Home Middle

‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର: ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୩।୯: ଗତ ସରକାରଙ୍କ ‘ଆମ ଓଡିଶା, ନବୀନ ଓଡ଼ିଶା’ କାମ ଆଗେଇ ନିଆଯିବ ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। କଂଗ୍ରେସ ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି, ‘ଆମ ଓଡିଶା…

ସୁରକ୍ଷାବାହିନୀକୁ ବଡ଼ ସଫଳତା: ୯ ମାଓବାଦୀ ନିପାତ

ରାୟପୁର,୩।୯: ଛତିଶଗଡର ଦାନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ସୁରକ୍ଷାବାହିନୀ ଗୁଳିରେ ୯ ଜଣ ନକ୍ସଲ ପ୍ରାଣ ହରାଇଛନ୍ତି। ମାଓବାଦୀଙ୍କ ମୃତଦେହ ସହିତ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି।…

ନୂଆଁଖାଇରେ ସିଏମ୍‌ କିଷାନର ପ୍ରଥମ କିସ୍ତି

ଭୁବନେଶ୍ୱର, ୩।୯(ସୁନିତ୍‌ ମିଶ୍ର): ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କୃଷି…

କୃଷକଙ୍କ ଅଭିଯୋଗର ସମାଧାନ ପାଇଁ ସୁପ୍ରିମକୋର୍ଟଙ୍କ କମିଟି ଗଠନ

ନୂଆଦିଲ୍ଲୀ, ୩।୯: ଶମ୍ଭୁ ସୀମାରେ ଆନ୍ଦୋଳନ କରୁଥିବା କୃଷକଙ୍କ ଅଭିଯୋଗଗୁଡ଼ିକୁ ଭଲଭାବେ ସମାଧାନ କରିବା ପାଇଁ ସୋମବାର ସୁପ୍ରିମକୋର୍ଟ ଏକ କମିଟି ଗଠନ କରିଛନ୍ତି। ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ୍‌ ଉଜ୍ଜ୍ୱଳ ଭୂୟାନ୍‌ଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି କମିଟି ଗଠନ…

ସିବିଆଇ ତଦନ୍ତ କରିଥିବା ୬,୯୦୦ ମାମଲା ଗଡ଼ୁଛି

ନୂଆଦିଲ୍ଲୀ,୩ା୯(ପି.ଟି.): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ୬,୯୦୦ରୁ ଊର୍ଦ୍ଧ୍ୱ ଦୁର୍ନୀତି ମାମଲାର ତଦନ୍ତ କରିଥିବାବେଳେ ସେଗୁଡ଼ିକ ବିଭିନ୍ନ ଅଦାଲତରେ ବିଚାର ଅପେକ୍ଷାରେ ପଡ଼ିରହିଛି। ଏପରିକି ୩୬୧ଟି ମାମଲା କୋର୍ଟରେ ୨୦ ବର୍ଷରୁ ଊର୍ଦ୍ଧ୍ୱ ହେଲା ଗଡ଼ୁଥିବା କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗ (ସିଭିସି)ଙ୍କ…

ଆଇସିଆଇସିଆଇ ବ୍ୟାଙ୍କରୁ ବେତନ ଉଠାଉଛନ୍ତି ସେବି ଅଧ୍ୟକ୍ଷା: କଂଗ୍ରେସ

ନୂଆଦିଲ୍ଲୀ,୩ା୯: ଆମେରିକୀୟ ରିସର୍ଚ୍ଚ ସଂସ୍ଥା ହିଣ୍ଡେନ୍‌ବର୍ଗର ରିପୋର୍ଟକୁ ନେଇ ବିବାଦରେ ରହିଥିବା ଭାରତର ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଅଧ୍ୟକ୍ଷା ମାଧବୀ ପୁରୀ ବୁଚ୍‌ ଆଇସିଆଇସିଆଇ ବ୍ୟାଙ୍କରୁ ନିୟମିତ ବେତନ ଉଠାଉଥିବା କଂଗ୍ରେସ ସୋମବାର ଅଭିଯୋଗ କରିଛି। ପୁଞ୍ଜିବଜାର ନିୟନ୍ତ୍ରକର…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଖୋଜି ଖୋଜି ବାହାର କରୁଛି ଭିଜିଲାନ୍ସ: ଦୁଇ ମାସରେ ଜବତ ହେଲାଣି ୪ କେଜି ସୁନା, ୧୯୬ ପ୍ଲଟ୍

ଭୁବନେଶ୍ୱର,୨।୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଓଡିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ବିଭାଗ ଏହାର ଡ୍ରାଇଭକୁ ଜୋରଦାର କରିଛି ଏବଂ ଏପର୍ଯ୍ୟନ୍ତ ଏହା ୮ ଟି ପ୍ରଥମ ଶ୍ରେଣୀ ଅଧିକାରୀ, ୨ ଦ୍ୱିତୀୟ ଶ୍ରେଣୀ ଅଧିକାରୀ ଏବଂ…

ଲାଞ୍ଚ ନେବାବେଳେ ଧରାପଡିଲେ RI, ARI: ୨ ଜଣଙ୍କୁ ଉଠାଇ ନେଲା ଭିଜିଲାନ୍ସ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ତହସିଲ ଅନ୍ତର୍ଗତ ପୋଡାମାରି ଗ୍ରାମ ରାଜସ୍ବ ସର୍କଲର ରାଜସ୍ବ ନିରୀକ୍ଷକ(RI) ଆଦିତ୍ୟ ସେନାପତି ଏବଂ ଉପ ରାଜସ୍ବ ନୀରିକ୍ଷକ(ARI) ଟୁଟୁ ସେଠୀ ପୋଡ଼ାମାରି ଗ୍ରାମର ମନୋରଞ୍ଜନ ସାହୁଙ୍କ ଠାରୁ ୫ ହଜାର ଟଙ୍କା…

କୋଲକାତା ବଳାତ୍କାର ମାମଲା: ଗିରଫ ହେଲେ ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ

କୋଲକାତା,୨।୯: କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ସୋମବାର ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ସିବିଆଇ ଏହି ମାମଲାରେ ଏକ ଏଫଆଇଆର୍‌ ପଞ୍ଜୀକୃତ କରିଥିଲା।…

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ପଦବୀ: ଶିକ୍ଷା, ସ୍ୱାସ୍ଥ୍ୟରେ ସର୍ବାଧିକ

ଭୁବନେଶ୍ୱର,୨।୯: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ମୋଟ କର୍ମଚାରୀ ସଂଖ୍ୟା ୫ ଲକ୍ଷ ୯୬ ହଜାର ଥିବା…

ପାରାଲିମ୍ପିକ୍ସ: ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଲେ ନୀତେଶ କୁମାର

ପ୍ୟାରିସ,୨।୯: ପାରାଲିମ୍ପିକ୍ସ ୨୦୨୪ରେ ନୀତେଶ କୁମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍‌ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ ପାରାଲିମ୍ପିକ୍ସ…

ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?