Home Middle

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା ସେଠାରେ ରହୁଥିବା ରଖାଇନ ସମ୍ପ୍ରଦାୟର ଲୋକଙ୍କ ପାଇଁ ସାଧାରଣ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ରିପୋର୍ଟ…

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର। ଏହି ଆସନରୁ ପ୍ରଥମ ଥର ପାଇଁ ସେ ପ୍ରାର୍ଥିପତ୍ର ଦାଖଲ କରିବେ। ଏହା ପୂର୍ବରୁ…

ରାଏବରେଲି, ଆମେଠିକୁ ନେଇ କଂଗ୍ରେସର ସସପେନ୍ସ କହୁଛି ଅନେକ କଥା

ନୂଆଦିଲ୍ଲୀ,୨।୫: ଉତ୍ତରପ୍ରଦେଶର ଆମେଠି ଏବଂ ରାଏବରେଲି ଲୋକ ସଭା ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟାକୁ ମାତ୍ର ଦୁଇ ଦିନ ବାକି ଅଛି, କିନ୍ତୁ ଏହି ଦୁଇଟି ଆସନରେ କଂଗ୍ରେସ ପ୍ରାର୍ଥୀଙ୍କ ସମ୍ପର୍କରେ ସସପେନ୍ସ ଜାରି ରହିଛି। ଏହି ପରିବାରର ସଦସ୍ୟମାନେ…

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ ଉଲ୍ଲଂଘନ କରିଛି ବୋଲି ଅଭିଯୋଗ କରିଛି। ଆମେରିକା କହିଛି ଯେ ରୁଷିଆ ୟୁକ୍ରେନ ସେନା…

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଦୁଲାଲ ପ୍ରଧାନ। ଦୁଇ ଦିନ ପୂର୍ବରୁ ଟିକେଟ୍ ଅଦଳବଦଳ…

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବ୍ରହ୍ମପୁର ଲୋକ ସଭା…

ମୟଙ୍କ ଯାଦବଙ୍କୁ ବଡ ଉପହାର ଦେଲା ବିସିସିଆଇ, କିନ୍ତୁ ରହିଛି ଖରାପ ଖବର

ମୁମ୍ବାଇ,୧ା୫: ପେସ୍‌ ବୋଲିଂ ସେନ୍‌ସେସନ୍‌ ମୟଙ୍କ ଯାଦବ ଅବଶିଷ୍ଟ ଆଇପିଏଲ୍‌ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ନେଇ ସନ୍ଦେହ ଉପୁଜିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ସମୟରେ ପେଟର ମାଂସପେଶୀ ଟାଣିହେବା ପରେ ଗତ ଚାରି ସପ୍ତାହ ମଧ୍ୟରେ ଦ୍ୱିତୀୟ ଥର ସେ…

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର ୧୦ ମିନିଟ୍‌ ପରେ ବିମାନଟି ଜରୁରୀ ଅବତରଣ କରିଥିଲା। ଏଥିରେ ପ୍ରାୟ ୧୭୧ ଜଣ…

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି ଥରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ମେ’ ୬ରେ ମୋଦି ଓଡ଼ିଶା…

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ ନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଉପରେ…

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲ (ଡିପିଏସ) କୁ ବୋମା ଧମକ ଦିଆଯାଇଛି। ପୂର୍ବ ଦିଲ୍ଲୀର ମୟୂର ବିହାରର…

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri