ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର…
ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…
୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ ବିଜେଡି ପ୍ରାର୍ଥୀ ଦେଇଛି। କୋରେଇରୁ ସନ୍ଧ୍ୟାରାଣୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ ନୀଳଗିରିରୁ…
ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା
ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।
ବିବାଦ ପରେ ପଶିଲା ଚେତା, ମସଲାର ଗୁଣାତ୍ମକ ଯାଞ୍ଚ କରିବାକୁ ସମସ୍ତ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨।୫: ନିକଟରେ ଭାରତରୁ ରପ୍ତାନି ହୋଇଥିବା ମସଲାକୁ ନେଇ ବିବାଦ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ମସଲା ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାପୂର୍ବରୁ ଉଭୟ ମସଲା ବୋର୍ଡ ଏବଂ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍…
ଏପଟେ କଂଗ୍ରେସ ହାରୁଛି, ସେପଟେ ପାକିସ୍ତାନ କାନ୍ଦୁଛି, କାହିଁକି ଏମିତି କହିଲେ ମୋଦି
ନୂଆଦିଲ୍ଲୀ,୨।୫: ଗୁରୁବାର ଗୁଜୁରାଟର ଆନନ୍ଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟ ମଧ୍ୟରେ ସେ କଂଗ୍ରେସ ଦଳକୁ କଡା ସମାଲୋଚନର କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ସମ୍ବୋଧନରେ କହିଛନ୍ତି ଯେ କଂଗ୍ରେସ ଏଠାରେ ମରୁଛି…
ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ
ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆଧିକାରୀକ ଭାବେ ଘୋଷଣା କରିବେ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି। ରିପୋର୍ଟ…
କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ
ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ…
କରୋନା ଟିକା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଗାଏବ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ କରନା ଟିକା ପ୍ରମାଣପତ୍ରରୁ ହଟାଇ ଦିଆଯାଇଛି। କରୋନା ମହାମାରୀ ସମୟରେ ଟିକାକରଣ ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା, ଯେଉଁଥିରେ ତଳେ ପ୍ରଧାନମନ୍ତ୍ରୀଙ୍କ ଫଟୋ…
ଶେଷରେ ବଦଳି ଗଲା କଂଗ୍ରେସର ପତ୍ତା! ଆମେଠି ନୁହେଁ ଏହି ଆସନରୁ ଲଢିପାରନ୍ତି ରାହୁଲ
ନୂଆଦିଲ୍ଲୀ,୨।୫: ଗାନ୍ଧୀ ପରିବାରର ଗଡ଼ ହୋଇ ରହିଥିବା ଉତ୍ତର ପ୍ରଦେଶର ଆମେଠି ଏବଂ ରାଏବରେଲି ଆସନ ସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କାର୍ଡ ଖୋଲିନାହିଁ। ଏହି ସମୟରେ, ଏକ ସୂତ୍ରରୁ ପ୍ରକାଶ ଯେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେଠି ବଦଳରେ ରାଏବରେଲିରୁ…
ବଡ଼ କାର୍ଯ୍ୟାନୁଷ୍ଠାନ, ଝାଡ଼ଖଣ୍ଡ କଂଗ୍ରେସର ‘ଏକ୍ସ’ ଆକାଉଣ୍ଟ ବନ୍ଦ
ନୂଆଦିଲ୍ଲୀ,୨।୫: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ନକଲି ଭିଡିଓ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ। ଝାଡ଼ଖଣ୍ଡ କଂଗ୍ରେସର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଆକାଉଣ୍ଟକୁ ବ୍ୟାନ୍ କରିଦିଆଯାଇଛି। ତେବେ ନକଲି ଭିଡିଓ ମାମଲାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାପରେ ସୋସିଆଲ…
ଭାଜପାରୁ ବ୍ରିଜଭୂଷଣଙ୍କର କଟିଲା ଟିକେଟ
ନୂଆଦିଲ୍ଲୀ,୨।୫: ମହିଳା କୁସ୍ତିଯୋଦ୍ଧାଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଭିଯୋଗରେ ବ୍ରିଜ ଭୂଷଣ ଶରଣ ସିଂଙ୍କ ସହ ଏକ ବଡ ଖବର ସାମ୍ନାକୁ ଆସୁଛି। ସୂଚନାନୁସାରେ, କେସରଗଞ୍ଜରୁ ବ୍ରିଜ ଭୂଷଣ ସିଂଙ୍କୁ ଭାଜପା ଟିକେଟ ଦେବ ନାହିଁ। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର…
Archives


