗରେ ଥିବା ରାଫାହ ସହରରୁ ୧ ଲକ୍ଷ ପାଲେଷ୍ଟିନୀୟଙ୍କୁ ଖାଲି କରିବା ପାଇଁ ଇସ୍ରାଏଲୀ ସେନା ନିର୍ଦ୍ଦେଶ ଦେବା ପରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ଉକ୍ତ ଅଞ୍ଚଳରେ ଇସ୍ରାଏଲ ଦୀର୍ଘମିଆଦୀ ସ୍ଥଳଯୁଦ୍ଧ ଚଳାଇବାକୁ ଯାଉଥିବାର ସଙ୍କେତ ମିଳିଛି।…

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍‌ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି,…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର…

ଆଜି ୯୩ ଆସନରେ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୭ା୫:ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର…

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍‌ କଟିବା…

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଆଜି ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ଗାନ୍ଧୀ ନଗର ଲୋକ ସଭା ଆସନରୁ…

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି ରିପୋର୍ଟ…

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।…

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି” ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଏହାପୂର୍ବରୁ ସୋମବାର ବ୍ରହ୍ମପୁରରେ…

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri