ବଢ଼ିବ ଝିଅମାନଙ୍କ ବିବାହ ବୟସ
ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍ କମ୍ ବୟସରେ ବିବାହ କରନ୍ତି। ଏକ ରିପୋର୍ଟ ଅନୁଯାୟୀ, ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ(ସିପିଡବ୍ଲ୍ୟୁବି) ପଞ୍ଜାବ ସରକାରଙ୍କ…
ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି
ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ ଏହାର ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଚାଲିବ। ଏହି…
ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର
ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଏନ୍ଡିଏ ପ୍ରାର୍ଥୀ ରେଭନ୍ନା କେତେଜଣ ମହିଳାଙ୍କ ସହ ଆପତ୍ତିଜନକ ଅବସ୍ଥାରେ…
ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ ଦଳ…
ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ ସାକ୍ଷାତକାର…
୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍
ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। କଟକରୁ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦୋସ, ଜଗତସିଂହପୁରରୁ ପ୍ରତିମା…
ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…
ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍…
ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…
ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା
ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ
ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହା କହିଛନ୍ତି। ସେ ଅହମ୍ମଦାବାଦରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ…
ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା
ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ…
ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ
ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ ହୋଇଛି। ଏମିତିରେ ଶିବସେନା ନେତା ଏବଂ ଏମ୍ପି ସଞ୍ଜୟ ରାଉତ ପୁଣି ଥରେ ପ୍ରଧାନମନ୍ତ୍ରୀ…
Archives


